Breaking News

ଭିଡିଓ ଦେଖନ୍ତୁ – ଘରେ ଏକୁଟିଆ କ’ଣ କରୁଛନ୍ତି ଝିଲିକ୍ ଭଟ୍ଟାଚାର୍ଯ୍ୟ (Jhilik) ଦେଖିଲେ ଆଶ୍ଚର୍ୟ୍ଯ ହେବେ

ଦର୍ଶକ ବନ୍ଧୁ ଆଜି ଆମେ ଏମିତି ଏକ ଲୋକ ପ୍ରିୟ ଅଭିନେତ୍ରୀ ଙ୍କ ଏମିତି କାର୍ଯ୍ୟଳାପ ବିଷୟ ରେ ଜାଣିବା ଯାହା ଆପଣ ମାନେ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ । ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଆମ ଓଡିଆ ଇଣ୍ଡଷ୍ଟ୍ରୀ ର ଅଭିନେତ୍ରୀ ନିଜ ବ୍ୟକ୍ତି ଗତ ଜୀବନ କୁ ନେଇ ହଉ ବା ଅଭିନୟ ଜୀବନ କୁ ନେଇ କିଛି ନା କିଛି କାର୍ଯ୍ୟ ପାଇଁ ସୋସିଆଲ ମିଡ଼ିଆ ରେ ବେଶ ଭାଇରାଲ ହୋଇଥାଆନ୍ତି । ଠିକ ସେହିଭଳି ଆମ ଓଡିଆ ଇଣ୍ଡଷ୍ଟ୍ରୀ ଜଣେ ଅଭିନେତ୍ରୀ ଙ୍କ ଏକ ଭିଡିଓ ବେଶ ଭାଇରାଲ ହବା ରେ ଲାଗିଛି ।


ହଁ ବନ୍ଧୁ ଶଏହି ଅଭିନେତ୍ରୀ ଜଣକ ହଉଛନ୍ତି ଆମ ଓଡିଆ ଇଣ୍ଡଷ୍ଟ୍ରୀ ର ଲୋକ ପ୍ରିୟ ଅଭିନେତ୍ରୀ ଝିଲ୍ଲିକ ଭଟ୍ଟାଚାର୍ଯ୍ୟ । ବନ୍ଧୁଗଣ ଆପଣ ମାନେ ଝିଲ୍ଲିକ ଙ୍କ ବହୁସାରା ଚଳଚିତ୍ର ରେ ଜବରଦସ୍ତ ଅଭିନୟ କରିଥିବାର ନିଶ୍ଚୟ ଦେଖିଥିବେ । ହଁ ବନ୍ଧୁ ସେ ଦେଖିବା କୁ ଯେତିକି ସୁନ୍ଦର ତା ଠାରୁ ଅତି ସୁନ୍ଦର ତାଙ୍କ ଅଭିନୟ । ହେଲେ ବନ୍ଧୁଗଣ ଝିଲ୍ଲିକ ଙ୍କ ଅଭିନୟ ଆଉ ଦେଖିବାକୁ ମିଳୁନାହିଁ କାରଣ ସେ ଗତ ବର୍ଷ ତଳେ ସୁକିନ୍ଦା ବିଧାୟକ ପ୍ରୀତି ରଞ୍ଜନ ଘଡେଇ ଙ୍କୁ ବିବାହ କରିଥିଲେ ଓ ବିବାହ ପରେ ସେ ତାଙ୍କ ଶାଶୁ ଘରେ ବେଶ ଖୁସି ରେ ଅଛନ୍ତି ।


ବନ୍ଧୁଗଣ ଝିଲ୍ଲିକ ବିବାହ ଦିନ ଠାରୁ ଓଡିଆ ଇଣ୍ଡଷ୍ଟ୍ରୀ ରୁ ଦୂରେଇ ଯାଇଛନ୍ତି । ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଯେ ଝିଲ୍ଲିକ ଜଣେ ବଙ୍ଗୀୟ ହୋଇଥିଲେ ମଧ୍ୟ ସେ ଓଡିଆ ଇଣ୍ଡଷ୍ଟ୍ରୀ ରେ ନିଜ ଜବରଦସ୍ତ ଅଭିନୟ ପାଇଁ ଲୋକ ପ୍ରିୟ ହବା ସହିତ ଘରେ ଘରେ ଘରେ ପରିଚିତ । ତାହେଲେ ବନ୍ଧୁଗଣ ବର୍ତ୍ତମାନ ସମୟ ରେ ସୋସିଆଲ ମିଡ଼ିଆ ରେ ଝିଲ୍ଲିକ ଙ୍କ ଏକ ଭିଡିଓ ବେଶ ଭାଇରାଲ ହବା ରେ ଲାଗିଛି ଯେ ଝିଲ୍ଲିକ ତାଙ୍କ କୁକୁର କୁ ନିଜ ହାତ ରେ ଖୁଆଇ ଦେଉଥିବାର । ଏହି ଖୁଆଇ ଦେଉଥିବାର ଦୃଶ୍ୟ ଝିଲ୍ଲିକ ତାଙ୍କ ସୋସିଆଲ ମିଡ଼ିଆ ଆକାଉଣ୍ଟ ରେ ନିଜ ର ପ୍ରଶଂସକ ପାଇଁ ସେୟାର କରିଛନ୍ତି ॥

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ସିନ୍ଦୁରର ଅଧିକାର Siriel ରେ ଅଭିନୟ କରୁଥିବା ଲିକୁନ ଚୌଧୁରୀଙ୍କ ଘର ଏବଂ ତାଙ୍କ ପରିବାରରେ କିଏ କିଏ ସବୁ ଅଛନ୍ତି ଏବଂ ସେ କେଉଁ ଓଡ଼ିଆ ହିରୋଇନ ଙ୍କୁ ବିବାହ କରିଛନ୍ତି….

ବନ୍ଧୁଗଣ ଆପଣମାନେ ତ ମିଠୁଙ୍କୁ ନିଶ୍ଚିତ ଜାଣିଥିବେ ଯିଏକି ସିନ୍ଦୁର ର ଅଧିକାର ସିରିଏଲ୍ ରେ ସେକେଣ୍ଡ ଲିଡ ଆକ୍ଟର …

Leave a Reply

Your email address will not be published.