Breaking News

ଭିଡିଓ ଦେଖନ୍ତୁ – ଅନୁଭବ ବର୍ଷା (Anubhav Barsha) କେମିତି ଭାବେ ଚଳିତ ବର୍ଷ ହୋଲି ଖେଳିଲେ!

ଓଡ଼ିଆ ଫିଲ୍ମ୍ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ମାନେ ସେମାନ ଙ୍କ ଘରେ ହୋଲି କେମିତି ପାଳନ କରିଛନ୍ତି । ହଁ ବନ୍ଧୁ ଅନୁଭବ ଓ ବର୍ଷା ପ୍ରିୟଦର୍ଶିନୀ କେମିତି ହୋଲି ପାଳନ କରିଛନ୍ତି । ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ମଧ୍ୟ ରେ ଝଗଡ଼ା ହୋଇଯାଇଛି । ଏହି ଝଗଡ଼ା ଏତେ ମାତ୍ର ରେ ବଢ଼ି ଯାଉଛି ଯେ ଦୁହେଁ ଦୁହିଁଙ୍କୁ ଛାଡ଼ପତ୍ର ଦବା ପାଇଁ ଆଗେଇ ଆସିଛନ୍ତି । ଏବେ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ଛାଡ ପତ୍ର ମାମଲା କୋର୍ଟ ରେ ରହିଅଛି ।

ହଁ ବନ୍ଧୁ ଆପଣ ମାନେ ଜାଣିଥିବେ ପାଖା ପାଖି ୧୦ ଟି ଫିଲ୍ମ୍ ରେ ଅଭିନୟ କରିବା ପରେ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ଙ୍କ ମଧ୍ୟ ରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା । ଶେଷ ରେ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ବିବାହ ବନ୍ଧନ ରେ ବାନ୍ଧି ହୋଇଥିଲେ । କିନ୍ତୁ ଏହି ବିବାହ ବହୁ ଦିନ ରହିନଥିଲା । ଗତ ଦୁଇ ମାସ ତଳେ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ଙ୍କ ମଧ୍ୟ ରେ ଝଗଡ଼ା ହୋଇଯାଇଥିଲା । ଏହି ଝଗଡ଼ା ଏତେ ପରିମାଣ ରେ ବଢ଼ି ଯାଇଥିଲା ଯେ ଅନୁଭବ ମହାନ୍ତି ବର୍ଷା ପ୍ରିୟଦର୍ଶିନୀ ଙ୍କ ଛାଡ଼ପତ୍ର ଦେବାପାଇଁ କୋର୍ଟ ର ଦ୍ବାରସ୍ଥ ହୋଇଥିଲେ ଏବେ କୋର୍ଟ ରେ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ଙ୍କ ର ଛାଡ଼ପତ୍ର ମାମଲା ଶୁଣାଣି ଚାଲିଛି।

ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହବା ରେ ଲାଗିଛି ଯେଉଁ ଫଟୋ ରେ ଅନୁଭବ ଓ ବର୍ଷା ଏକାଠି ହୋଇ ହୋଲି ଖେଳୁଛନ୍ତି । ଯାହାକୁ ଦର୍ଶକ ମାନେ ଦେଖି ତାଙ୍କ ମନ ରେ ପ୍ରଶ୍ନ ଉଠୁଚି ଯେ ବର୍ଷା ଓ ଅନୁଭବ ବର୍ତ୍ତମାନ ଅଲଗା ହୋଇଯାଇଛନ୍ତି କିନ୍ତୁ ଏକାଠି ମିଶି କେମିତି ହୋଲି ଖେଳୁଛନ୍ତି । ବନ୍ଧୁ ଗଣ ଆମେ ଏଠି କହି ରଖୁଛୁ ଯେ ସୋସିଆଲ ମିଡ଼ିଆ ରେ ଭାଇରାଲ ହେଉଥିବା ଏହି ଫଟୋ ଟି ତାଙ୍କର ପୁରୁଣା ଫଟୋ ।।

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ଘରେ ଏକୁଟିଆ କେମିତି ସମୟ କାଟୁଛନ୍ତି ଅନୁଭବ (Anubhav Mohanty) ଭିଡିଓ ଦେଖିଲେ ଆଖି ଲୁହରେ ଭିଜିଯିବ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଆମ ଓଡିଆ ଇଣ୍ଡଷ୍ଟ୍ରି ବହୁ ଲୋକ ପ୍ରିୟ ଅଭିନେତା ଅଛନ୍ତି ଯେଉଁମାନେ କି …

Leave a Reply

Your email address will not be published. Required fields are marked *