Breaking News

ଦେଖନ୍ତୁ ଭିଡିଓ – କିପରି ଭଉଣୀ ବାହାଘରରେ ମସ୍ତି କରୁଛନ୍ତି ସ୍ଵାତିକ ଓ ରାଧିକା

ରାଧିକା ତାଙ୍କ ଭଉଣୀ ବାହାଘର ରେ ସତ୍ବିକ୍ ସହ ନାଚିବା ସହ ମଜା ମସ୍ତି କଲେ । ହଁ ବନ୍ଧୁ ଆସନ୍ତୁ ଜାଣିବା ଆମର ଏହି ପେଜ ରେ ।ହଁ ବନ୍ଧୁ ଆପଣ ମାନେ ଦେଖିଥିବେ ତରଙ୍ଗ ଚ୍ୟାନେଲ ରେ ପ୍ରସାରିତ ହେଉଥିବା ଓଡ଼ିଆ ସିରିଏଲ ନୂଆ ବୋହୂ। ଯେଉଁ ଶୀରିଏଲ୍ କି ଓଡ଼ିଶା ର ନମ୍ବର ୱାନ ଧାରା ବାହୀକ ନୂଆ ବୋହୂ ।

ନୂଆ ବୋହୂ ରେ ଅଭିନୟ କରୁଥିବା ସତ୍ଵିକ୍ ଏବଂ ରାଧିକା ଆପଣ ମାନେ ସମସ୍ତେ ଜାଣିଥିବେ । ତାଙ୍କର ଜବରଦସ୍ତ ଅଭିନୟ ଲୋକ ମାନ ଙ୍କୁ ବହୁତ୍ ପସନ୍ଦ ଆସିଛି । ନୂଆ ବୋହୂ ଧାରା ବାହୀକ ରେ ଅଭିନୟ କରି ସେମାନେ ବର୍ତ୍ତମାନ ଚର୍ଚ୍ଚା ରେ । ତାଙ୍କ ଅଭିନୟ ଫଳ ରେ ସେ ଲୋକ ପ୍ରିୟ ହୋଇପାରିଛନ୍ତି ଏବଂ ସତ୍ୱିକ୍ ଓ ରାଧିକା ଙ୍କ ଜବରଦସ୍ତ ଅଭିନୟ ଫଳ ରେ ଆଜି ନୂଆ ବୋହୂ ନମ୍ବର ୱାନ ହୋଇ ପାରିଛି । ସତ୍ବିକ୍ ଏବଂ ରାଧିକା ତାଙ୍କ ଅଭିନୟ ଯାଦୁ ରେ ଲୋକ ମନ ଙ୍କୁ ବାନ୍ଧି ରଖିଛନ୍ତି ।

ରାଧିକା ଙ୍କ ଭଉଣୀ ବାହାଘର ରେ ଶତ୍ବିକ୍ ଆସିଛନ୍ତି ଏବଂ ବାହାଘର ରେ ବହୁତ୍ ଆନନ୍ଦ ନବା ସହିତ ବହୁତ୍ ମଜା ମସ୍ତି କରିଛନ୍ତି । ତାଙ୍କ ଫ୍ୟାନ ଓ ସାଙ୍ଗ ମାନ ଙ୍କ ସହ ମଜା ମସ୍ତି କରିଛନ୍ତି । ରାଧିକା ତାଙ୍କ ସୋସିଆଲ ମିଡ଼ିଆ ଆକାଉଣ୍ଟ୍ ରେ ତାଙ୍କ ଭଉଣୀ ବାହାଘର କିଛି ଭିଡିଓ ଛାଡିଛନ୍ତି ।

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ଭିଡିଓ ଦେଖନ୍ତୁ – ଲକଡାଉନରେ ଏଲିନା (Elina) କିପରି ଗାଁ ରେ ପିଲା ମାନଙ୍କ ସହ ଖେଳୁଛନ୍ତି

ଦର୍ଶକ ବନ୍ଧୁ ଆପଣ ମାନେ ନିଶ୍ଚୟ ଜାଣିଥିବେ ଆମ ଓଡିଆ ଇଣ୍ଡଷ୍ଟ୍ରୀ ର ଥିବା ସମସ୍ତ ଲୋକ ପ୍ରିୟ ଅଭିନେତ୍ରୀ …

Leave a Reply

Your email address will not be published. Required fields are marked *