Breaking News

ଶାଶୂ ଘରେ ଅଭିନେତ୍ରୀ ସୋମାଲିନଙ୍କୁ (Somalin Parida) ଖୁଆଇ ଦେଲେ ଶାଶୂ ଓ ନଣନ୍ଦ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଅନେକ ଲୋକ ପ୍ରିୟ ଅଭିନେତ୍ରୀ ମାନେ ଚଳିତ ବର୍ଷ ବିବାହ ବନ୍ଧନ ରେ ବାନ୍ଧି ହୋଇଛନ୍ତି ଓ ବିବାହ ପରେ ନିଜ ଶାଶୁଘରେ ବେସ ଖୁସି ରେ ଅଛନ୍ତି ଓ ନିଜ ଶାଶୁଘର ରେ ରହି ହସ ,ଖୁସି ର ଭିଡିଓ ନିଜ ସୋସିଆଲ ମିଡିଆ ଆକାଉଣ୍ଟ ରେ ପୋଷ୍ଟ କରି ବେସ ଚର୍ଚ୍ଚା ରେ ରୁହନ୍ତି । ତାହେଲେ ବର୍ତ୍ତମାନ ସମୟ ରେ ସେହିଭଳି ଜଣେ ଅଭିନେତ୍ରୀ ଙ୍କ ଏକ ଭିଡିଓ ସୋସିଆଲ ମିଡିଆ ରେ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି ।

ତାହେଲେ ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ହେଉଛନ୍ତି ସୋମଳିନ ପରିଡା । ଆପଣ ମାନେ ସୋମାଲିନ ପରିଡା ଙ୍କୁ ଆପଣ ମାନେ ବେସ ଭଲ ଭାବ ରେ ଜାଣିଥିବେ , ତେବେ ଏହି ଅଭିନେତ୍ରୀ ଜଣକ ଏକ ରିଆଲିଟି ସୋ ରେ ବିଜେତା ହେବା ପରେ ଓଡିଆ ଧାରାବାହିକ ଦୁନିଆ ରେ ପାଦ ଦେଇ ବେସ ଲୋକ ପ୍ରିୟ ହୋଇ ପାରିଥିଲେ ।


ତାହେଲେ ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ଏକ ଧାରାବାହିକ ରେ ନିଜ ଜବରଦସ୍ତ ଅଭନୟ ଦେଖାଇ ବେସ ଲୋକ ପ୍ରିୟ ହୋଇପାରିଛନ୍ତି । ତାହେଲେ ବନ୍ଧୁଗଣ ଏହି ଧାରାବାହିକ ଟି ସରି ଯିବା ପରେ ସୋମାଲିନ ଆଉ ଅନ୍ୟ କୌନଶୀ ଧାରାବାହିକ ରେ ନଜର ଆସି ନଥିଲେ ଓ ଏନଜେ ପ୍ରଶଂସକ ପାଇଁ ସେ ସୋସିଆଲ ମିଡିଆ ରେ ବେସ ଆକ୍ଟିଭ ରହୁଥିଲେ ।

ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଯେ ସୋମାଲିନ ବର୍ତ୍ତମାନ ସମୟ ରେ ବିବାହ ବନ୍ଧନ ରେ ବାନ୍ଧି ହୋଇଛନ୍ତି , ହଁ ବନ୍ଧୁ ସେ ଗତ କିଛି ଦିନ ତଳେ ନିଶୀଥ ନାୟକ ଙ୍କୁ ବିବାହ କରି ନିଜ ଶାଶୁଘରେ ବେସ ଖୁସି ରେ ଅଛନ୍ତି । ତାହେଲେ ବନ୍ଧୁଗଣ ବର୍ତ୍ତମାନ ସ୍ମାୟ ରେ ସୋମାଲିନ ଙ୍କ ଏକ ଭିଡିଓ ସୋସିଆଲ ମିଡିଆ ରେ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି ଓ ଏହି ଭିଡିଓ ରେ ସୋମାଲିନ ଙ୍କୁ ତାଙ୍କୁ ସାସୁ ଓ ନଣନ୍ଦ ନିଜ ହାତ ରେ ଖୁଆଇ ଦେଉଥିବା ର ଦୃଶ୍ୟ ଦେଖିବାକୁ ମିଳିଛି ॥

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ସରିଲା ରିୟା ଦେଙ୍କର ବାହାଘର ରିୟା ବାହାହେଲେ ହେଲେ ଗୋଟେ ବଙ୍ଗାଳି Hero ଙ୍କୁ ଦେଖନ୍ତୁ ବାହାଘର ସମ୍ପୂର୍ଣ ଭିଡ଼ିଓ !

ହେଲୋ ଫ୍ରେଣ୍ଡ୍ ଏବେ ଆସି ଯାଉଛି ଏକ ବୋହୁତ ବଡ ଖୁସୀ ଖବର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଇଛନ୍ତି …

Leave a Reply

Your email address will not be published.