Breaking News

ବିବାହ ପୁର୍ବରୁ ଗୁନଗୁନଙ୍କୁ (Gungun) କିପରି ତାଙ୍କ ସ୍ଵାମୀ ପ୍ରପୋଜ କରିଲେ ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଆମ ଓଡିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ ପ୍ରିୟ ଅଭିନେତ୍ରୀ ଅଛନ୍ତି , ତେବେ ଏହି ଅଭିନେତ୍ରୀ ମାନ ଙ୍କ ମଧ୍ୟ ରୁ ବହୁ କମ ଅଭିନେତ୍ରୀ ଅଛନ୍ତି ଯେଉଁ ମାନେ ବିବାହ ବନ୍ଧନ ରେ ହୋଇ ସାରିଛନ୍ତି । ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଯେ ଅତି ନିକଟ ରେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଅନେକ ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ମାନେ ବିବାହ ବନ୍ଧନ ରେ ହୋଇ ସାରିଛନ୍ତି । ତାହେଲେ ଆଜି ଆମେ ଯେଉଁ ଅଭିନେତ୍ରୀ ଙ୍କ ବିଷୟ ରେ କହିବାକୁ ଯାଉଛୁ ଆଜି ତାଙ୍କ ବିବାହ ଘର ।


ତାହେଲେ ଏହି ଅଭିନେତ୍ରୀ ଜଣକ ହେଉଛନ୍ତି ଗୁନଗୁନ , ତେବେ ଆଜି ଗୁନଗୁନ ଙ୍କ ବିବାହ ଘର , ବର୍ତ୍ତମାନ ସମୟ ରେ ଗୁନଗୁନ ଙ୍କ ଏକ ଭିଡିଓ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି ଓ ଆଜି ଆମେ ସେହି ଭିଡିଓ ବିଷୟ ରେ ଜାଣିବା । ତାହେଲେ ବନ୍ଧୁଗଣ ଆପଣ ମାନେ ଗୁନଗୁନ ଙ୍କୁ ବହୁସରା ଚଳଚିତ୍ର ଓ ଧାରାବାହିକ ରେ ଜବରଦସ୍ତ ଅଭିନୟ କରିଥିବାର ଆପଣ ମାନେ ନିଶ୍ଚୟ ଦେଖିଥିବେ ।


ତାହେଲେ ବନ୍ଧୁଗଣ ଆପଣ ମାନେ ବହୁ ରିଆଲିଟି ସୋ ରେ ଗୁନଗୁନ ଙ୍କୁ ଆଙ୍କରିଙ୍ଗ କରିଥିବାର ନିଶ୍ଚୟ ଦେଖିଥିବେ । ତେବେ ଗୁନଗୁନ ଜଣେ ଭଲ ଅଭିନେତ୍ରୀ ହେବା ସହିତ ଭଲ ଆଙ୍କର ବି ମଧ୍ୟ , ଏହି ଅଭିନେତ୍ରୀ ଙ୍କୁ ଦର୍ଶକ ମାନେ ବହୁତ ପସନ୍ଦ କରିଥାନ୍ତି ଓ ଗୁନଗୁନ ବର୍ତ୍ତମାନ ସମୟ ରେ ଓଡିଶା ର ଘରେ ଘରେ ପରିଚିତ ।

ତାହେଲେ ବର୍ତ୍ତମାନ ସମୟ ରେ ଗୁନଗୁନ ଙ୍କ ରିଙ୍ଗ ସେରେମନି ର ଏକ ଭିଡିଓ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି ଓ ଏହି ରିଙ୍ଗ ସେରେମନି ରେ ଗୁନଗୁନ ଙ୍କୁ ତାଙ୍କ ଭାବି ସ୍ଵାମୀ ପ୍ରପୋଜ କରି ମୁଦି ପିନ୍ଧାଉଥିବାର ଦୃଶ୍ୟ ଦେଖିବାକୁ ମିଳିଛି ଓ ଆପଣ ମାନେ ମଧ୍ୟ ଆମର ଏହି ପେଜ ରେ ସେହି ଦୃଶ୍ୟ ଟି କୁ ନିଶ୍ଚିନ୍ତ ଭାବ ରେ ଦେଖି ପାରୁଥିବେ ॥

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ବର୍ଷା (Varsha) ଅନୁଭବ (Anubhav) ଙ୍କ ଠାରୁ ଅଲଗା ହେବା ପରେ ତାଙ୍କର ଅବସ୍ଥା ଏବେ ଏମିତି, ଦେଖିଲେ ଆଖି ଓଦା ହୋଇଯିବେ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ମାନେ ସୋସିଆଲ …

Leave a Reply

Your email address will not be published. Required fields are marked *