ଲିପି କିପରି ମଜା ମସ୍ତି କରୁଛନ୍ତି ଜାଣିବା । ହଁ ବନ୍ଧୁ ଆପଣ ମାନେ ନିଶ୍ଚୟ ଜାଣିଥିବେ ଉଳୀଉଡ ଜଗତ ର କଳାକାର ମାନ ଙ୍କୁ ସେମାନେ ବହୁ ସଂଘର୍ଷ ଓ ପରିଶ୍ରମ କରି ସେ ଆଜି ଉଳିଉଡ଼ ଜଗତ ରେ ପ୍ରବେଶ କରିଛନ୍ତି । ଆପଣ ମାନେ ଜାଣିଥିବେ ଏହି କଳାକାର ମାନେ କିଛି ନା କିଛି କାରଣ ପାଇଁ ସବୁବେଳେ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହୋଇଥାନ୍ତି । ଆଜି ଆମେ ଜାଣିବା ଓଡ଼ିଆ ଇଣ୍ଡଷ୍ଟ୍ରି ର ଜଣେ ଜଣା ଶୁଣା ଅଭିନେତ୍ରୀ ଙ୍କ ବିଷୟ ରେ ।
ହଁ ବନ୍ଧୁ ଆପଣ ମାନେ ନିଶ୍ଚୟ ଦେଖିଥିବେ ତରଙ୍ଗ ଟିଭି ରେ ପ୍ରସାରିତ ହେଉଥିବା ତାରା ତାରେଣି ଧାରାବାହିକ ରେ ଲିଡ ନାୟିକା ଭାବରେ ଅଭିନୟ କରୁଥିବା ତାରେଣୀ ବା ଲିପି ମହାପାତ୍ର ଙ୍କ ବିଷୟ ରେ । ଦର୍ଶକ ବନ୍ଧୁ ଆପଣ ମାନେ ନିଶ୍ଚୟ ଦେଖିଥିବେ ତାଙ୍କର ଜବରଦସ୍ତ ଅଭିନୟ ତାରା ତାରେଣୀ ରେ । ତାଙ୍କର ଜବରଦସ୍ତ ଅଭିନୟ ଫଳ ରେ ତାରା ତାରେଣୀ ଆଜି ଓଡ଼ିଶାର ନମ୍ୱର୍ ୱାନ୍ ଶିରିଏଲ୍ ହୋଇପାରିଛି ଓ ତାଙ୍କ ଅଭିନୟ ଯାଦୁ ରେ ସେ ଲୋକ ମାନ ଙ୍କୁ ବାନ୍ଧି ରଖିଛନ୍ତି ।
ଲିପି ଧାରାବାହିକ ରେ ଅଭିନୟ କରିବା ସହିତ ସେ ଅନେକ ଫିଲ୍ମ୍ ଓ ମ୍ୟୁଜୀକ୍ ଭିଡିଓ ଆଲବମ୍ ରେ ଭଲ ଅଭିନୟ କରି ସେ ଆଜି ଲୋକ ପ୍ରିୟ ହବା ସହିତ ଅଲିଉଡ୍ ଇଣ୍ଡଷ୍ଟ୍ରି ରେ ବହୁ ନାମ ଅର୍ଜନ କରିଛନ୍ତି । ଲିପି ଙ୍କ ପିଲା ବେଳୁ କରିବାକୁ ରୁଚି ରଖୁଥିଲେ । ଆପଣ ମାନେ ଜାଣିଛନ୍ତି କି ଲିପି ଙ୍କ ର ବାପା ମା ତାଙ୍କୁ ଆଇପିଏସ୍ କରିବାକୁ ଚାଂହୁଥିଲେ କିନ୍ତୁଲିପି ଙ୍କ ର ଅଭିନୟ କରିବା ର ରୁଚି ଥିଲା ।
ଲିପି ପିଲା ଦିନୁ ଭଲ ଅଭିନୟ କରୁଥିଲେ ଓ ଭଲ ପାଠ ମଧ୍ୟ ଭଲ ପଢୁଥିଲେ । ଲିପି କଲେଜ୍ ରେ ପଢିଲା ବେଳେ କେତେ ଗୁଡ଼ିଏ ଆଲବମ୍ ଗୀତ ମଧ୍ୟ କରିଥିଲେ । ବର୍ତ୍ତମାନ ସୋସିଆଲ ମିଡିଆ ରେ ଭାଇରାଳ ହବା ରେ ଲାଗିଛି ଯେ ଲିପି ଏକ ଭିଡିଓ ରେ ଜବରଦସ୍ତ ନାଚ କରିବା ର । ଯେଉଁ ଭିଡିଓ ଟା ବର୍ତ୍ତମାନ ସମୟ ରେ ବେଶ୍ ଚର୍ଚ୍ଚା ର ବିଷୟ ପାଲଟିଛି ।।
ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ