Breaking News

ଦେଖନ୍ତୁ ଭିଡିଓ – ଓଡିଆ ଅଭିନେତ୍ରୀ ତାରିଣୀ (Lipi) ଙ୍କ ଜବରଦସ୍ତ ଡ୍ୟାନ୍ସ

ଲିପି କିପରି ମଜା ମସ୍ତି କରୁଛନ୍ତି ଜାଣିବା । ହଁ ବନ୍ଧୁ ଆପଣ ମାନେ ନିଶ୍ଚୟ ଜାଣିଥିବେ ଉଳୀଉଡ ଜଗତ ର କଳାକାର ମାନ ଙ୍କୁ ସେମାନେ ବହୁ ସଂଘର୍ଷ ଓ ପରିଶ୍ରମ କରି ସେ ଆଜି ଉଳିଉଡ଼ ଜଗତ ରେ ପ୍ରବେଶ କରିଛନ୍ତି । ଆପଣ ମାନେ ଜାଣିଥିବେ ଏହି କଳାକାର ମାନେ କିଛି ନା କିଛି କାରଣ ପାଇଁ ସବୁବେଳେ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହୋଇଥାନ୍ତି । ଆଜି ଆମେ ଜାଣିବା ଓଡ଼ିଆ ଇଣ୍ଡଷ୍ଟ୍ରି ର ଜଣେ ଜଣା ଶୁଣା ଅଭିନେତ୍ରୀ ଙ୍କ ବିଷୟ ରେ ।

ହଁ ବନ୍ଧୁ ଆପଣ ମାନେ ନିଶ୍ଚୟ ଦେଖିଥିବେ ତରଙ୍ଗ ଟିଭି ରେ ପ୍ରସାରିତ ହେଉଥିବା ତାରା ତାରେଣି ଧାରାବାହିକ ରେ ଲିଡ ନାୟିକା ଭାବରେ ଅଭିନୟ କରୁଥିବା ତାରେଣୀ ବା ଲିପି ମହାପାତ୍ର ଙ୍କ ବିଷୟ ରେ । ଦର୍ଶକ ବନ୍ଧୁ ଆପଣ ମାନେ ନିଶ୍ଚୟ ଦେଖିଥିବେ ତାଙ୍କର ଜବରଦସ୍ତ ଅଭିନୟ ତାରା ତାରେଣୀ ରେ । ତାଙ୍କର ଜବରଦସ୍ତ ଅଭିନୟ ଫଳ ରେ ତାରା ତାରେଣୀ ଆଜି ଓଡ଼ିଶାର ନମ୍ୱର୍ ୱାନ୍ ଶିରିଏଲ୍ ହୋଇପାରିଛି ଓ ତାଙ୍କ ଅଭିନୟ ଯାଦୁ ରେ ସେ ଲୋକ ମାନ ଙ୍କୁ ବାନ୍ଧି ରଖିଛନ୍ତି ।

ଲିପି ଧାରାବାହିକ ରେ ଅଭିନୟ କରିବା ସହିତ ସେ ଅନେକ ଫିଲ୍ମ୍ ଓ ମ୍ୟୁଜୀକ୍ ଭିଡିଓ ଆଲବମ୍ ରେ ଭଲ ଅଭିନୟ କରି ସେ ଆଜି ଲୋକ ପ୍ରିୟ ହବା ସହିତ ଅଲିଉଡ୍ ଇଣ୍ଡଷ୍ଟ୍ରି ରେ ବହୁ ନାମ ଅର୍ଜନ କରିଛନ୍ତି । ଲିପି ଙ୍କ ପିଲା ବେଳୁ କରିବାକୁ ରୁଚି ରଖୁଥିଲେ । ଆପଣ ମାନେ ଜାଣିଛନ୍ତି କି ଲିପି ଙ୍କ ର ବାପା ମା ତାଙ୍କୁ ଆଇପିଏସ୍ କରିବାକୁ ଚାଂହୁଥିଲେ କିନ୍ତୁଲିପି ଙ୍କ ର ଅଭିନୟ କରିବା ର ରୁଚି ଥିଲା ।

ଲିପି ପିଲା ଦିନୁ ଭଲ ଅଭିନୟ କରୁଥିଲେ ଓ ଭଲ ପାଠ ମଧ୍ୟ ଭଲ ପଢୁଥିଲେ । ଲିପି କଲେଜ୍ ରେ ପଢିଲା ବେଳେ କେତେ ଗୁଡ଼ିଏ ଆଲବମ୍ ଗୀତ ମଧ୍ୟ କରିଥିଲେ । ବର୍ତ୍ତମାନ ସୋସିଆଲ ମିଡିଆ ରେ ଭାଇରାଳ ହବା ରେ ଲାଗିଛି ଯେ ଲିପି ଏକ ଭିଡିଓ ରେ ଜବରଦସ୍ତ ନାଚ କରିବା ର । ଯେଉଁ ଭିଡିଓ ଟା ବର୍ତ୍ତମାନ ସମୟ ରେ ବେଶ୍ ଚର୍ଚ୍ଚା ର ବିଷୟ ପାଲଟିଛି ।।

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ବାଡିରୁ ବର କୋଳି ଚୋରି କରି ଖାଇଲେ ଓଡିଆ ଅଭିନେତ୍ରୀ ତମନ୍ନା (Tamanna) ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆମ ଓଡିଆ ଇଣ୍ଡଷ୍ଟ୍ରି ଅନେକ ଲୋକ ପ୍ରିୟ ଅଭିନେତ୍ରୀ ଅଛନ୍ତି , ତେବେ ଅଭିନେତ୍ରୀ ମାନ ଙ୍କ …

Leave a Reply

Your email address will not be published. Required fields are marked *