Breaking News

ଶାଶୂଘର ଗାଁ ବିଲରେ ଡାନ୍ସ କରିଲେ ଅଭିନେତ୍ରୀ ଗୁନଗୁନ (Gungun) – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଅନେକ ଲୋକ ପ୍ରିୟ ଅଭିନେତ୍ରୀ ମାନେ ଅଛନ୍ତି ଓ ଏହି ଅଭିନେତ୍ରୀ ମାନେ ନିଜ ଜବରଦସ୍ତ ଅଭିନୟ ପାଇଁ ସବୁଠି ପରିଚିତ । ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଯେ ଚଳିତ ବର୍ଷ ଆମ ଓଡିଆ ଇଣ୍ଡଷ୍ଟ୍ରି ଅନେକ ଲୋକ ପ୍ରିୟ ଅଭିନେତ୍ରୀ ମାନେ ବିବାହ ବନ୍ଧନ ରେ ବାନ୍ଧି ହୋଇଛନ୍ତି ଓ ବିବାହ ପରେ ଶାଶୁଘରେ ବେସ ଖୁସିରେ ଅଛନ୍ତି ।

ତାହେଲେ ବନ୍ଧୁଗଣ ଆଜି ଆମେ ଆମର ଏହି ପେଜ ମାଧ୍ୟମ ରେ ସେହିଭଳି ଜଣେ ଅଭିନେତ୍ରୀ ଙ୍କ ବିଷୟ ରେ ଜାଣିବା ଯିଏ କି ବର୍ତ୍ତମାନ ସମୟ ରେ ବିବାହ ପରେ ସୋସିଆଲ ମିଡିଆ ରେ ବେସ ଆକ୍ଟିଭ ରହୁଛନ୍ତି ଓ ସେହିଭଳି ଜଣେ ଅଭିନେତ୍ରୀ ହେଉଛନ୍ତି ଗୁନଗୁନ । ତାହେଲେ ବନ୍ଧୁଗଣ ଆପଣ ମାନେ ଅଭିନେତ୍ରୀ ଗୁନଗୁନ ଙ୍କୁ ବେସ ଭଲ ଭାବ ରେ ଜାଣିଥିବେ ତେବେ ଏହି ଅଭିନେତ୍ରୀ ଜଣକ ଆମ ଓଡିଆ ଇଣ୍ଡଷ୍ଟ୍ରି ରେ ଲୋକ ପ୍ରିୟ ଅଭିନେତ୍ରୀ ଓ ଆଙ୍କର ଭେବେ ବେସ ପରିଚିତ ।

ତାହେଲେ ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ଙ୍କ ଆଉ ଅଭିନୟ ଦେଖିବାକୁ ମିଳୁନାହିଁ ସେ ବହୁ ସାରା ରିଆଲିଟି ସୋ ରେ ଜବରଦସ୍ତ ଆଙ୍କରିଙ୍ଗ କରୁଥିବାର ଦେଖିବାକୁ ମିଳୁଛି । ତାହେଲେ ବନ୍ଧୁଗଣ ଆପଣ ମାନେ ଅଭିନେତ୍ରୀ ଗୁନଗୁନ ଙ୍କୁ ବହୁସାରା ଚଳଚିତ୍ର ଓ ଧାରାବାହିକ ରେ ନିଜ ଜବରଦସ୍ତ ଅଭିନୟ ଦେଖାଇ ବେସ ଲୋକ ପ୍ରିୟ ହୋଇ ପାରିଥିଲେ ।

ତାହେଲେ ବନ୍ଧୁଗଣ ବର୍ତ୍ତମାନ ସମୟ ରେ ଅଭିନେତ୍ରୀ ଗୁନଗୁନ ଅଭିସ୍ମିତ ଙ୍କୁ ବିବାହ କରିବା ପରେ ବେସ ଖୁସିରେ ଅଛନ୍ତି , ତେବେ ବର୍ତ୍ତମାନ ସମୟ ରେ ଅଭିନେତ୍ରୀ ଗୁନଗୁନ ନିଜ ଶଶୁର ଘର ଗାଆଁ ବହୁସରା ମଜାମସ୍ତି କରୁଥିବାର ଦେଖିବାକୁ ମିଳିଛି ଓ ଯାହା କି ଆପଣ ମାନେ ଆମର ଏହି ପେଜ ମାଧ୍ୟମ ରେ ଦେଖି ପାରୁଥିବେ ॥

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ବର୍ଷା (Varsha) ଅନୁଭବ (Anubhav) ଙ୍କ ଠାରୁ ଅଲଗା ହେବା ପରେ ତାଙ୍କର ଅବସ୍ଥା ଏବେ ଏମିତି, ଦେଖିଲେ ଆଖି ଓଦା ହୋଇଯିବେ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ମାନେ ସୋସିଆଲ …

Leave a Reply

Your email address will not be published. Required fields are marked *