Breaking News

ସ୍ଵାମୀଙ୍କୁ ଡ-ରି ଡ-ରି କଣ ପାଇଁ ଏମିତି ଭିଡିଓ କରିଲେ ଅଭିନେତ୍ରୀ ଝିଲ୍ଲିକ (Jhilik), ସତ ଆସିଲା ସାମ୍ନାକୁ… – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଅନେକ ଲୋକ ପ୍ରିୟ ଅଭିନେତ୍ରୀ ଅଛନ୍ତି ଓ ଏହି ସମସ୍ତ ଅଭିନେତ୍ରୀ ଙ୍କୁ ଆପଣ ମାନେ ବେସ ଭଲ ଭାବ ରେ ଜାଣିଥିବେ , ତାହେଲେ ଆଜି ଆମେ ଯେଉଁ ଅଭିନେତ୍ରୀ ଙ୍କ ବିଷୟ ରେ ଜାଣିବା କୁ ପାଇବା ସେହି ଅଭିନେତ୍ରୀ ଜଣକ ଜଣେ ଅଣ ଓଡିଆ ହୋଇଥିଲେ ମଧ୍ୟ ଓଡିଆ ଇଣ୍ଡଷ୍ଟ୍ରି ରେ ଅଭିନୟ କରି ସେ ଓଡିଆ ଇଣ୍ଡଷ୍ଟ୍ରି ରୁ ଅନେକ କିଛି ପାଇଛନ୍ତି ।

ତାହେଲେ ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ହେଉଛନ୍ତି ଆମ ଓଡିଆ ଇଣ୍ଡଷ୍ଟ୍ରି ଲୋକ ପ୍ରିୟ ଅଭିନେତ୍ରୀ ଝିଲ୍ଲିକ ଭଟ୍ଟାଚାର୍ଯ୍ଯ , ଯିଏ କି ଓଡିଆ ଇଣ୍ଡଷ୍ଟ୍ରି କୁ ଅଭିନୟ କରିବା ପାଇଁ ଆସିଥିଲେ ଓ ନିଜ ଜବରଦସ୍ତ ଅଭିନୟ ପାଇଁ ବେସ ଲୋକ ପ୍ରିୟ ହୋଇପାରିଥିଲେ । ତାହେଲେ ବନ୍ଧୁଗଣ ଆପଣ ମାନେ ଝିଲ୍ଲିକ ଭଟ୍ଟାଚାର୍ଯ୍ଯ ଙ୍କୁ ବହୁସାରା ଚଳଚିତ୍ର ରେ ଜବରଦସ୍ତ ଅଭିନୟ କରିଥିବାର ଆପଣ ମାନେ ଦେଖିଥିବେ ।


ତାହେଲେ ବନ୍ଧୁଗଣ ବର୍ତ୍ତମାନ ସମୟ ରେ ଏହି ଅଭିନେତ୍ରୀ ଙ୍କ ଅଭିନୟ ଆଉ ଦେଖିବାକୁ ମିଳୁନାହିଁ କାରଣ ଏହି ଅଭିନେତ୍ରୀ ଜଣକ ବର୍ତ୍ତମାନ ସମୟ ରେ ଆମ ଓଡିଆ ବୋହୁ , ଏହି ଅଭିନେତ୍ରୀ ଜଣକ ଗତ ବର୍ଷ ତଳେ ସୁକିନ୍ଦା ବିଧାୟକ ପ୍ରୀତି ରଞ୍ଜନ ଘଡେଇ ଙ୍କୁ ବିବାହ କରିଥିଲେ ଓ ବିବାହ ପରେ ବର୍ତ୍ତମାନ ନିଜ ଶାଶୁଘରେ ସାସୁଶଶୁର ଙ୍କ ସେବା ରେ ବ୍ୟସ୍ତ ଅଛନ୍ତି ।


ତାହେଲେ ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ଓଡିଆ ଇଣ୍ଡଷ୍ଟ୍ରି ରୁ ସଂପୂର୍ଣ୍ଣ ଭାବେ ଦୂରେଇ ଯିବା ପରେ ନିଜ ସୋସିଆଲ ମିଡିଆ ରେ ନିଜ ସ୍ଵାମୀ ଙ୍କ ସହିତ ବେସ ଆକ୍ଟିଭ ରହୁଛନ୍ତି । ତେବେ ବର୍ତ୍ତମାନ ସମୟ ରେ ଝିଲ୍ଲିକ ଙ୍କ ଏକ ଭିଡିଓ ସୋସିଆଲ ମିଡିଆ ରେ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି ଓ ଏହି ଭିଡିଓ ରେ ଝିଲ୍ଲିକ ନିଜ ସ୍ଵାମୀ ଙ୍କ ଅଫିସ କୁ ଯାଇ ଏକ ଭିଡିଓ କରିଛନ୍ତି ଓ ଏହି ଭିଡିଓ ରେ ଝିଲ୍ଲିକ ଙ୍କ ସ୍ଵାମୀ ଫୋନ ରେ ଅନ୍ୟତ୍ର କଥା ହେଉଥିବା ଦେଖିବାକୁ ମିଳିଛି ॥

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ଓଲିଉଡ଼ ସୁପରଷ୍ଟାର ଅନୁଭବ ମହାନ୍ତି ବର୍ଷା ଙ୍କୁ ଦେଲେ ଏପରି Gift ଆପଣମାନେ ଜାଣିଲେ ଖୁସି ହୋଇଯିବେ ଆଉ କହିବେ ଏ ଗିଫ୍ଟ କଣ ପାଇଁ ଦେଲେ…

ବର୍ତ୍ତମାନ ସମୟରେ ଯାହା ଗୋଟେ ଖବର ସାମ୍ନାକୁ ଆସିଛି ଓଲିଉଡ଼ ର ସୁପରଷ୍ଟାର ଅନୁଭବ ମହାନ୍ତି ଓଲିଉଡ଼ କୁଇନ ବର୍ଷା …

Leave a Reply

Your email address will not be published.