Breaking News

ଦେଖନ୍ତୁ ନଣନ୍ଦଙ୍କ ସହ ଶାଶୂଘର ଗାଁ ବୁଲିଲେ ଅଭିନେତ୍ରୀ ସୋମାଲିନ (Somalin Parida) – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ମାନେ ନିଜ ସୋସିଆଲ ମିଡିଆ ରେ ବେସ ଆକ୍ଟିଭ ରହୁଛନ୍ତି ଓ ନିଜ ବ୍ୟକ୍ତିଗତ ଜୀବନ ର ଫଟୋ ଓ ଭିଡିଓ କୁ ନେଇ ବେସ ଚର୍ଚ୍ଚା ରେ ରୁହନ୍ତି । ତାହେଲେ ବନ୍ଧୁଗଣ ଆମ ଓଡିଆ ଇଣ୍ଡଷ୍ଟ୍ରି ରେ ବହୁତ କମ ଅଭିନେତ୍ରୀ ଅଛନ୍ତି ଯେଉଁ ମାନେ କି ଅଭିନୟ ଜଗତ ରୁ ଦୂରେଇ ଯିବା ପରେ ନିଜ ପ୍ରଶଂସକ ପାଇଁ ସୋସିଆଲ ମିଡିଆ ରେ ବେସ ଆକ୍ଟିଭ ରୁହନ୍ତି ।

ତାହେଲେ ବନ୍ଧୁଗଣ ସେହିଭଳି ଜେନ ଅଭିନେତ୍ରୀ ହେଉଛନ୍ତି ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ସୋମାଲିନ ପରିଡା । ତେବେ ସୋମାଲିନ ଏକ ରିଆଲିଟି ସୋ ମାଧ୍ୟମ ରେ ଓଡିଆ ଇଣ୍ଡଷ୍ଟ୍ରି ରେ ପାଦ ଦେଇଥିଲେ ବହୁତ କମ ଦିନ ପାଇଁ , ସୋମାଲିନ ଏକ ରିଆଲିଟି ସୋ ରେ ବିଜେତା ହେବା ପରେ ଏକ ଧାରାବାହିକ ରେ ନଜର ଆସିଥିଲେ ଓ ଏହି ଧାରାବାହିକ ରେ ନିଜ ଜବରଦସ୍ତ ଅଭିନୟ ଦେଖାଇ ବେସ ଲୋକ ପ୍ରିୟ ହୋଇ ପାରିଥିଲେ ।

ତେବେ ଏହି ଲୋକ ପ୍ରିୟ ଧାରାବାହିକ ଟି ସଋ ଯିବା ପରେ ସୋମାଲିନ ଆଉ କୌଣସି ଧାରାବାହିକ ରେ ନଜର ଆସି ନଥିଲେ , ତେବେ ସୋମାଲିନ ସମ୍ପୂର୍ଣ୍ଣ ଭାବେ ଓଡିଆ ଇଣ୍ଡଷ୍ଟ୍ରି ରୁ ଦୂରେଇ ଯାଇଥିଲେ । ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଯେ ବର୍ତ୍ତମାନ ସମୟ ରେ ନିଶୀଥ ନାୟକ ଙ୍କୁ ବିବାହ କରି ନିଜ ଶାଶୁଘରେ ବେସ ଖୁସି ରେ ଅଛନ୍ତି ।

ତାହେଲେ ବନ୍ଧୁଗଣ ବର୍ତ୍ତମାନ ସ୍ମାୟ ରେ ସୋମାଲିନ ଙ୍କ ଏକ ଭିଡିଓ ସୋସିଆଲ ମିଡିଆ ରେ ଦେଖିବାକୁ ମିଳିଛି ଓ ଏହି ଭିଡିଓ ରେ ସୋମାଲିନ ନିଜ ସ୍ଵାମୀ ଓ ନଣନ୍ଦ ଙ୍କ ସହିତ ବୁଲିବାକୁ ଯାଉଛନ୍ତି ଓ ସାଙ୍ଗ ରେ କୁକୁର କୁ ମଧ୍ୟ ନେଇଛନ୍ତି ॥ ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ବର୍ଷା (Varsha) ଅନୁଭବ (Anubhav) ଙ୍କ ଠାରୁ ଅଲଗା ହେବା ପରେ ତାଙ୍କର ଅବସ୍ଥା ଏବେ ଏମିତି, ଦେଖିଲେ ଆଖି ଓଦା ହୋଇଯିବେ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ମାନେ ସୋସିଆଲ …

Leave a Reply

Your email address will not be published. Required fields are marked *