Breaking News

ପ୍ରଥମ ଥର ପାଇଁ ଦେଖନ୍ତୁ, ଅଭିନେତ୍ରୀ ବର୍ଷା (varsha) କୁନି ପୁ-ଅ କୁ ଧରି ବାହାଘର ରେ ପହଞ୍ଚିଲେ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ମାନ ଙ୍କୁ ବେସ ଭଲ ଭାବ ରେ ଜାଣିଥିବେ , ତେବେ ବନ୍ଧୁଗଣ ଏହି ଅଭିନେତ୍ରୀ ମାନେ ନିଜ ଜବରଦସ୍ତ ଅଭିନୟ ପାଇଁ ବେସ ଲୋକ ପ୍ରିୟ ହୋଇ ପାରିଛନ୍ତି । ତେବେ ଆଜି ଆମେ ଯେଉଁ ଅଭିନେତ୍ରୀ ଙ୍କ ବିଷୟ ର ଏ ଜାଣିବା କୁ ପାଇବା ଏହି ଅଭିନେତ୍ରୀ ଜଣକ ନିଜ ଅଭିନୟ ପାଇଁ ଯେତିକି ଲୋକ ପ୍ରିୟ ହୋଇ ପାରି ନାହାଁନ୍ତି ତା ଠାରୁ ଅଧିକ ଲୋକ ପ୍ରିୟ ହୋଇ ପାରିଛନ୍ତି ନିଜ ବାସ୍ତବିକ ଜୀବନ ରେ ସାମାଜିକ କାମ କରି ।

ଏହି ଭଳି ଜଣେ ଅଭିନେତ୍ରୀ ହେଉଛନ୍ତି ଆପଣ ମାନ ଙ୍କ ପ୍ରିୟ ଅଭିନେତ୍ରୀ ବା ଆମ ଓଡିଆ ଇଣ୍ଡଷ୍ଟ୍ରି କ୍ଵିନ ଭାବେ ପରିଚିତ ଥିବା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ତାହେଲେ ବନ୍ଧୁଗଣ ଆପଣ ମାନେ ବର୍ଷ ପ୍ରିୟଦର୍ଶିନୀ ଙ୍କୁ ବେସ ଭଲ ଭାବ ରେ ଜାଣିଥିବେ ଓ ତାଙ୍କୁ ବହୁ ସାରା ଚଳଚିତ୍ର ରେ ଜବରଦସ୍ତ ଅଭିନୟ ନିଶ୍ଚୟ ଦେଖିଥିବେ । ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଏହି ଅଭିନେତ୍ରୀ ଜଣକ ଓଡିଆ ଅଭିନେତା ଅନୁଭବ ମହାନ୍ତି ଙ୍କୁ ଭଲ ପାଇ ବିବାହ କରିଥିଲେ ।
ତେବେ ବର୍ତ୍ତମାନ ସମୟ ରେ ଉଭୟ ଙ୍କ ମଝିରେ କିଛି ବିବାଦ ହେବା ପରସ୍ପର ଠାରୁ ଅଲଗା ହୋଇଯାଇଛନ୍ତି ଓ ନିଜର ବିବାଦ ର ସମାଧାନ ପାଇଁ ଉଭୟ କୋର୍ଟ ର ଦ୍ଵାରସ୍ଥ ହୋଇଛନ୍ତି । ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ବର୍ଷା ନିଜ ଅଭିନୟ ଜାରି ରଖିବା ସହିତ ସାମାଜିକ କାମ ମଧ୍ୟ କରୁଛନ୍ତି । ତେବେ ବର୍ଷା ସାମାଜିକ କାମ କରି ବେସ ଲୋକ ପ୍ରିୟ ହୋଇ ପାରିଛନ୍ତି ।

ତାହେଲେ ବନ୍ଧୁଗଣ ବର୍ତ୍ତମାନ ସମୟ ରେ ବର୍ଷା ଙ୍କ ର କିଛି ଫଟୋ ସୋସିଆଲ ମିଡିଆ ରେ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି । ଏହି ଫଟୋ ରେ ବର୍ଷା ତାଙ୍କ ଜଣେ ସମ୍ପର୍କୀୟ ଭାଇ ଙ୍କ ବାହାଘର କୁ ଯାଇଥିଲେ ଓ ବିବାହ ଘର କିଛି ଫଟୋ ଦେଖିବାକୁ ମିଳିଛି , ତେବେ ବନ୍ଧୁଗଣ ସବୁଠୁ ବଡ କଥା ହେଲା ଏହି ବିବାହ ଫଟୋ ରେ ବର୍ଷା ଏକ ଛୋଟ ପିଲା କୁ ଧରିଥିବା ମଧ୍ୟ ଦେଖିବାକୁ ମିଳିଛି ॥

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

 

About admin

Check Also

ବର୍ଷା (Varsha) ଅନୁଭବ (Anubhav) ଙ୍କ ଠାରୁ ଅଲଗା ହେବା ପରେ ତାଙ୍କର ଅବସ୍ଥା ଏବେ ଏମିତି, ଦେଖିଲେ ଆଖି ଓଦା ହୋଇଯିବେ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ମାନେ ସୋସିଆଲ …

Leave a Reply

Your email address will not be published. Required fields are marked *