Breaking News

ଅଭିନେତ୍ରୀ ଗୁନଗୁନ (Gungun) ପ୍ରଥମ ଥର ବାହାଘର ପରେ ସ୍ଵାମୀଙ୍କ ସହ ଚିଲିକା ବୁଲିବା ପାଇଁ ଗଲେ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ଚଳିତ ବର୍ଷ ଆମ ଓଡିଆ ଇଣ୍ଡଷ୍ଟ୍ରି ଅନେକ ଲୋକ ପ୍ରିୟ ଅଭିନେତ୍ରୀ ମାନେ ବିବାହ ବନ୍ଧନ ରେ ବାନ୍ଧି ହୋଇଛନ୍ତି , ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଯେ ଏହି ଅଭିନେତ୍ରୀ ମାନେ ବିବାହ ହେବା ପୂର୍ବ ଠାରୁ ବୋଲି ବିବାହ ସାରିବା ପର୍ଯ୍ୟନ୍ତ ସୋସିଆଲ ମିଡିଆ ରେ ବେସ ଚର୍ଚ୍ଚା ରେ ରୁହନ୍ତି ।


ତାହେଲେ ବନ୍ଧୁଗଣ ବର୍ତ୍ତମାନ ସମୟ ରେ ଆମେ ଯେଉଁ ଅଭିନେତ୍ରୀ ଙ୍କ ବିଷୟ ରେ ଆପଣ ଙ୍କୁ କହିବାକୁ ଯାଉଛୁ ସେହି ଅଭିନେତ୍ରୀ ଜଣକ ଲୋକ ପ୍ରିୟ ଅଭିନେତ୍ରୀ ଭାବେ ବେସ ପରିଚିତ ହେବା ସହିତ ଲୋକ ପ୍ରିୟ ଆଙ୍କର ଭାବେ ବେସ ପରିଚିତ , ତେବେ ଏହି ଅଭିନେତ୍ରୀ ଜଣକ ହେଉଛନ୍ତି ଗୁନଗୁନ । ତାହେଲେ ବନ୍ଧୁଗଣ ଆପଣ ମାନେ ଅଭିନେରୀ ଗୁନଗୁନ ଙ୍କୁ ବେସ ଭଲ ଭାବ ରେ ଜାଣିଥିବେ ।


ତାହେଲେ ବନ୍ଧୁଗଣ ଆପଣ ମାନେ ଏହି ଅଭିନେତ୍ରୀ ଙ୍କୁ ବେସ ଭଲ ଭାବ ରେ ଜାଣିଥିବେ ସେ ବହୁ ସାରା ଚଳଚିତ୍ର ଓ ଧାରାବାହିକ ରେ ନିଜ ଜବରଦସ୍ତ ଅଭିନୟ ଦେଖାଇବା ସହିତ ବହୁତ ସାରା ରିଆଲିଟି ସୋ ରେ ନିଜ ଜବରଦସ୍ତ ଆଙ୍କରିଙ୍ଗ ଦେଖାଇ ବେସ ଲୋକ ପ୍ରିୟ ହାସଲ କରି ପାରିଛନ୍ତି ।

ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଏହି ଅଭିନେତ୍ରୀ ଜଣକ ଅତି ନିକଟ ରେ ବିବାହ ବନ୍ଧନ ରେ ବାନ୍ଧି ହୋଇଛନ୍ତି ଓ ବର୍ତ୍ତମାନ ସମୟ ରେ ନିଜ ଶାଶୁଘରେ ବେସ ଖୁସି ରେ ଅଛନ୍ତି । ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଏହି ଅଭିନେତ୍ରୀ ଜଣକ ନିଜ ଶାଶୁଘରେ ବେସ ଖୁସି ରେ ଅଛନ୍ତି , ତେବେ ବର୍ତ୍ତମାନ ସମୟ ରେ ଅଭିନେତ୍ରୀ ଗୁନଗୁନ ନିଜସ୍ଵାମୀ ଙ୍କ ସହିତ ଚିଲିକି ବୁଲିବାକୁ ଯାଇଛନ୍ତି ଓ ସେହିଠାରେ ବହୁସାରା ମଜା ମସ୍ତି କରୁଥିବା ର ଦୃଶ୍ୟ ଦେଖିବାକୁ ମିଳିଛି ॥

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ସରିଲା ରିୟା ଦେଙ୍କର ବାହାଘର ରିୟା ବାହାହେଲେ ହେଲେ ଗୋଟେ ବଙ୍ଗାଳି Hero ଙ୍କୁ ଦେଖନ୍ତୁ ବାହାଘର ସମ୍ପୂର୍ଣ ଭିଡ଼ିଓ !

ହେଲୋ ଫ୍ରେଣ୍ଡ୍ ଏବେ ଆସି ଯାଉଛି ଏକ ବୋହୁତ ବଡ ଖୁସୀ ଖବର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଇଛନ୍ତି …

Leave a Reply

Your email address will not be published.