Breaking News

ଓଡିଆ ହିରୋଇନ ଗୁନଗୁନ (Gungun) ଙ୍କ ବାହାଘରରେ ସିଦ୍ଧାନ୍ତ (Sidhant) ଓ ମାମା ମିଶ୍ର ଙ୍କ ଝିଅ ସାଇ ସିଦ୍ଧି

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଆମ ଓଡିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ ପ୍ରିୟ ଅଭିନେତ୍ରୀ ଅଛନ୍ତି , ତେବେ ଏହି ଅଭିନେତ୍ରୀ ମାନେ ନିଜ ଅଭିନୟ ପାଇଁ ବେସ ଲୋକ ପ୍ରିୟ ହୋଇପାରିଛନ୍ତି । ତାହେଲେ ବନ୍ଧୁଗଣ ଆଜି ଆମେ ଜଣେ ଏମିତି ଅଭିନେତ୍ରୀ ଙ୍କ ବିଷୟ ରେ ଜାଣିବା ଯାହା ଙ୍କ ଅଭିନୟ ଆଉ ଦେଖିବାକୁ ମିଳୁନାହିଁ କିନ୍ତୁ ସେ ଭଲ ଆଙ୍କର ଭାବେ ବର୍ତ୍ତମାନ ସମୟ ରେ ସବୁଥି ପରିଚିତ ଓ ଅଭିନୟ ଛାଡି ସେ ବହୁ ରିଆଲିଟି ସୋ ରେ ଭଲ ଆଙ୍କରିଙ୍ଗ କରୁଛନ୍ତି ।

ତାହେଲେ ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ହେଉଛନ୍ତି ଆପଣ ମାନ ଙ୍କ ପ୍ରିୟ ଅଭିନେତ୍ରୀ ଗୁନଗୁନ ଙ୍କୁ ବେସ ଭଲ ଭାବ ରେ ଜାଣିଥିବେ , ତେବେ ଅଭିନେତ୍ରୀ ଗୁନଗୁନ ବହୁସାରା ଚଳଚିତ୍ର ଓ ଧାରାବାହିକ ରେ ଜବରଦସ୍ତ ଅଭିନୟ କରି ବେସ ଲୋକ ପ୍ରିୟ ହେବା ସହିତ ଓଡିଶା ର ଘରେ ଘରେ ଘରେ ପରିଚିତ । ତେହେଲେ ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ଅଭିନୟ ଛାଡିବା ପରେ ବହୁ ରିଆଲିଟି ସୋ ରେ ଜବରଦସ୍ତ ଆଙ୍କରିଙ୍ଗ କରୁଥିବାର ଆପଣ ମାନେ ନିଶ୍ଚୟ ଦେଖିଥିବେ ।

ତାହେଲେ ବନ୍ଧୁଗଣ ବର୍ତ୍ତମାନ ସମୟ ରେ ଅଭିନେତ୍ରୀ ଗୁନଗୁନ ଙ୍କ ବିବାହ ସରିଯାଇଛି ଓ ଏହି ବିବାହ ଘର ଟି ବେସ ଧୁମଧାମ ରେ ହୋଇଥିଲା । ତେବେ ଅଭିନେତ୍ରୀ ଗୁନଗୁନ ଙ୍କ ବିବାହ ଘର ରେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ବହୁ ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ମାନେ ଆସିଥିଲେ , ହଁ ବନ୍ଧୁ ଗୁନଗୁନ ତାଙ୍କ ବିବାହ ଘର ସିଦ୍ଧାନ୍ତ ମହାପାତ୍ର ଓ ମାମା ମିଶ୍ର ଙ୍କୁ ନିମନ୍ତ୍ରଣ ଦେଇଥିଲେ ଓ ଏହି ନିମନ୍ତ୍ରଣ ରକ୍ଷା କରି ସିଦ୍ଧାନ୍ତ ,ମାମା ଓ ତାଙ୍କ ଝିଅ ସିଦ୍ଧି ଆସିଥିଲେ । ତାହେଲେ ବନ୍ଧୁଗଣ ବର୍ତ୍ତମାନ ସମୟରେ ଅଭିନେତ୍ରୀ ଗୁନଗୁନ ତାଙ୍କ ଶାଶୁଘରେ ଅଛନ୍ତି ॥

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ବର୍ଷା (Varsha) ଅନୁଭବ (Anubhav) ଙ୍କ ଠାରୁ ଅଲଗା ହେବା ପରେ ତାଙ୍କର ଅବସ୍ଥା ଏବେ ଏମିତି, ଦେଖିଲେ ଆଖି ଓଦା ହୋଇଯିବେ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ମାନେ ସୋସିଆଲ …

Leave a Reply

Your email address will not be published. Required fields are marked *