Breaking News

ଅଭିନେତ୍ରୀ ସୋମାଲିନ (Somalin) ବାପ ଘରକୁ ଯାଇ ଏମିତି କାମ କରିଲେ ଦେଖିଲେ ହସି ହସି ଗଡିବେ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଆମ ଓଡିଆ ଇଣ୍ଡଷ୍ଟ୍ରି ରେ ବହୁ ଲୋକ ପ୍ରିୟ ଅଭିନେତ୍ରୀ ଅଛନ୍ତି , ତେବେ ଆଜି ଆମେ ଏମିତି ଜଣେ ଅଭିନେତ୍ରୀ ଙ୍କ ବିଷୟ ରେ ଜାଣିବା ଯିଏ କି ଓଡିଆ ଇଣ୍ଡଷ୍ଟ୍ରି ରେ ପାଦ ଦେବା ପୂର୍ବ ରୁ ଏକ ରିଆଲିଟି ସୋ ରେ ବିଜେତା ହୋଇଥିଲେ ଓ ପରବର୍ତ୍ତୀ ସମୟ ରେ ନିଜ ଜବରଦସ୍ତ ଅଭିନୟ ପାଇଁ ବହୁତ କମ ଦିନ ରେ ବେସ ଲୋକ ପ୍ରିୟ ହେବା ପରେ ପରବର୍ତ୍ତୀ ସମୟ ରେ ଓଡିଆ ଇଣ୍ଡଷ୍ଟ୍ରି ରୁ ସବୁଦିନ ପାଇଁ ଦୂରେଇ ଯାଇଛନ୍ତି ଓ ବର୍ତ୍ତମାନ ସମୟ ରେ ବିବାହ ବନ୍ଧନ ରେ ବାନ୍ଧି ହୋଇ ଶାଶୁଘରେ ବେସ ଖୁସି ରେ ଅଛନ୍ତି ।

ତାହେଲେ ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ହେଉଛନ୍ତି ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ସୋମାଲିନ ପରିଡା ଯିଏ କି ଏକ ରିଆଲିଟି ସୋ ର ବିଜେତା ହେବା ପରେ ଓଡିଆ ଇଣ୍ଡଷ୍ଟ୍ରି ରେ ପାଦ ଦେଇ ବହୁତ କମ ଦିନ ଅଭିନୟ କରି ବେସ ଲୋକ ପ୍ରିୟ ହୋଇପାରିଛନ୍ତି ଓ ଲୋକ ପ୍ରିୟ ହେବା ପରେ ପରବର୍ତ୍ତୀ ସମୟ ରେ ଓଡିଆ ଇଣ୍ଡଷ୍ଟ୍ରି ରେ ସବୁଦିନ ପାଇଁ ଦୂରେଇ ଯାଇଛନ୍ତି ,

ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ବର୍ତ୍ତମାନ ସମୟ ରେ ସୋମାଲିନ ଙ୍କ ବିବାହ ଘର ସରିଯାଇଛି ଓ ତାଙ୍କ ବିବାହ ହେବା ର ଆଜି କୁ 9 ଦିନ ହୋଇଗଲାଣି । ତାହେଲେ ଆପଣ ମାନେ ଜାଣିଥିବେ ଯେ ନିଶୀଥ ଙ୍କୁ ବିବାହ କରିବା ପରେ ସୋମାଲିନ ନିଜ ଶାଶୁଘରେ ଅଛନ୍ତି ଓ ବେସ ଖୁସି ରେ ମଧ୍ୟ ଅଛନ୍ତି , ତେବେ ବର୍ତ୍ତମାନ ସମୟ ରେ ସୋମାଲିନ ଙ୍କ ଏକ ଫଟୋ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି ଓ ଏହି ଫଟୋ ସୋମାଲିନ ଙ୍କ ସହିତ ଜାଙ୍କଲିନ ନଜର ଆସିଛନ୍ତି ଓ ଏକାଠି ହୋଇ ଡିନର କରୁଛନ୍ତି ॥

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ବର୍ଷା (Varsha) ଅନୁଭବ (Anubhav) ଙ୍କ ଠାରୁ ଅଲଗା ହେବା ପରେ ତାଙ୍କର ଅବସ୍ଥା ଏବେ ଏମିତି, ଦେଖିଲେ ଆଖି ଓଦା ହୋଇଯିବେ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ମାନେ ସୋସିଆଲ …

Leave a Reply

Your email address will not be published. Required fields are marked *