Breaking News

ଶଶୁର ଘରେ ନଣନ୍ଦଙ୍କ ସହ ଗୁନଗୁନଙ୍କ (Gungun) ଜବରଦସ୍ତ ଡ୍ୟାନ୍ସ ଦେଖିଲେ ଆଶ୍ଚର୍ଯ୍ୟ ହେବେ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ବର୍ତ୍ତମାନ ସମୟ ରେ ଚଳଚିତ୍ର ଓ ଧାରାବାହିକ ବେସ ଲୋକ ପ୍ରିୟ ହୋଇପାରିଛି , ତେବେ ଦର୍ଶକ ମାନେ ଏହି ଧାରାବାହିକ ଓ ଚଳଚିତ୍ର କୁ ବହୁତ ପସନ୍ଦ କରି ଥାଆନ୍ତି । ତାହେଲେ ବନ୍ଧୁଗଣ ଏହି ଚଳଚିତ୍ର ଓ ଧାରାବାହିକ ଲୋକ ପ୍ରିୟ ହେବା ର ମୂଳ କାରଣ ହେଉଛି ଅଭିନେତା ଓ ଅଭିନେତ୍ରୀ ଙ୍କ ଜବରଦସ୍ତ ଅଭିନୟ ପାଇଁ ।

ତାହେଲେ ବନ୍ଧୁଗଣ ଅଭିନେତା ଓ ଅଭିନେତ୍ରୀ ମାନେ ନିଜ୍ ଜବରଦସ୍ତ ଅଭିନୟ ଦେଖାଇ ବେସ ଲୋକ ପରିଚିତ ହେବା ସହିତ ଭଲ ପାରିଶ୍ରମିକ ମଧ୍ୟ ପାଇ ଥାନ୍ତି , ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଆମ ଓଡିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ ପ୍ରିୟ ଅଭିନେତ୍ରୀ ମାନେ ଅଛନ୍ତି , ତେବେ ଏହି ଅଭିନେତ୍ରୀ ମାନେ ନିଜ ଜବରଦସ୍ତ ଅଭିନୟ ପାଇଁ ବେସ ଲୋକ ପ୍ରିୟ ହୋଇପାରିଛନ୍ତି ।

ତାହେଲେ ବନ୍ଧୁଗଣ କଣ ଆପଣ ମାନେ ଜାଣିଛନ୍ତି ଏହି ଅଭିନେତ୍ରୀ ମାନ ଙ୍କ ମଧ୍ୟ ରୁ ବହୁତ କମ ଅଭିନେତ୍ରୀ ଅଛନ୍ତି ଯେଉଁ ମାନେ ନିଜ ଅଭିନୟ ସହିତ ଅଲଗା କଳା ପାଇଁ ବେସ ପରିଚିତ ଥାନ୍ତି , ଯେମିତି ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ଗୁନଗୁନ ଯିଏ କି ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତା ଭାବେ ବେସ ପରିଚିତ । ତାହେଲେ ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ନିଜ ଅଭିନୟ ବହୁ ସାରା ଚଳଚିତ୍ର ଓ ଧାରାବାହିକ ରେ ନିଜ ଜବରଦସ୍ତ ଅଭିନୟ ଦେଖାଇ ଯେତିକି ଲୋକ ପ୍ରିୟ ହୋଇପାରିଛନ୍ତି ସେତିକି ଲୋକ ପ୍ରିୟ ନିଜ ଆଙ୍କରିଙ୍ଗ ପାଇଁ ପାଇଛନ୍ତି ।

ତେବେ ଗୁନଗୁନ ଜଣେ ଲୋକ ପ୍ରିୟ ଅଭିନେତ୍ରୀ ହେବା ସହିତ ଲୋକ ପ୍ରିୟ ଆଙ୍କର ବି ମଧ୍ୟ , ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଏହି ଅଭିନେତ୍ରୀ ଜଣକ ଗତ କିଛି ଦିନ ତଳେ ବିବାହ ବନ୍ଧନ ରେ ବାନ୍ଧି ହେବା ପରେ ବର୍ତ୍ତମାନ ସମୟ ରେ ନିଜ ଶାଶୁଘରେ ବେସ ଖୁସି ରେ ଅଛନ୍ତି । ତାହେଲେ ବର୍ତ୍ତମାନ ସମୟ ରେ ନିଜ ଶାଶୁଘରେ ନିଜ ନଣନ୍ଦ ଙ୍କ ସହିତ ନାଚୁଥିବା ର ଦୃଶ୍ୟ ସୋସିଆଲ ମିଡିଆ ରେ ଦେଖିବାକୁ ମିଳିଛି ଓ ଯାହା ଆପଣ ମାନେ ଆମର ଏହି ପେଜ ମାଧ୍ୟମ ରେ ଦେଖିବାକୁ ପାଉଥିବେ ॥

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ବର୍ଷା (Varsha) ଅନୁଭବ (Anubhav) ଙ୍କ ଠାରୁ ଅଲଗା ହେବା ପରେ ତାଙ୍କର ଅବସ୍ଥା ଏବେ ଏମିତି, ଦେଖିଲେ ଆଖି ଓଦା ହୋଇଯିବେ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ମାନେ ସୋସିଆଲ …

Leave a Reply

Your email address will not be published. Required fields are marked *