Breaking News

Ollywood ଅଭିନେତ୍ରୀ ଗୁନଗୁନ (Gungun) ଙ୍କୁ ବେଦୀ ଉପରକୁ ସଜାଇ ପଠାଇଲେ ଭାଉଜ ଅର୍ଚ୍ଚିତା (Archita) – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ଆମ ଓଡିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ ପ୍ରିୟ ଅଭିନେତ୍ରୀ ଅଛନ୍ତି ଓ ଏହି ଅଭିନେତ୍ରୀ ମାନେ ନିଜ ଜବରଦସ୍ତ ଅଭିନୟ ପାଇଁ ବେସ ଲୋକ ପ୍ରିୟ ହୋଇପାରିଛନ୍ତି । ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଯେ ଚଳିତ ବର୍ଷ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଅନେକ ଲୋକ ପ୍ରିୟ ଅଭିନେତ୍ରୀ ବିବାହ ବନ୍ଧନ ରେ ବାନ୍ଧି ହୋଇଛନ୍ତି ।

ଯେମିତି ଆମ ଓଡିଆ ଇଣ୍ଡଷ୍ଟ୍ରି ର ଆଗ ଧାଡି ର ଅଭିନେତ୍ରୀ ଗୁନଗୁନ ଯିଏ କି ଅତି ନିକଟ ରେ ବିବାହ ବନ୍ଧନ ରେ ବାନ୍ଧି ହୋଇଛନ୍ତି । ତାହେଲେ ବନ୍ଧୁଗଣ ଆପଣ ମାନେ ଅଭିନେତ୍ରୀ ଗୁନଗୁନ ଙ୍କୁ ବେସ ଭଲ ଭାବ ରେ ଜାଣିଥିବେ ସେ ବହୁସାରା ଚଳଚିତ୍ର ଓ ଧାରାବାହିକ ରେ ନିଜ ଜବରଦସ୍ତ ଅଭିନୟ ଦେଖାଇ ବେସ ଲୋକ ପ୍ରିୟ ହୋଇପାରିଛନ୍ତି , ତାହେଲେ ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ଅଭିନୟ ଛାଡିବା ପରେ ବହୁ ରିଆଲିଟି ସୋ ରେ ଭଲ ଆଙ୍କରିଙ୍ଗ କରି ଅଭିନେତ୍ରୀ ହେବା ସହିତ ଭଲ ଆଙ୍କର ମଧ୍ୟ ହୋଇଛନ୍ତି ।


ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଏହି ଅଭିନେତ୍ରୀ ଙ୍କ ବିବାହ ଘର ଅତି ନିକଟ ରେ ସରିଯାଇଛି ଓ ଏହି ବିବାହ ଘର ଟି ବେସ ଧୁମଧାମ ରେ ହୋଇଥିଲା । ଅଭିନେତ୍ରୀ ଗୁନଗୁନ ଙ୍କ ବିବାହ ଘରେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ବହୁ ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ମାନେ ଯୋଗଦାନ ଦେଇଥିଲେ । ଗୁନଗୁନ ବର୍ତ୍ତମାନ ସମୟ ରେ ତାଙ୍କ ଶାଶୁଘରେ ଅଛନ୍ତି ।

ତାହେଲେ ବନ୍ଧୁଗଣ ସବୁଠୁ ବଡ କଥା ହେଲା ଯେ ଗୁନଗୁନ ଙ୍କ ବିବାହ ଘର ସବ୍ୟଶଚି ଓ ଅର୍ଚ୍ଚିତା ଯୋଗଦାନ ଦେଇ ପାରି ନଥିଲେ ଓ ସେଥିପାଇଁ ଗୁନଗୁନ ଙ୍କ ଶାଶୁଘର କୁ ସବ୍ୟସାଚୀ ଓ ଅର୍ଚ୍ଚିତା ଏକାଠି ହୋଇ ଆସିଛନ୍ତି ଓ ବହୁ ସାରା ମଜା ମସ୍ତି କରିଛନ୍ତି , ତେବେ ଏହି ମଜାମସ୍ତି ର ଭିଡିଓ ବର୍ତ୍ତମାନ ସମୟ ରେ ସୋସିଆଲ ମିଡିଆ ରେ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି ॥

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ସରକାର କଲେ ବଡ଼ ଘୋଷଣା ସବୁ ଜିଲ୍ଲାରେ ପ୍ରଦର୍ଶିତ ହେବ ଦମନ ଫିଲ୍ମ ସରକାର ଦେବେ ପଇସା ଦେଖନ୍ତୁ ଏହାକୁ ସୁଣିଲାରେ Babushan କେତେ ଖୁସି ଅଛନ୍ତି !

ନମସ୍କାର ବନ୍ଧୁଗଣ ପ୍ରତ୍ୟେକ ଦିନ ଅର୍ଥାତ୍ ଦିନ କୁ ଦିନ ବଢି ଚାଲିଛି ଦମନ ଓଡ଼ିଆ ସିନେମା ଦମନ ର …

Leave a Reply

Your email address will not be published.