ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଆମ ଓଡିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ ପ୍ରିୟ ଅଭିନେତ୍ରୀ ଅଛନ୍ତି ଓ ଏହି ଅଭିନେତ୍ରୀ ମାନ ଙ୍କ ଜବରଦସ୍ତ ଅଭିନୟ ପାଇଁ ସେମାନେ ଲୋକ ପ୍ରିୟ ହେବା ସହିତ ଓଡିଆ ଇଣ୍ଡଷ୍ଟ୍ରି ମଧ୍ୟ ବେସ ଲୋକ ପରିଚିତ ହୋଇପାରିଛି , ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ବହୁ ଲୋକ ପ୍ରିୟ ଅଭିନେତ୍ରୀ ମାନେ ବିବାହ ପରେ ଓଡିଆ ଇଣ୍ଡଷ୍ଟ୍ରି ରୁ ଦୂରେଇ ଯାଇଛନ୍ତି ।
ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଯେ ଚଳିତ ବର୍ଷ ଆମ ଓଡିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ ପ୍ରିୟ ଅଭିନେତ୍ରୀ ବିବାହ ବନ୍ଧନ ରେ ଆବଦ୍ଧ ହୋଇଛନ୍ତି । ତାହେଲେ ଆପଣ ମାନେ ଅଭିନେତ୍ରୀ ଗୁନଗୁନ ଙ୍କୁ ବେସ ଭଲ ଭାବ ରେ ଜାଣିଥିବେ ଏହି ଅଭିନେତ୍ରୀ ଙ୍କୁ ଆପଣ ମାନେ ବହୁ ରିଆଲିଟି ସୋ ରେ ଜବରଦସ୍ତ ଅକରିଙ୍ଗ କରୁଥିବା ର ଆପଣ ମାନେ ନିଶ୍ଚୟ ଦେଖିଥିବେ ।
ତାହେଲେ ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ଜଣେ ଭଲ ଆଙ୍କର ହେବା ସହିତ ଭଲ ଅଭିନେତ୍ରୀ ବି ମଧ୍ୟ , ହଁ ବନ୍ଧୁ ଅଭିନେତ୍ରୀ ଗୁନଗୁନ ବହୁସାରା ଚଳଚିତ୍ର ଓ ଧାରାବାହିକ ରେ ନିଜ ଜବରଦସ୍ତ ଅଭିନୟ ଦେଖାଇ ବେସ ଲୋକ ପ୍ରିୟ ହୋଇପାରିଛନ୍ତି , ତାହେଲେ ଆପଣ ମାନେ ଜାଣିଥିବେ ଯେ ଅତି ନିକଟ ରେ ଅଭିନେତ୍ରୀ ଗୁନଗୁନ ବିବାହ ବନ୍ଧନ ରେ ବାନ୍ଧି ହୋଇଥିଲେ ଓ ଏହି ବିବାହ ଘର ଟି ବେସ ଧୁମଧାମ ରେ ହୋଇଥିଲା ଓ ହସ ଖୁସି ରେ ବିବାହ ଟି ସମ୍ପନ ହୋଇଥିଲା । ତେବେ ବର୍ତ୍ତମାନ ସମୟ ରେ ବିବାହ ଘର ବହୁ ଭିଡିଓ ସୋସିଆଲ ମିଡିଆ ରେ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି ॥
ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ