Breaking News

Ollywood ର ଦୁଇ ଲୋକପ୍ରିୟ କଳାକାର ଶୀତଲ (sheetal) ଓ ଜ୍ୟୋତି (Jyoti) ବିବାହ ବନ୍ଧନରେ ବାନ୍ଧି ହେଲେ ? – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ବର୍ତ୍ତମାନ ସମୟ ରେ ଏକ ଫଟୋ ସୋସିଆଲ ମିଡିଆ ରେ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି ଓ ଏହି ଫଟୋ ଅଭିନେତା ଜୋତି ଓ ଅଭିନେତ୍ରୀ ଶୀତଳ ପରସ୍ପର କୁ ବିବାହ କରିଥିବାର ଦେଖିବାକୁ ମିଳିଛି ଓ ଏହି ଦୃଶ୍ୟ ମଧ୍ୟ ସୋସିଆଲ ମିଡିଆ ରେ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି , ତାହେଲେ ଆସନ୍ତୁ ଜାଣିବା ଏହା ପଛ ରେ ଥିବା ସତ୍ୟତା କୁ ।


ତାହେଲେ ବନ୍ଧୁଗଣ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତା ହେଉଛନ୍ତି ଜୋତି ଯିଏ କି ବହୁତ କମ ଦିନ ରେ ଜବରଦସ୍ତ ଅଭିନୟ ରେ ବେସ ଲୋକ ପ୍ରିୟ ହୋଇପାରିଛନ୍ତି । ତାହେଲେ ବନ୍ଧୁଗଣ ଆପଣ ମାନେ ଜୋତି ଙ୍କୁ ବହୁତ ସରା ଚଳଚିତ୍ର ରେ ଜବରଦସ୍ତ ଅଭିନୟ କରି ଥିବାର ଆପଣ ମାନେ ନିଶ୍ଚୟ ଦେଖିଥିବେ । ବର୍ତ୍ତମାନ ସମୟ ରେ ଜୋତି ଓଡିଆ ଇଣ୍ଡଷ୍ଟ୍ରି ରେ ଏକ ସ୍ଵତନ୍ତ୍ର ପରିଚୟ ପାଇବା ସହିତ ଘରେ ଘରେ ମଧ୍ୟ ପରିଚିତ ।

ତେବେ ଠିକ ସେହିଭଳି ଆପଣ ମାନେ ଆମ ଓଡିଆ ଇଣ୍ଡଷ୍ଟ୍ରି ଅଭିନେତ୍ରୀ ଶୀତଳ ଙ୍କୁ ବେସ ଭଲ ଭାବ ରେ ଜାଣିଥିବେ , ତାହେଲେ ଶୀତଳ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଆଗ ଧାଡି ର ଅଭିନେତ୍ରୀ ଭାବେ ବେସ ପରିଚିତ । ଏହି ଅଭିନେତ୍ରୀ ଜଣକ ଙ୍କ ଯେମିତି ଜବରଦସ୍ତ ଅଭିନୟ ସେମିତି ଜବରଦସ୍ତ ନାଚ ବି ମଧ୍ୟ ଓ ଏଥିପାଇଁ ଦର୍ଶକ ମାନେ ଶୀତଳ ଙ୍କୁ ବହୁତ ପସନ୍ଦ କରିଥାନ୍ତି ।

ତାହେଲେ ବର୍ତ୍ତମାନ ସମୟ ରେ ଅଭିନେତା ଜୋତି ଓ ଅଭିନେତ୍ରୀ ଶୀତଳ ଙ୍କ ଏକ ଦୃଶ୍ୟ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି ଓ ଏହି ଦୃଶ୍ୟ ରେ ଉଭୟ ବର କନ୍ୟା ବେସ ସଜ୍ଜ ହୋଇଥିବାର ଦେଖିବାକୁ ମିଳିଛି । ତାହେଲେ ବନ୍ଧୁଗଣ ଆମେ ଆପଣ ଙ୍କୁ କହି ରଖୁଛୁ ଯେ ଏହି ଦୃଶ୍ୟ ସୋସିଆଲ ମିଡିଆ ରେ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି ଯାହାକି ଏକ ସିନେମାର ଦୃଶ୍ୟ ଅଟେ ।

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ବର୍ଷା (Varsha) ଅନୁଭବ (Anubhav) ଙ୍କ ଠାରୁ ଅଲଗା ହେବା ପରେ ତାଙ୍କର ଅବସ୍ଥା ଏବେ ଏମିତି, ଦେଖିଲେ ଆଖି ଓଦା ହୋଇଯିବେ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ମାନେ ସୋସିଆଲ …

Leave a Reply

Your email address will not be published. Required fields are marked *