Breaking News

ଦେଖନ୍ତୁ ଭିଡିଓ- କେମିତି ବିବାହ ପରେ ଓଡିଶା ଛାଡି ବାହାରେ ରହୁଛନ୍ତି ସବ୍ୟସଚୀ ଓ ଅର୍ଚିତା (Sabyasachi Archita)

ବାହାଘର ପରେ ଓଡ଼ିଶା ଛାଡି ବର୍ତ୍ତମାନ ବିଦେଶ ରେ ରହୁଛନ୍ତି ସବ୍ୟସାଚୀ ଓ ଅର୍ଚ୍ଚିତା । ତାହେଲେ ଆସନ୍ତୁ ଜାଣିବା ଏହି ବିଷୟ ରେ ଆମର ଏହି ପେଜ ମାଧ୍ୟମରେ । ହଁ ବନ୍ଧୁ ଆପଣ ମାନେ ଜାଣିଥିବେ ଗତ କିଛି ମାସ ତଳେ ରେ ଓଡ଼ିଆ ଫିଲ୍ମ୍ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତା ସବ୍ୟସାଚୀ ଓ ଅଭିନେତ୍ରୀ ଅର୍ଚ୍ଚିତା ବିବାହ ବନ୍ଧନ ରେ ବାନ୍ଧି ହୋଇଛନ୍ତି । ସବ୍ୟସାଚୀ ଓ ଅର୍ଚ୍ଚିତା ରାଜସ୍ଥାନ ର ଏକ ବିଲାସ ପୂର୍ଣ୍ଣ ସ୍ଥାନ ରେ ରାଜକୀୟ ଢଙ୍ଗ ରେ ବିବାହ କରିଥିଲେ ।ସବ୍ୟ ଓ ଅର୍ଚ୍ଚିତା ଙ୍କ ପରିବାର ଉପସ୍ଥିତି ଥିଲେ ଏବଂ ହିନ୍ଦୁ ରୀତି ନୀତି ଅନୁସାରେ ବିବାହ ଘର ଟି ସମ୍ପୂର୍ଣ ହୋଇଥିଲା ।

ବିବାହ ର କିଛି ଦିନ ପରେ ସେ ଓଡ଼ିଶା କୁ ଫେରିଥିଲେ ଓ ତାଙ୍କ ବିବାହ ଘର ର ରିଶେପେଶନ ଭୁବନେଶ୍ୱର ରେ ଆୟୋଜନ କରିଥିଲେ । ଏହି ବିବାହ ପାଟି ରେ ଅନେକ ଅଭିନେତା ଓ ଅଭିନେତ୍ରୀ ଯୋଗ ଦେଇଥିଲେ ।ହଁ ବନ୍ଧୁ ଆପଣ ମାନେ ଜାଣିଥିବେ ପାଞ୍ଚ ଗୋଟି ଓଡ଼ିଆ ଫିଲ୍ମ୍ ରେ ଅଭିନୟ କରି ସାରିଲେଣି ସବ୍ୟସାଚୀ ଏବଂ ଅର୍ଚ୍ଚିତା । ତାଙ୍କର ଏହି ଅଭିନୟ ଦେଖିବା ପାଇଁ ଦର୍ଶକ ମାନେ ବହୁତ୍ ପସନ୍ଦ କରିଥାଆନ୍ତି । ତାଙ୍କର ରିଶୀପେସନ୍ ଓଡ଼ିଆ ଫିଲ୍ମ୍ ର ଅନେକ ଅଭିନେତା ଓ ଅଭିନେତ୍ରୀ ଯୋଗ ଦବା ସହ ତାଙ୍କ ଫ୍ୟାନ ମାନେ ମଧ୍ୟ ଆସିଥିଲେ । ତାଙ୍କ ବିବାହ ରିଶିପେସନ ଏକ ନିଆରା ଢଙ୍ଗରେ କରିଥିଲେ ।

ବର୍ତ୍ତମାନ ସୋସିଆଲ ମିଡିଆ ରେ ଏକ ଖବର ଭାଇରାଲ ହବା ରେ ଲାଗିଛି ଯେ ବାହାଘର ପରେ ଓଡ଼ିଶା ଛାଡି ବିଦେଶ ରେ ରହୁଛନ୍ତି ସବ୍ୟସାଚୀ ଓ ଅର୍ଚ୍ଚିତା । ହଁ ଦର୍ଶକ ବନ୍ଧୁ ସବ୍ୟସାଚୀ ଓ ଅର୍ଚ୍ଚିତା ତାଙ୍କ ବାହାଘର ପରେ ଓଡ଼ିଶା ଛାଡି ବିଦେଶ ରେ ରହୁଛନ୍ତି । ସେ ତାଙ୍କ ବୁଲିଯିବା ର ବହୁ ଗୁଡ଼ିଏ ଫଟୋ ସେ ତାଙ୍କ ସୋସିଆଲ ମିଡ଼ିଆ ଆକାଉଣ୍ଟ୍ ରେ ପୋଷ୍ଟ କରିଛନ୍ତି ଆଉ ଏହି ଫଟୋ ରେ ଦୁହେଁ ମଜା ମସ୍ତି କରିବା ସହିତ ସେଠାରେ ଥିବା ସମସ୍ତ ସ୍ଥାନ ଦେଖୁ ଥିବାର ଦୃଶ୍ୟ ଦେଖିବାକୁ ମିଳିଛି ।।

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ବାଡିରୁ ବର କୋଳି ଚୋରି କରି ଖାଇଲେ ଓଡିଆ ଅଭିନେତ୍ରୀ ତମନ୍ନା (Tamanna) ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆମ ଓଡିଆ ଇଣ୍ଡଷ୍ଟ୍ରି ଅନେକ ଲୋକ ପ୍ରିୟ ଅଭିନେତ୍ରୀ ଅଛନ୍ତି , ତେବେ ଅଭିନେତ୍ରୀ ମାନ ଙ୍କ …

Leave a Reply

Your email address will not be published. Required fields are marked *