Breaking News

ଶାଶୂଘରେ ବଡ ଜାଆ ଙ୍କ ସହ ଜବରଦସ୍ତ ନାଚ କଲେ ଅଭିନେତ୍ରୀ ଅର୍ଚ୍ଚିତା ସାହୁ (Archita Sahu) – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁଆପଣ ମାନେ ଜାଣିଥିବେ ଯେ ଆମ ଓଡିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ ପ୍ରିୟ ଅଭିନେତ୍ରୀ ମାନେ ଅଛନ୍ତି , ତାହେଲେ ବନ୍ଧୁଗଣ ଏହି ଅଭିନେତ୍ରୀ ମାନେ ନିଜ ଜବରଦସ୍ତ ଅଭିନୟ ଦେଖାଇ ବେସ ଲୋକ ପ୍ରିୟ ହେବା ସହିତ ଘରେ ଘରେ ପରିଚିତ । ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣି ଥିବେ ଯେ ଚଳିତ ବର୍ଷ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଅନେକ ଲୋକ ପ୍ରିୟ ଅଭିନେତ୍ରୀ ମାନେ ବିବାହ ବନ୍ଧନ ରେ ବାନ୍ଧି ହୋଇଛନ୍ତି ।

ତାହେଲେ ବନ୍ଧୁଗଣ ସେହିଭଳି ଜଣେ ଅଭିନେତ୍ରୀ ହେଉଛନ୍ତି ଅର୍ଚ୍ଚିତା ସାହୁ , ଆପଣ ମାନେ ଏହି ଅଭିନେତ୍ରୀ ଙ୍କୁ ବେସ ଭଲ ଭାବ ରେ ଜାଣିଥିବେ । ତେବେ ଏହି ଅଭିନେତ୍ରୀ ଜଣକ ନିଜ ଜବରଦସ୍ତ ଅଭିନୟ ପାଇଁ ବେସ ଲୋକ ପ୍ରିୟ ହୋଇପାରିଛନ୍ତି । ଅଭିନେତ୍ରୀ ଅର୍ଚ୍ଚିତା ଅଭିନୟ ଜୀବନୀ ଭିତରେ ସେ ଅନେକ ଚଳଚିତ୍ର ରେ ଅଭିନୟ କରିଛନ୍ତି ।

ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଏହି ଅଭିନେତ୍ରୀ ଜଣକ ଗତ କିଛି ମାସ ତଳେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତା ସବ୍ୟଶଚି ଙ୍କୁ ବିବାହ କରି ଥିଲେ । ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଯେ ବିବାହ ପରେ ଉଭୟ ସୋସିଆଲ ମିଡିଆ ରେ ବେସ ଆକ୍ଟିଭ ରହୁଛନ୍ତି , ତାହେଲେ ଆପଣ ମାନେ ଜାଣିଥିବେ ଯେ ଏହି ଯୋଡି ବିବାହ କରିବା ପରେ ସାମାଜିକ କାମ କରି ବେସ ଲୋକ ପ୍ରିୟ ହୋଇପାରିଛନ୍ତି ।


ତାହେଲେ ବନ୍ଧୁଗଣ ବର୍ତ୍ତମାନ ସମୟ ରେ ଅଭିନେତ୍ରୀ ଅର୍ଚ୍ଚିତା ଙ୍କ ର ଏକ ଭିଡିଓ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି ଓ ଏହି ଭିଡିଓ ରେ ଅର୍ଚ୍ଚିତା ଜବରଦସ୍ତ ନାଚ କରୁ ଥିବାର ଦୃଶ୍ୟ ଦେଖିବାକୁ ମିଳିଛି , ତେବେ କେବଳ ଅର୍ଚ୍ଚିତା ନୁହଁନ୍ତି ବରଂ ତାଙ୍କ ସହ ତାଙ୍କ ବଡ ଯାଆ ନାଚୁଥିବା ଦେଖିବାକୁ ମିଳିଛି ॥

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ସରିଲା ରିୟା ଦେଙ୍କର ବାହାଘର ରିୟା ବାହାହେଲେ ହେଲେ ଗୋଟେ ବଙ୍ଗାଳି Hero ଙ୍କୁ ଦେଖନ୍ତୁ ବାହାଘର ସମ୍ପୂର୍ଣ ଭିଡ଼ିଓ !

ହେଲୋ ଫ୍ରେଣ୍ଡ୍ ଏବେ ଆସି ଯାଉଛି ଏକ ବୋହୁତ ବଡ ଖୁସୀ ଖବର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଇଛନ୍ତି …

Leave a Reply

Your email address will not be published.