Breaking News

ଅନୁଭବଙ୍କ ଘରୁ ଖୁସିଖବର ଦେଲେ ଓଡିଆ ଅଭିନେତ୍ରୀ ବର୍ଷା (Varsha Priyadarshini) ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁଗଣ ବର୍ତ୍ତମାନ ସମୟ ର ବଡ ଖବର ଯେ ଆମ ଓଡିଆ ଇଣ୍ଡଷ୍ଟ୍ରୀ ଲୋକ ପ୍ରିୟ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଙ୍କୁ ଆପଣ ମାନେ ନିଶ୍ଚୟ ଜାଣିଥିବେ, ହଁ ବନ୍ଧୁ ଖାଲି ଆପଣ ନୁହଁନ୍ତି ବରଂ ଓଡ଼ିଶା ରେ ଘରେ ଘରେ ପରିଚିତ ଏହି ଅଭିନେତ୍ରୀ ଜଣକ । ତାହେଲେ ଏହି ଲୋକ ପ୍ରିୟ ଅଭିନେତ୍ରୀ ଙ୍କ ବର୍ତ୍ତମାନ ସମୟ ରେ ଏକ ଭିଡିଓ ବହୁ ପରିମାଣ ରେ ଭାଇରାଲ ହବା ରେ ଲାଗିଛି ଓ ଏହି ଭିଡିଓ ରେ ବର୍ଷା ଏକ କାଗଜ ମାଧ୍ୟମ ରେ କିଛି ଚିତ୍ର ଓ ଲେଖା ଲେଖି କରି ଦେଖାଉଥିବାର ଦୃଶ୍ୟ ସୋସିଆଲ ମିଡିଆ ରେ ବହୁ ପରିମାଣ ରେ ଭାଇରାଲ ହବା ରେ ଲାଗିଛି । ତେବେ ଆସନ୍ତୁ ସେ କାଗଜ ରେ କଣ ଲେଖାହୋଇଛି ଜାଣିବା ।


ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଆମ ଓଡିଆ ଇଣ୍ଡଷ୍ଟ୍ରୀ ଜଣେ ଜଣା ଶୁଣା ଲୋକ ପ୍ରିୟ ଅଭିନେତ୍ରୀ ହେଉଛନ୍ତି ବର୍ଷା ପ୍ରିୟଦର୍ଶିନୀ , ସେ ବହୁ ଗୁଡିଏ ଚଳଚିତ୍ର ରେ ଜବରଦସ୍ତ ଅଭିନୟ ଦେଖାଇ ବେଶ ଲୋକ ପ୍ରିୟ ହୋଇପାରିଛନ୍ତି । ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ବର୍ଷା ପ୍ରିୟଦର୍ଶିନୀ ଆମ ଓଡିଆ ଇଣ୍ଡଷ୍ଟ୍ରୀ ର ସୁପର ଷ୍ଟାର ଅନୁଭବ ମହାନ୍ତି ଙ୍କୁ ଶୁଟିଙ୍ଗ ସେଟ ରୁ ପରସ୍ପର କୁ ଭଲପାଇ ବିବାହ ବନ୍ଧନ ରେ ବାନ୍ଧି ହୋଇଥିଲେ । କିନ୍ତୁ ବିବାହ ର କିଛି ଦିନ ପରେ ଉଭୟ ଙ୍କ ମଝିରେ କିଛି ପାରିବାରିକ ବିବାଦ ହବା ରୁ ପରସ୍ପର ଠାରୁ ଅଲଗା ହୋଇ ରହୁଛନ୍ତି ଓ ଏହି ବିବାଦ ର ସମଧାନ ପାଇଁ ଉଭୟ କୋର୍ଟ ର ଦ୍ଵାରସ୍ଥ ହୋଇଛନ୍ତି । ଦୁହିଁ ଙ୍କ ସମଧାନ ଖୁବ ଶୀଘ୍ର ହବା କୁ ଯାଉଛି ।


ତାହେଲେ ବନ୍ଧୁଗଣ ବର୍ଷା ପ୍ରିୟଦର୍ଶିନୀ ଙ୍କ ଆଗାମୀ ଦିନ ମାନ ଙ୍କ ଭିତରେ ଏକ ଚଳଚିତ୍ର ଆସିବାକୁ ଯାଉଛି ଓ ଏହି ଚଳଚିତ୍ର ର ନାମ ବିଜୟିନୀ ରହିଛି । ତେବେ ବର୍ତ୍ତମାନ ସମୟ ରେ ବର୍ଷା ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ରେ ଏକ ଭିଡିଓ ପୋଷ୍ଟ କରିଛନ୍ତି ଓ ଏହି ଭିଡିଓ ରେ ବର୍ଷା ଏକ କାଗଜ ମାଧ୍ୟମ ରେ ମା ଦୂର୍ଗା ଙ୍କ ଫଟୋ ରହିଛି ଓ ତାର ତଳେ ବିଜୟିନୀ ଲେଖା ହବା ସହିତ ଏକ ମହିଳା ଚିତ୍ର ରହିଛି ॥

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ବର୍ତମାନ ସମୟରେ ବଡ଼ ଖବର ସାମ୍ନାକୁ ଆସିଛି ପୁରୀ ବେଳା ଭୂମିରେ ମଦ ପିଇ ସୋଇଛନ୍ତି ସବ୍ୟସାଚୀ, କଣ ପାଇଁ କଲେ ଏମିତି ସବ୍ୟସାଚୀ ଦେଖନ୍ତୁ ପୁରା ଖବର !

ବର୍ତମାନ ସମୟରେ ବଡ଼ ଖବର ସାମ୍ନାକୁ ଆସଛି ଓଲିଉର ଜବରଦସ୍ତ ଆକ୍ଟର ସବ୍ୟସାଚୀ ଙ୍କର ଏମିତି କଣ ହୋଇଥିଲା ଆପଣ …

Leave a Reply

Your email address will not be published.