ଦର୍ଶକ ବନ୍ଧୁ ଆମ ଓଡିଆ ଇଣ୍ଡଷ୍ଟ୍ରି ଅନେକ ଲୋକ ପ୍ରିୟ ଅଭିନେତ୍ରୀ ଅଛନ୍ତି , ତେବେ ଅଭିନେତ୍ରୀ ମାନ ଙ୍କ ମଧ୍ୟ ରୁ ଆପଣ ମାନେ ନିଶ୍ଚୟ ତମନା ଙ୍କୁ ଜାଣିଥିବେ । ତେବେ ବନ୍ଧୁଗଣ ବର୍ତ୍ତମାନ ସମୟ ରେ ସୋସିଆଲ ମିଡିଆ ରେ ବେସ ଭାଇରାଲ ହବା ରେ ଲାଗିଛି ,ତମନା ଙ୍କ ଏକ ଭିଡିଓ । ତାହେଲେ ଆସନ୍ତୁ ଏହି ଭିଡିଓ ବିଷୟ ରେ ଜାଣିବା ।
ତେବେ ବନ୍ଧୁଗଣ ଏହି ବିଷୟ ରେ ଜାଣିବା ପୂର୍ବ ରୁ ଆସନ୍ତୁ ତମନା ଙ୍କ ବିଷୟ ରେ କିଛି ଅଜଣା ତଥ୍ୟ ବିଷୟ ରେ ଜାଣିବା , ତେବେ ତାଙ୍କ ପ୍ରକୃତ ନାମ ହଉଛି ତମନା ବ୍ୟାସ , ସେ 1996 ମସିହା ନଭେମ୍ବର 14 ତାରିଖ ବ୍ରହ୍ମପୁର ଠାରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ପରିବାର ସେ ତାଙ୍କ ବାପା,ମା ଓ ତାଙ୍କ ଭଉଣୀ ଅଛନ୍ତି । ତେବେ ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ଏକ ରିଆଲିଟି ସୋ ରେ ବିଜେତା ହବା ପରେ ଓଡିଆ ଇଣ୍ଡଷ୍ଟ୍ରି ରେ ପାଦ ଦେଇଥିଲେ ।
ସେ ପ୍ରଥମେ 2016 ରେ ଭାଇନା କଣ କଳାସେ ରେ ପ୍ରଥମ ଥର ଅଭିନୟ କରିଥିଲେ ,ତେବେ ବନ୍ଧୁଗଣ ସବୁଠୁ ବଡ କଥା ହେଲା ଯେ ଏହି ଅଭିନେତ୍ରୀ ଜଣକ ଓଡିଆ ଇଣ୍ଡଷ୍ଟ୍ରି ରେ କାମ କରିବା ସହ ତେଲୁଗୁ ଇଣ୍ଡଷ୍ଟ୍ରି ରେ ମଧ୍ୟ କାମ କରିଛନ୍ତି । ତେବେ ବର୍ତ୍ତମାନ ସମୟ ରେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆ ରେ ବହୁ ପରିମାଣ ରେ ଭାଇରାଲ ହବ ରେ ଲାଗିଛି । ତେବେ ଏହି ଭିଡିଓ ରେ ତମନା ଅନ୍ୟ କାହାର ବାରି ପଟ କୁ ଯାଇ ବର କୋଳି ଖାଉଥିବ ର ଦୃଶ୍ୟ ଦେଖିବାକୁ ମିଳିଛି ॥
ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ