Breaking News

ବି-ବା-ଦ ମଧ୍ୟରେ ଥାଇ ବି ବର୍ଷା (Varsha) ଅନୁଭବଙ୍କ (Anubhav) ଘରେ କରିଲେ ମା ଲକ୍ଷ୍ମୀଙ୍କ ଓଷା – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଏଯ ଆମ ଓଡିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ ପ୍ରିୟ ଅଭିନେତ୍ରୀ ଅଛନ୍ତି ଓ ଏହି ଅଭିନେତ୍ରୀ ମାନେ ନିଜ ଜବରଦସ୍ତ ଅଭିନୟ ପାଇଁ ବେସ ଲୋକ ପ୍ରିୟ । ତାହେଲେ ବନ୍ଧୁଗଣ ବର୍ତ୍ତମାନ ସମୟ ରେ ସେ ଆମେ ଯେଉଁ ଅଭିନେତ୍ରୀ ଙ୍କ ବିଷୟ ରେ କହିବାକୁ ଯାଉଛୁ ଏହି ଅଭିନେତ୍ରୀ ଜଣକ ନିଜ ଜବରଦସ୍ତ ଅଭିନୟ ଅପେକ୍ଷା ନିଜ ସାମାଜିକ କାମ ପାଇଁ ବେସ ଲୋକ ପ୍ରିୟ । ତାହେଲେ ଆପଣ ମାନେ ନିଶ୍ଚୟ ଜାଣିଥିବେ ଆମେ କେଉଁ ଅଭିନେତ୍ରୀ ଙ୍କ ବିଷୟ ରେ କହିବାକୁ ଯାଉଛୁ ।


ତାହେଲେ ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ହେଉଛନ୍ତି ଆପଣ ମାନ ଙ୍କ ପ୍ରିୟ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଆପଣ ମାନେ ବର୍ଷା ଙ୍କୁ ବେସ ଭଲ ଭାବ ରେ ଜାଣିଥିବେ । ତାହେଲେ ଏହି ଅଭିନେତ୍ରୀ ଜଣକ ନିଜ ଜବରଦସ୍ତ ଅଭିନୟ ପାଇଁ ବେସ ଲୋକ ପ୍ରିୟ । ତାହେଲେ ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ଓଡିଆ ଇଣ୍ଡଷ୍ଟ୍ରି ରେ ବହୁ ସାରା ଚଳଚିତ୍ର ରେ ଅଭିନୟ କରିବା ସହିତ ବଙ୍ଗାଳୀ ଚଳଚିତ୍ର ରେ ମଧ୍ୟ ନଜର ଆସିଛନ୍ତି ।


ତାହେଲେ ବନ୍ଧୁଗଣ ବର୍ତ୍ତମାନ ସମୟ ରେ ବର୍ଷା ପ୍ରିୟଦର୍ଶିନୀ ଙ୍କ ର ଏକ ଭିଡିଓ ସୋସିଆଲ ମିଡିଆ ରେ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି , ତାହେଲେ ଆଜି ଆମେ ସେହି ଭିଡିଓ ବିଷୟ ରେ ଜାଣିବା । ତାହେଲେ ବଧୁଗଣ ଆପଣ ମାନେ ଜାଣିଥିବେ ଯେ ଗତକାଲି ମାଣବସା ଗୁରୁବାର ଓଷା ରହିଥିଲା ଓ ଏହି ଓଷା ରେ ବର୍ଷା ମା ଲକ୍ଷ୍ମୀ ଙ୍କ ପୂଜା ରୀତି ନୀତି ଅନୁସାରେ ସମ୍ପନ କରିଥିଲେ ଓ ଏହି ଦୃଶ୍ୟ ସୋସିଆଲ ମିଡିଆ ରେ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି ॥

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ବର୍ଷା (Varsha) ଅନୁଭବ (Anubhav) ଙ୍କ ଠାରୁ ଅଲଗା ହେବା ପରେ ତାଙ୍କର ଅବସ୍ଥା ଏବେ ଏମିତି, ଦେଖିଲେ ଆଖି ଓଦା ହୋଇଯିବେ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ମାନେ ସୋସିଆଲ …

Leave a Reply

Your email address will not be published. Required fields are marked *