Breaking News

ନୂଆ ବୋହୁ ସିରିଏଲର ରାଧିକା (Mitali) ଏହି ହିରୋଙ୍କୁ ବିବାହ କରିବା ପାଇଁ ଯାଉଛନ୍ତି, ତାରିଖ ଫାଇନାଲ ହୋଇ ସାରିଲାଣି!

ନୂଆ ବୋହୂ ର ରାଧିକା ଏହି ହିରୋ ଙ୍କୁ ଆଗାମୀ ଦିନ ମାନ ଙ୍କ ରେ ବିବାହ କରିବାକୁ ଯାଉଛନ୍ତି । ଆପଣ ଜାଣିଛନ୍ତି କି ସେ କାହାକୁ ବିବାହ କରିବାକୁ ଯାଉଛନ୍ତି ଯଦି ଜାଣି ନାହାନ୍ତି ତାହାଲେ ଆସନ୍ତୁ ଜାଣିବା ଆମର ଏହି ପେଜ ମାଧ୍ୟମ ରେ । ହଁ ବନ୍ଧୁ ଆପଣ ମାନେ ଦେଖିଥିବେ ତରଙ୍ଗ ଚ୍ୟାନେଲ ରେ ପ୍ରସାରିତ ହେଉଥିବା ଓଡ଼ିଆ ସିରିଏଲ ନୂଆ ବୋହୂ। ଯେଉଁ ଶୀରିଏଲ୍ କି ଓଡ଼ିଶା ର ନମ୍ବର ୱାନ ଧାରା ବାହୀକ ନୂଆ ବୋହୂ । ନୂଆ ବୋହୂ ରେ ଅଭିନୟ କରୁଥିବା ସତ୍ଵିକ୍ ଏବଂ ରାଧିକା ଙ୍କୁ ଆପଣ ମାନେ ସମସ୍ତେ ଜାଣିଥିବେ ।

ତାଙ୍କର ଜବରଦସ୍ତ ଅଭିନୟ ଲୋକ ମାନ ଙ୍କୁ ବହୁତ୍ ପସନ୍ଦ ଆସିଛି । ନୂଆ ବୋହୂ ଧାରା ବାହୀକ ରେ ଅଭିନୟ କରି ସେମାନେ ବର୍ତ୍ତମାନ ଚର୍ଚ୍ଚା ରେ । ତାଙ୍କ ଅଭିନୟ ଫଳ ରେ ସେ ଲୋକ ପ୍ରିୟ ହୋଇପାରିଛନ୍ତି ଏବଂ ସତ୍ୱିକ୍ ଓ ରାଧିକା ଙ୍କ ଜବରଦସ୍ତ ଅଭିନୟ ଫଳ ରେ ଆଜି ନୂଆ ବୋହୂ ନମ୍ବର ୱାନ ହୋଇ ପାରିଛି । ସତ୍ବିକ୍ ଏବଂ ରାଧିକା ତାଙ୍କ ଅଭିନୟ ଯାଦୁ ରେ ଲୋକ ମନ ଙ୍କୁ ବାନ୍ଧି ରଖିଛନ୍ତି ।

ତାଙ୍କର ଏହି ଜବରଦସ୍ତ ଅଭିନୟ ପାଇଁ ସେ ଲୋକ ପ୍ରିୟ ହବା ସହିତ ସେମାନେ ବର୍ତ୍ତମାନ ଘରେ ଘରେ ପରିଚିତ । ଏହି ଦୁଇ ଯୋଡ଼ି ଙ୍କୁ ଦର୍ଶକ ମାନେ ବହୁତ୍ ପସନ୍ଦ କରିଥାନ୍ତି । ଦର୍ଶକ ବନ୍ଧୁ ଆଜି ଆମେ କହି ରଖୁଛୁ ଯେ ଏହି ଦୁଇ ଯୋଡ଼ି ଆଗାମୀ ଦିନ ମାନ ଙ୍କ ମଧ୍ୟ ରେ ବିବାହ କରିବାକୁ ଯାଉଛନ୍ତି ବୋଲି ସୋସିଆଲ ମିଡିଆ ରେ ଚର୍ଚା ହେଉଛି ।

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ବାଡିରୁ ବର କୋଳି ଚୋରି କରି ଖାଇଲେ ଓଡିଆ ଅଭିନେତ୍ରୀ ତମନ୍ନା (Tamanna) ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆମ ଓଡିଆ ଇଣ୍ଡଷ୍ଟ୍ରି ଅନେକ ଲୋକ ପ୍ରିୟ ଅଭିନେତ୍ରୀ ଅଛନ୍ତି , ତେବେ ଅଭିନେତ୍ରୀ ମାନ ଙ୍କ …

Leave a Reply

Your email address will not be published. Required fields are marked *