Breaking News

ବାହାଘରପରେ ପ୍ରଥମଥର ସୋମାଲିନଙ୍କୁ (Somalin) କୋଳରେ ବସେଇ ଗେଲ କଲେ ଶାଶୁ ମା – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଆମ ଓଡିଆ ଇଣ୍ଡଷ୍ଟ୍ରି ରେ ବହୁ ଅଭିନେତ୍ରୀ ଅଛନ୍ତି , ତେବେ ଏହି ଅଭିନେତ୍ରୀ ମାନ ଙ୍କ ମଧ୍ୟ ରୁ ବହୁ କମ ଅଭିନେତ୍ରୀ ଅଛନ୍ତି ଯେଉଁ ମାନେ ନିଜ ଜବରଦସ୍ତ ଅଭିନୟ ଦେଖାଇ ବେସ ଲୋକ ପ୍ରିୟ ହୋଇ ପରିଛନ୍ତି କିନ୍ତୁ ପରବର୍ତ୍ତୀ ସମୟ ରେ କିଛି ନା କିଛି କାରଣ ରୁ ଅଭିନୟ ଜଗତ ରୁ ସଂପୂର୍ଣ୍ଣ ଭାବେ ଦୂରେଇ । ଯାଇଛନ୍ତି । ତେବେ ସେହିଭଳି ଜଣେ ଅଭିନେତ୍ରୀ ହେଉଛନ୍ତି ସୋମାଲିନ ପରିଡା ,।

ତାହେଲେ ଆପଣ ମାନେ ଜାଣିଥିବେ ଏହି ଅଭିନେତ୍ରୀ ଜଣକ ଏକ ରିଆଲିଟି ସୋ ରେ ବିଜେତା ହେବା ପରେ ଜୀ ସାର୍ଥକ ଟିଭି ରେ ପୂର୍ବ ରୁ ପ୍ରସାରିତ ହେଉଥିବା ମୋ ଜେଜେମା ରେ ଅଭିନୟ କରିଥିଲେ , ତେବେ ନିଜ ଜବରଦସ୍ତ ଅଭିନୟ ପାଇଁ ସେ ବେସ ଲୋକ ପ୍ରିୟ ହୋଇପାରିଥିଲେ । ତେବେ ଏହି ଧାରାବାହିକ ପରେ ସେ ସଂପୂର୍ଣ୍ଣ ଭାବେ ଓଡିଆ ଇଣ୍ଡଷ୍ଟ୍ରି ରୁ ଦୂରେଇ ଯାଇଛନ୍ତି ।


ତାହେଲେ ଆପଣ ମାନେ ଜାଣିଥିବେ ବର୍ତ୍ତମାନ ସମୟ ରେ ସୋମାଲିନ ପରିଡା ବିବାହ ବନ୍ଧନ ରେ ବାନ୍ଧି ହୋଇ ସାରିଛନ୍ତି । ହଁ ବନ୍ଧୁ ସେ ଅତି ନିକଟ ରେ ନିଶୀଥ ଙ୍କୁ ବିବାହ କରିଛନ୍ତି ।  ଆପଣ ମାନେ ଏହି ଦୁଇ ଙ୍କୁ ବିବାହ ପୂର୍ବ ରୁ ଦେଖିଥିବେ ଉଭୟ ସୋସିଆଲ ମିଡିଆ ରେ ଏକାଠି ହୋଇ ଆକ୍ଟିଭ ରହୁଥିଲେ ।

ତାହେଲେ ବର୍ତ୍ତମାନ ସମୟ ରେ ସୋମାଲିନ ଙ୍କ ଏକ ଭିଡିଓ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି ଓ ଏହି ଭିଡିଓ ରେ ସୋମାଲିନ ଙ୍କ ସାସୁ ସୋମାଲିନ ଙ୍କୁ କୋଳ ରେ ବସାଇ ଗେହ୍ଲା କରୁଥିବାର ଦୃଶ୍ୟ ଦେଖିବାକୁ ମିଳିଛି ଓ ଆପଣ ମାନଧୀ ଆମର ଏହି ପେଜ ରେ ଦେଖିବାକୁ ପାଉଥିବେ ॥

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ରାଜେଶ୍ୱରୀଙ୍କ ଏହି ପର୍ଶନାଲ କଥା କେହି ଜାଣି ନାହାନ୍ତି, ଏହି କଥା ସବୁ ବାହାର ଲୋକ ଜାଣିଲା ପରେ କଣ ଯେ ଘଟିଲା….ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ…

ଓଲିଉଡ ଅଭିନେତ୍ରୀ ରାଜେଶ୍ଵରୀଙ୍କର ଏହି ଶେଷ ଇଚ୍ଛା ଅପୁରଣ ହୋଇ ରହି ଗଲା ଜାଣିଲେ ଆପଣଙ୍କ ଆଖି ଓଦା ହୋଇଯିବ …

Leave a Reply

Your email address will not be published.