Breaking News

ଶୁଟିଙ୍ଗ ସେଟରେ ତନୁଜା ଖୁଡୀଙ୍କ (Ranjita Panigrahi) ଜନ୍ମଦିନ ଧୂମଧାମରେ ପାଳନ କରିଲେ ତୁଷାର ତାରିଣୀ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ଆମ ଓଡିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ ପ୍ରିୟ ଅଭିନେତ୍ରୀ ମାନେ ଅଛନ୍ତି ଓ ଏହି ଅଭିନେତ୍ରୀ ମାନେ ନିଜ ଅଭିନୟ ପାଇଁ ବେସ ଲୋକ ପ୍ରିୟ , ତେବେ କିଏ ଚଳଚିତ୍ର ରେ ଅଭିନୟ କରି ବେସ ଲୋକ ପ୍ରିୟ ହୋଇପାରିଛି ତ ଆଉ କିଏ ଧାରାବାହିକ ରେ ନିଜ ଜବରଦସ୍ତ ଅଭିନୟ ଦେଖାଇ ବେସ ଲୋକ ପ୍ରିୟ ହୋଇ ପାରିଛି । ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଯେ ଏହି ଅଭିନେତ୍ରୀ ମାନେ ଅଭିନୟ ରୁ ସମୟ ପାଇଲେ ସୋସିଆଲ ମିଡିଆ ରେ ବେସ ଆକ୍ଟିଭ ରହୁଛନ୍ତି ।


ତେବେ ନିଜ ବ୍ୟକ୍ତିଗତ ଜୀବନ ର ଭିଡିଓ କୁ ନେଇ ଏହି ଅଭିନେତ୍ରୀ ମାନେ ସୋସିଆଲ ମିଡିଆ ରେ ବେସ ଚର୍ଚ୍ଚା ରେ ଅଛନ୍ତି । ତାହେଲେ ବନ୍ଧୁଗଣ ବର୍ତ୍ତମାନ ସମୟ ରେ ଆପଣ ମାନ ଙ୍କ ପ୍ରିୟ ଅଭିନେତ୍ରୀ ତନୁଜା ଖୁଡୀ ଙ୍କ ଜନ୍ମ ଦିନ ହୋଇଥିଲା ଓ ଏହି ଜନମ ଦିନ ଅବସର ରେ ବହୁ ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ମାନେ ତନୁଜା ଖୁଡୀ ଙ୍କୁ ଜନ୍ମ ଦିନ ର ଶୁଭେଚ୍ଛା ଜଣାଇଥିଲେ ।


ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଯେ ତନୁଜା ନିଜ ଜବରଦସ୍ତ ଅଭିନୟ ପାଇଁ ବେସ ଲୋକ ପ୍ରିୟ , ତେବେ ଏହି ଅଭିନେତ୍ରୀ ଜଣକ ଏକ ରିଆଲିଟି ସୋ ରେ ବିଜେତା ହେବା ପରେ ଓଡିଆ ଧାରାବାହିକ ରେ ପାଦ ଦେଇଥିଲେ , ତେବେ ବର୍ତ୍ତମାନ ସମୟ ରେ ତନୁଜା ବା ରଞ୍ଜିତା ପାଣିଗ୍ରାହୀ ନିଜ ଜବରଦସ୍ତ ଅଭିନୟ ତାରିଣୀ ଆଖିରେ ତାରା ଜାରି ରଖିଛନ୍ତି ।


ତେବେ ଏହି ଜବରଦସ୍ତ ଅଭିନୟ ପାଇଁ ତନୁଜା ବର୍ତ୍ତମାନ ସମୟ ରେ ଲୋକ ପ୍ରିୟ ହେବା ସହିତ ଘରେ ଘରେ ତନୁଜା ଖୁଡୀ ନାମ ରେ ବେସ ପରିଚିତ । ତାହେଲେ ବନ୍ଧୁଗଣ ଗତକାଲି ଅଭିନେତ୍ରୀ ତନୁଜା ଙ୍କ ଜନ୍ମ ଦିନ ରେ ତାରିଣୀ ଆଖି ରେ ତାରା ଧାରାବାହିକ ର ସମସ୍ତ ଅଭିନେତ୍ରୀ ମାନେ ଏକାଠି ହୋଇ ତନୁଜା ବା ରଞ୍ଜିତା ଙ୍କୁ ତାଙ୍କ ଜନ୍ମ ଦିନ ର ଶୁଭେଚ୍ଛା ଜଣାଇଥିଲେ ଓ ଆପଣ ମାନେ ଏହି ଶୁଭେଚ୍ଛା ଜଣାଉଥିବାର ଦୃଶ୍ୟ ଟି ଆମର ଏହି ପେଜ ମାଧ୍ୟମ ରେ ନିଶ୍ଚିନ୍ତ ଭାବେ ଦେଖିବାକୁ ପାଉଥିବେ ॥

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ବର୍ଷା (Varsha) ଅନୁଭବ (Anubhav) ଙ୍କ ଠାରୁ ଅଲଗା ହେବା ପରେ ତାଙ୍କର ଅବସ୍ଥା ଏବେ ଏମିତି, ଦେଖିଲେ ଆଖି ଓଦା ହୋଇଯିବେ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ମାନେ ସୋସିଆଲ …

Leave a Reply

Your email address will not be published. Required fields are marked *