Breaking News

ବାହା ହେଲେ ଓଡ଼ିଆ ସିରିଏଲ ହିରୋଇନ ମମତା – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଅନେକ ଲୋକ ପ୍ରିୟ ଅଭିନେତ୍ରୀ ମାନେ ଅଛନ୍ତି , ତେବେ ଏହି ଅଭିନେତ୍ରୀ ମାନେ ନିଜ ଜବରଦସ୍ତ ଅଭିନୟ ପାଇଁ ବେସ ଲୋକ ପ୍ରିୟ । ତାହେଲେ ବନ୍ଧୁଗଣ ବର୍ତ୍ତମାନ ସମୟ ର ବଡ ଖବର ଆସି ଯାଇଛି ଯେ ଗତକାଲି ଧାରାବାହିକ ଜଗତ ର ଜଣେ ଲୋକ ପ୍ରିୟ ଅଭିନେତ୍ରୀ ବିବାହ ବନ୍ଧନ ରେ ବାନ୍ଧି ହୋଇଛନ୍ତି ।

ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଯେ ଚଳିତ ବର୍ଷ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଅନେକ ଲୋକ ପ୍ରିୟ ଅଭିନେତ୍ରୀ ମାନେ ବିବାହ ବନ୍ଧନ ରେ ବାନ୍ଧି ହୋଇଛନ୍ତି , ତେବେ ଗତକାଲି ବିବାହ ବନ୍ଧନ ରେ ବାନ୍ଧି ହୋଇଛନ୍ତି ଆପଣ ମାନ ଙ୍କ ପ୍ରିୟ ଅଭିନେତ୍ରୀ ମମତା । ତାହେଲେ ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ନିଜ ଜବରଦସ୍ତ ଅଭିନୟ ପାଇଁ ବେସ ଲୋକ ପ୍ରିୟ ।

ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଏହି ଅଭିନେତ୍ରୀ ଜଣକ ବହୁ ସାରା ଚଳଚିତ୍ର ରେ ନିଜର ଜବରଦସ୍ତ ଅଭିନୟ ଦେଖାଇ ବେସ ଲୋକ ପ୍ରିୟ ହୋଇପାରିଛନ୍ତି । ତାହେଲେ ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ତରଙ୍ଗ ଟିଭି ରେ ପୂର୍ବ ରୁ ପ୍ରସାରିତ ହେଉଥିବା ସାବିତ୍ରୀ ରେ ନିଜ ଅଭିନୟ ଜାରି ରଖିଥିଲେ ଓ ଏହି ଧାରାବାହିକ ରେ ମଧ୍ୟ ନିଜ ଜବରଦସ୍ତ ଅଭିନୟ ଦେଖାଇ ଦର୍ଶକ ମାନ ଙ୍କ ହୃଦୟ ରେ ଏକ ସ୍ଵତନ୍ତ୍ର ସ୍ଥାନ ପାଇଥିଲେ ।

ତାହେଲେ ବନ୍ଧୁଗଣ ସାବିତ୍ରୀ ଧାରାବାହିକ ରେ ଗୋଟିଏ ଧାରାବାହିକ ରେ ଗୋଟିଏ ଏପିଶୋଡ ପାଇଁ 7 ରୁ 8 ହଜାର ଟଙ୍କା ନେଉଥିଲେ । ତାହେଲେ ବନ୍ଧୁଗଣ ଏହି ଧାରାବାହିକ ଟି ସାରିବା ପରେ ସେ ଆଉ କୌଣସି ଧାରାବାହିକ ରେ ନଜର ଆସି ନଥିଲେ । ତେବେ ବର୍ତ୍ତମାନ ସମୟ ରେ ମମତା ବିବାହ ବନ୍ଧନ ରେ ବାନ୍ଧି ହୋଇସାରିଛନ୍ତି ଓ ସୋସିଆଲ ମିଡିଆ ରେ ତାଙ୍କ ବିବାହ ଦୃଶ୍ୟ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି ॥

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ବର୍ଷା (Varsha) ଅନୁଭବ (Anubhav) ଙ୍କ ଠାରୁ ଅଲଗା ହେବା ପରେ ତାଙ୍କର ଅବସ୍ଥା ଏବେ ଏମିତି, ଦେଖିଲେ ଆଖି ଓଦା ହୋଇଯିବେ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ମାନେ ସୋସିଆଲ …

Leave a Reply

Your email address will not be published. Required fields are marked *