Breaking News

ଦେଖନ୍ତୁ କେମିତି ନିଜ ନାତିଙ୍କ ସହ ଖେଳୁଛନ୍ତି ଓଡିଆ ଅଭିନେତ୍ରୀ ଅପରଜିତା ମହାନ୍ତି (Aparajita Mohanty) – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଆମ ଓଡିଆ ଇଣ୍ଡଷ୍ଟ୍ରି ରେ ବହୁ ଲୋକ ପ୍ରିୟ ଅଭିନେତ୍ରୀ ଅଛନ୍ତି ଯେଉଁ ମାନେ ଓଡିଆ ଇଣ୍ଡଷ୍ଟ୍ରି ରେ ବହୁ ବର୍ଷ ହେଲା କାମ କରି ଆସୁଛନ୍ତି କିନ୍ତୁ ବର୍ତ୍ତମାନ ସମୟ ରେ ତାଙ୍କ ଜବରଦସ୍ତ ଅଭିନୟ ନ ଦେଖିବାକୁ ମିଳି ନ ଥିଲେ ମଧ୍ୟ ସେ ବର୍ତ୍ତମାନ ସମୟ ରେ ଓଡିଶା ର ଘରେ ଘରେ ପରିଚିତ । ଛୋଟ ପିଲା ଙ୍କ ଠାରୁ ବଡ ଲୋକ ପର୍ଯ୍ୟନ୍ତ ସମସ୍ତେ ଏହି ଅଭିନେତ୍ରୀ ଙ୍କୁ ବେସ ଭଲ ଭାବ ରେ ଦେଖିଥିବେ ।

ତାହେଲେ ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ହେଉଛନ୍ତି ଆପଣ ମାନ ଙ୍କ ପ୍ରିୟ ଅଭିନେତ୍ରୀ ଅପରାଜିତା ମହାନ୍ତି , ତାହେଲେ ବନ୍ଧୁଗଣ ଆପଣ ମାନେ ଅପରାଜିତା ଙ୍କୁ ବେସ ଭଲ ଭାବ ରେ ଜାଣିଥିବେ । ତେବେ ଏହି ଅଭିନେତ୍ରୀ ଜଣକ ଓଡିଆ ଇଣ୍ଡଷ୍ଟ୍ରି ରେ ଦୀର୍ଘ ବର୍ଷ ହେଲା କାମ କରି ଆସୁଛନ୍ତି ଓ ସବୁ ଚରିତ୍ର ରେ ଅଭିନୟ କରି ଥିବାର ଆପଣ ମାନେ ନିଶ୍ଚୟ ଜାଣିଥିବେ ।

ତାହେଲେ ବନ୍ଧୁଗଣ ଆପଣ ମାନେ ଏହି ଅଭିନେତ୍ରୀ ଙ୍କୁ ଆପଣ ମାନେ ପ୍ରାୟ ଚଳଚିତ୍ର ରେ ମା ,ଜେଜେମା ,ଭାଉଜ ଚରିତ୍ର ରେ ଅଭିନୟ କରିଥିବାର ଆପଣ ମାନେ ନିଶ୍ଚୟ ଦେଖିଥିବେ , ତେବେ ଏହି ଅଭିନେତ୍ରୀ ସେତେବେଳେ ସମସ୍ତ ଚଳଚିତ୍ର ମୁଖ୍ୟ ଅଭିନେତ୍ରୀ ଚରିତ୍ର ରେ ନଜର ଆସିଥାନ୍ତି । ତାହେଲେ ବନ୍ଧୁଗଣ ବର୍ତ୍ତମାନ ସମୟ ରେ ତାଙ୍କ ଅଭିନୟ ଆଉ ଦେଖିବାକୁ ମିଳୁ ନହିଁ ।

ତାହେଲେ ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ବାସ୍ତବିକ ଜୀବନ ରେ ମା ହେବା ସହିତ ଜେଜେମା ମଧ୍ୟ ହୋଇ ସାରିଛନ୍ତି । ଆପଣ ମାନେ ଜାଣିଥିବେ ଯେ ଗତ କିଛି ମାସ ତଳେ ବାବୁଷାନ ଙ୍କ ର ଏକ ପୁତ୍ର ସନ୍ତାନ ଜନ୍ମ ଲାଭ କରିଥିଲା । ତେବେ ବର୍ତ୍ତମାନ ସମୟ ରେ ଅପରାଜିତା ନିଜ ନାତି ସହ ଖେଳୁଥିବା ଦୃଶ୍ୟ ସୋସିଆଲ ମିଡିଆ ରେ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି ॥

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ସରିଲା ରିୟା ଦେଙ୍କର ବାହାଘର ରିୟା ବାହାହେଲେ ହେଲେ ଗୋଟେ ବଙ୍ଗାଳି Hero ଙ୍କୁ ଦେଖନ୍ତୁ ବାହାଘର ସମ୍ପୂର୍ଣ ଭିଡ଼ିଓ !

ହେଲୋ ଫ୍ରେଣ୍ଡ୍ ଏବେ ଆସି ଯାଉଛି ଏକ ବୋହୁତ ବଡ ଖୁସୀ ଖବର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଇଛନ୍ତି …

Leave a Reply

Your email address will not be published.