Breaking News

ଦେଖନ୍ତୁ ଅଭିନେତ୍ରୀ ଗୁନଗୁନଙ୍କ ବିଦାୟୀ ଭିଡିଓ ,ଦେଖିଲେ ଆଖିରେ ଲୁହ ରହିବନି ….

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଆମ ଓଡିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ ପ୍ରିୟ ଅଭିନେତ୍ରୀ ଅଛନ୍ତି ଓ ଏହି ଅଭିନେତ୍ରୀ ମାନ ଙ୍କ ଜବରଦସ୍ତ ଅଭିନୟ ପାଇଁ ସେମାନେ ଲୋକ ପ୍ରିୟ ହେବା ସହିତ ଓଡିଆ ଇଣ୍ଡଷ୍ଟ୍ରି ମଧ୍ୟ ବେସ ଲୋକ ପରିଚିତ ହୋଇପାରିଛି , ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ବହୁ ଲୋକ ପ୍ରିୟ ଅଭିନେତ୍ରୀ ମାନେ ବିବାହ ପରେ ଓଡିଆ ଇଣ୍ଡଷ୍ଟ୍ରି ରୁ ଦୂରେଇ ଯାଇଛନ୍ତି ।

ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଯେ ଚଳିତ ବର୍ଷ ଆମ ଓଡିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ ପ୍ରିୟ ଅଭିନେତ୍ରୀ ବିବାହ ବନ୍ଧନ ରେ ଆବଦ୍ଧ ହୋଇଛନ୍ତି । ତାହେଲେ ଆପଣ ମାନେ ଅଭିନେତ୍ରୀ ଗୁନଗୁନ ଙ୍କୁ ବେସ ଭଲ ଭାବ ରେ ଜାଣିଥିବେ ଏହି ଅଭିନେତ୍ରୀ ଙ୍କୁ ଆପଣ ମାନେ ବହୁ ରିଆଲିଟି ସୋ ରେ ଜବରଦସ୍ତ ଅକରିଙ୍ଗ କରୁଥିବା ର ଆପଣ ମାନେ ନିଶ୍ଚୟ ଦେଖିଥିବେ ।

ତାହେଲେ ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ଜଣେ ଭଲ ଆଙ୍କର ହେବା ସହିତ ଭଲ ଅଭିନେତ୍ରୀ ବି ମଧ୍ୟ , ହଁ ବନ୍ଧୁ ଅଭିନେତ୍ରୀ ଗୁନଗୁନ ବହୁସାରା ଚଳଚିତ୍ର ଓ ଧାରାବାହିକ ରେ ନିଜ ଜବରଦସ୍ତ ଅଭିନୟ ଦେଖାଇ ବେସ ଲୋକ ପ୍ରିୟ ହୋଇପାରିଛନ୍ତି , ତାହେଲେ ଆପଣ ମାନେ ଜାଣିଥିବେ ଯେ ଅତି ନିକଟ ରେ ଅଭିନେତ୍ରୀ ଗୁନଗୁନ ବିବାହ ବନ୍ଧନ ରେ ବାନ୍ଧି ହୋଇଥିଲେ ଓ ଏହି ବିବାହ ଘର ଟି ବେସ ଧୁମଧାମ ରେ ହୋଇଥିଲା ଓ ହସ ଖୁସି ରେ ବିବାହ ଟି ସମ୍ପନ ହୋଇଥିଲା । ତେବେ ବର୍ତ୍ତମାନ ସମୟ ରେ ବିବାହ ଘର ବହୁ ଭିଡିଓ ସୋସିଆଲ ମିଡିଆ ରେ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି ॥

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ସରକାର କଲେ ବଡ଼ ଘୋଷଣା ସବୁ ଜିଲ୍ଲାରେ ପ୍ରଦର୍ଶିତ ହେବ ଦମନ ଫିଲ୍ମ ସରକାର ଦେବେ ପଇସା ଦେଖନ୍ତୁ ଏହାକୁ ସୁଣିଲାରେ Babushan କେତେ ଖୁସି ଅଛନ୍ତି !

ନମସ୍କାର ବନ୍ଧୁଗଣ ପ୍ରତ୍ୟେକ ଦିନ ଅର୍ଥାତ୍ ଦିନ କୁ ଦିନ ବଢି ଚାଲିଛି ଦମନ ଓଡ଼ିଆ ସିନେମା ଦମନ ର …

Leave a Reply

Your email address will not be published.