Breaking News

ଭିଡିଓ ଦେଖନ୍ତୁ – ଓଡିଆ ସିରିଏଲ ଅଭିନେତ୍ରୀ ଏଲି ପାଢି (Elli Padhi) ପ୍ରଥମ ଥର ପାଇଁ ନିଜ ଶାଶୁ ଘରେ କେମିତି ଜନ୍ମ ଦିନ ପାଳନ କରିଲେ

ଆଜି ଆମେ ଜାଣିବା ନୂଆ କରି ବିବାହ ହୋଇଥିବା ଏଲିନା ପାଢ଼ୀ ତାଙ୍କ ଜନ୍ମ ଦିନ କେମିତି ପାଳନ କଲେ ତାଙ୍କ ଶାଶୁଘରେ । ଆଜି ଆମେ ଜାଣିବା ଓଡ଼ିଆ ଇଣ୍ଡଷ୍ଟ୍ରି ର ଜଣେ ଜଣା ଶୁଣା ଅଭିନେତ୍ରୀ ଙ୍କ ବିଷୟ ରେ । ହଁ ବନ୍ଧୁ ଆପଣ ମାନେ ନିଶ୍ଚୟ ଦେଖିଥିବେ ତରଙ୍ଗ ଟିଭି ରେ ପ୍ରସାରିତ ହେଉଥିବା ସିନ୍ଦୂର ର ଅଧିକାର ଧାରାବାହିକ ରେ ଲିଡ ନାୟିକା ଭାବରେ ଅଭିନୟ କରୁଥିବା ଏଲିନା ତାଙ୍କ ଜନ୍ମ ଦିନ କେମିତି ପାଳନ କଲେ ।

ଦର୍ଶକ ବନ୍ଧୁ ଆପଣ ମାନେ ନିଶ୍ଚୟ ଦେଖିଥିବେ ତାଙ୍କର ଜବରଦସ୍ତ ଅଭିନୟ ସିନ୍ଦୂର ର ଅଧିକାର। ତାଙ୍କର ଜବରଦସ୍ତ ଅଭିନୟ ଫଳ ରେ ସିନ୍ଦୂର ର ଅଧିକାର ଆଜି ଓଡ଼ିଶାର ନମ୍ୱର୍ ୱାନ୍ ଶିରିଏଲ୍ ହୋଇପାରିଛି ଓ ତାଙ୍କ ଅଭିନୟ ଯାଦୁ ରେ ସେ ଲୋକ ମାନ ଙ୍କୁ ବାନ୍ଧି ରଖିଛନ୍ତି । ଏଲିନା ଧାରାବାହିକ ରେ ଅଭିନୟ କରିବା ସହିତ ସେ ଅନେକ ଫିଲ୍ମ୍ ଓ ମ୍ୟୁଜୀକ୍ ଭିଡିଓ ଆଲବମ୍ ରେ ଭଲ ଅଭିନୟ କରି ସେ ଆଜି ଲୋକ ପ୍ରିୟ ହବା ସହିତ ଅଲିଉଡ୍ ଇଣ୍ଡଷ୍ଟ୍ରି ରେ ବହୁ ନାମ ଅର୍ଜନ କରିଛନ୍ତି ।

ହଁ ବନ୍ଧୁ ଏଲିନା ଭଲ ଆଙ୍କାରିଂ ମଧ୍ୟ କରନ୍ତି ବିଭିନ୍ନ ଶୋ ମାନ ଙ୍କ ରେ । ଦର୍ଶକ ବନ୍ଧୁ ଆଜି ଆମେ ଜାଣିବା ଏଲିନା ଙ୍କ ଜନ୍ମ ଦିନ ତାଙ୍କ ଶାଶୁ ଘରେ କେମିତି ପାଳନ କରିଛନ୍ତି । ହଁ ବନ୍ଧୁ ଏଲିନା ଙ୍କ ଜନ୍ମ ଦିନ ଟି ତାଙ୍କ ଶାଶୁ ଘରେ ଖୁବ୍ ଧୁମ୍ ଧାମରେ ପାଳନ କରିଛନ୍ତି । ତାଙ୍କର ଏହି ଜନ୍ମ ଦିନ ରେ ତାଙ୍କ ସ୍ବାମୀ ଓ ପରିବାର ର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ ।

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ବର୍ତମାନ ସମୟରେ ବଡ଼ ଖବର ସାମ୍ନାକୁ ଆସିଛି ପୁରୀ ବେଳା ଭୂମିରେ ମଦ ପିଇ ସୋଇଛନ୍ତି ସବ୍ୟସାଚୀ, କଣ ପାଇଁ କଲେ ଏମିତି ସବ୍ୟସାଚୀ ଦେଖନ୍ତୁ ପୁରା ଖବର !

ବର୍ତମାନ ସମୟରେ ବଡ଼ ଖବର ସାମ୍ନାକୁ ଆସଛି ଓଲିଉର ଜବରଦସ୍ତ ଆକ୍ଟର ସବ୍ୟସାଚୀ ଙ୍କର ଏମିତି କଣ ହୋଇଥିଲା ଆପଣ …

Leave a Reply

Your email address will not be published.