Breaking News

ପଇସା ପାଇଁ ଦିଅରଙ୍କ ସହ ଝଗଡା କରିଲେ ଅଭିନେତ୍ରୀ ପ୍ରିୟଙ୍କା (Priyanka Panigrahi) ? – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ମାନେ ନିଜ ଜବରଦସ୍ତ ଅଭିନୟ ପାଇଁ ବେସ ଲୋକ ପ୍ରିୟ ହୋଇପାରିଛନ୍ତି । ତାହେଲେ ବନ୍ଧୁଗଣ ଏହି ଲୋକ ପ୍ରିୟ ଅଭିନେତ୍ରୀ ମାନ ଙ୍କ ମଧ୍ୟ ରୁ କିଏ ଧାରାବାହିକ ରେ ଅଭିନୟ କରି ବେସ ଲୋକ ପ୍ରିୟ ହୋଇପାରିଛି ତ ଆଉ କିଏ ଚଳଚିତ୍ର ରେ । ତାହେଲେ ବନ୍ଧୁଗଣ ଆଜି ଯେଉଁ ଅଭିନେତ୍ରୀ ଙ୍କ ବିଷୟ ରେ ଜାଣିବା କୁ ପାଇବା ଏହି ଅଭିନେତ୍ରୀ ଜଣକ ଧାରାବାହିକ ଜଗତ ରେ ରେ ଅଭିନୟ କରି ବେସ ଲୋକ ପ୍ରିୟ ହୋଇ ପାରିଛନ୍ତି ।

ତାହେଲେ ବନ୍ଧୁଗଣ ବର୍ତ୍ତମାନ ସମୟ ରେ ଏହି ଅଭିନେତ୍ରୀ ଙ୍କ ଅଭିନୟ ଆଉ ଦେଖିବା କୁ ମିଳୁନାହିଁ , ତେବେ ଏହି ଅଭିନେତ୍ରୀ ଜଣକ ହେଉଛନ୍ତି ଆପଣ ମାନ ଙ୍କ ପ୍ରିୟ ଅଭିନେତ୍ରୀ ପ୍ରିୟାଙ୍କା । ତାହେଲେ ଆପଣ ମାନେ ପ୍ରିୟାଙ୍କା ଙ୍କୁ ବେସ ଭଲ ଭାବ ରେ ଜାଣିଥିବେ , ତେବେ ଏହି ଅଭିନେତ୍ରୀ ଜଣକ ନିଜ ଜବରଦସ୍ତ ଅଭିନୟ ବେସ ଲୋକ ପ୍ରିୟ ହୋଇ ପାରିଛନ୍ତି ।


ତାହେଲେ ବନ୍ଧୁଗଣ ପ୍ରିୟଙ୍କା ଙ୍କ ଜବରଦସ୍ତ ଅଭିନୟ କୁ ଦର୍ଶକ ମାନେ ବହୁତ ପସନ୍ଦ କରୁଥିଲେ , ତେବେ ବର୍ତ୍ତମାନ ସମୟ ରେ ଏହି ଅଭିନେତ୍ରୀ ଜଣକ ବିବାହ ବନ୍ଧନ ରେ ବାନ୍ଧି ହେବା ପରେ ନିଜ ଶାଶୁଘରେ ବେସ ଖୁସି ରେ ଅଛନ୍ତି । ତେବେ ବର୍ତ୍ତମାନ ସମୟ ରେ ପ୍ରିୟଙ୍କା ଙ୍କ ଏକ ଭିଡିଓ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି ଓ ଏହି ଭିଡିଓ ରେ ପ୍ରିୟଙ୍କା ମାଛ ବିକୁଥିବାର ଦେଖିବାକୁ ମିଳିଛି , ତେବେ ବନ୍ଧୁଗଣ ମିଛୁ ମିଛୁକା ମାଛ ବେପାର , ପ୍ରିୟଙ୍କା ଙ୍କ ଦିଅର ବାହାଘର ପାଇଁ ପ୍ରିୟାଙ୍କା ମିଛୁ ମିଛୁକା ମାଛ ବିକୁଛନ୍ତି ନିଜ ଶଶୁର ଘର ଲୋକ ମାନ ଙ୍କୁ ॥

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ସରିଲା ରିୟା ଦେଙ୍କର ବାହାଘର ରିୟା ବାହାହେଲେ ହେଲେ ଗୋଟେ ବଙ୍ଗାଳି Hero ଙ୍କୁ ଦେଖନ୍ତୁ ବାହାଘର ସମ୍ପୂର୍ଣ ଭିଡ଼ିଓ !

ହେଲୋ ଫ୍ରେଣ୍ଡ୍ ଏବେ ଆସି ଯାଉଛି ଏକ ବୋହୁତ ବଡ ଖୁସୀ ଖବର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଇଛନ୍ତି …

Leave a Reply

Your email address will not be published.