Breaking News

ହିରୋଇନ ଶିବାନୀ (Sivani) ଙ୍କ ଠୁ ତାଙ୍କ ମା ଭଲ ନାଚନ୍ତି, ଦେଖିଲେ ଆଶ୍ଚର୍ଯ୍ୟ ହୋଇଯିବେ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ଆମ ଓଡିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ ପ୍ରିୟ ଅଭିନେତ୍ରୀ ଅଛନ୍ତି ଓ ଏହି ଅଭିନେତ୍ରୀ ମାନେ ନିଜ ଜବରଦସ୍ତ ଅଭିନୟ ପାନ ବେସ ଲୋକ ପ୍ରିୟ ହୋଇପାରିଛନ୍ତି । ତାହେଲେ ବନ୍ଧୁଗଣ ଏହି ଅଭିନେତ୍ରୀ ମାନ ଙ୍କ ମଧ୍ୟ ରୁ ବହୁ କମ ଅଭିନେତ୍ରୀ ଅଛନ୍ତି ଯେଉଁ ମାନେ ଛୋଟ ବେଳୁ ନିଜ ଅଭିନୟ କରି ବର୍ତ୍ତମାନ ସମୟ ରେ ମୁଖ୍ୟ ଅଭିନେତ୍ରୀ ଚରିତ୍ର ରେ ନଜର ଆସୁଛନ୍ତି ।


ତାହେଲେ ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ହେଉଛନ୍ତି ଶିବାନୀ ସଂଗୀତା , ତାହେଲେ ବନ୍ଧୁଗଣ ଆପଣ ମାନେ ଶିବାନୀ ସଂଗୀତା ଙ୍କୁ ବେସ ଭଲ ଭାବ ରେ ଜାଣିଥିବେ ତେବେ ଏହି ଅଭିନେତ୍ରୀ ଜଣକ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଶିଶୁ କଳାକାର ଭାବେ ପରିଚିତ । ତେହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଯେ ଶିବାନୀ ଛୋଟ ବେଳୁ ନିଜ ଅଭିନୟ ଓଡିଆ ଇଣ୍ଡଷ୍ଟ୍ରି କରି ଆସୁଛନ୍ତି ।


ତେବେ ସେ ବହୁ ସାରା ଚଳଚିତ୍ର ଓ ଧାରାବାହିକ ରେ ନିଜ ଜବରଦସ୍ତ ଅଭିନୟ ଦେଖାଇ ବହୁ କମ ବୟସ ରୁ ବେସ ଲୋକ ପ୍ରିୟ ହୋଇପାରିଛନ୍ତି , ତେବେ ବର୍ତ୍ତମାନ ସମୟ ରେ ବହୁତ କମ ବୟସ ରେ ସେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ମୁଖ୍ୟ ଅଭିନେତ୍ରୀ ଭାବେ ବେସ ପରିଚିତ ହୋଇପାରିଛନ୍ତି । ତାହେଲେ ବନ୍ଧୁଗଣ ଆପଣ ମାନେ ଶିବାନୀ ଙ୍କୁ ବହୁସରା ଚଳଚିତ୍ର ଓ ଧାରାବାହିକ ରେ ଜବରଦସ୍ତ ଅଭିନୟ କରି ଥିବାର ନିଶ୍ଚୟ ଦେଖିଥିବେ ।


ତେବେ ବର୍ତ୍ତମାନ ସମୟ ରେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଅନେକ ଅଭିନେତା ଙ୍କ ସହ ଅଭିନୟ କରି ସାରିଛନ୍ତି , ତାହେଲେ ବନ୍ଧୁଗଣ ବର୍ତ୍ତମାନ ସମୟ ରେ ସୋସିଆଲ ମିଡିଆ ରେ ଶିବାନୀ ଙ୍କ ର ଏକ ଭିଡିଓ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି ଓ ଏହି ଭିଡିଓ ରେ ଶିବାନୀ ନିଜ ମା ଙ୍କ ସହିତ ଜବରଦସ୍ତ ନାଚ କରୁଥିବାର ଦେଖିବାକୁ ମିଳିଛି ଓ ଆପଣ ମାନେ ନିଶ୍ଚୟ ଆମର ଏହି ପେଜ ମାଧ୍ୟମ ରେ ଦେଖିବାକୁ ପାଉଥିବେ ॥

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ସରିଲା ରିୟା ଦେଙ୍କର ବାହାଘର ରିୟା ବାହାହେଲେ ହେଲେ ଗୋଟେ ବଙ୍ଗାଳି Hero ଙ୍କୁ ଦେଖନ୍ତୁ ବାହାଘର ସମ୍ପୂର୍ଣ ଭିଡ଼ିଓ !

ହେଲୋ ଫ୍ରେଣ୍ଡ୍ ଏବେ ଆସି ଯାଉଛି ଏକ ବୋହୁତ ବଡ ଖୁସୀ ଖବର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଇଛନ୍ତି …

Leave a Reply

Your email address will not be published.