ଦର୍ଶକ ବନ୍ଧୁ ଆଜି ଆମେ ଜାଣିବା ଯେ ଅନିଶା ଙ୍କ ଜନ୍ମ ଦିନ ଟି କେମିତି ପାଳନ କରିଛନ୍ତି ଶୁଭାଶିଷ ଜାଣିବା ଆମର ଏହି ପେଜ ମାଧ୍ୟମରେ । ହଁ ବନ୍ଧୁ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ର ହିରୋ ହିରୋଇନ୍ ଶୁଭାଶିଷ ଓ ଅନିଶା ବହୁତ୍ ଫିଲ୍ମ୍ ଓ ଧାରାବାହିକ ରେ ଜବରଦସ୍ତ ଅଭିନୟ କରି ଲୋପ୍ରିୟତା ହାସଲ କରିପାରିଛନ୍ତି । କିନ୍ତୁ ବର୍ତ୍ତମାନ ସମୟ ରେ ଶୁଭାଶିଷ ଙ୍କୁ ଆପଣ ମାନେ ନିଶ୍ଚୟ ଦେଖିଥିବେ ଜି ସାର୍ଥକ ଟିଭି ରେ ପ୍ରସାରିତ ହେଉଥିବା ଧାରାବାହିକ ହେ ପ୍ରଭୁ । ହେ ପ୍ରଭୁ ରେ ଶୁଭାଶିଷ ପ୍ରଭୁ ଚରିତ୍ର ରେ ନଜର ଆସିଛନ୍ତି ।
ତାଙ୍କ ଜବରଦସ୍ତ ଅଭିନୟ ଫଳ ରେ ହେ ପ୍ରଭୁ ଧାରାବାହିକ ଟି ଓଡ଼ିଶା ର ନମ୍ବର ୱାନ ଧାରା ବାହୀକ ହୋଇପାରିଛି । ତାଙ୍କର ଜବରଦସ୍ତ ଅଭିନୟ ଲୋକ ମାନ ଙ୍କୁ ବହୁତ୍ ପସନ୍ଦ ଆସିଛି । ତାଙ୍କ ଅଭିନୟ ପାଇଁ ସେ ବେଶ୍ ଲୋକ ପ୍ରିୟ ହୋଇପାରିଛନ୍ତି । ପ୍ରଭୁ ତାଙ୍କ ଅଭିନୟ ଯାଦୁ ରେ ଲୋକ ମନ ଙ୍କୁ ବାନ୍ଧି ରଖିଛନ୍ତି । ଆପଣ ମାନେ ଜାଣିଥିବେ ଯେ ଶୁଭାଶିଷ ଓ ଅନିଶା ଦୁହେଁ ଏକାଠି ବହୁ ଚଳଚ୍ଚିତ୍ର ଓ ଧାରାବାହିକ ରେ ଅଭିନୟ କରିଛନ୍ତି ।
ଏହି ସୁଟିଂ ସେଟ୍ ରୁ ପରସ୍ପର କୁ ଭଲ ପାଇଥିଲେ ଓ ପରବର୍ତ୍ତୀ ସମୟରେ ବିବାହ ବନ୍ଧନ ରେ ବାନ୍ଧି ହୋଇଥିଲେ । ଆପଣ ମାନେ ଜାଣିଥିବେ ଯେ ଶୁଭାଶିଷ ଓ ଅନିଶା ଆଗାମୀ ଦିନ ମାନ ଙ୍କ ରେ ବାପା ମା ହବା କୁ ଯାଉଛନ୍ତି । ତାହେଲେ ଆସନ୍ତୁ ଜାଣିବା ଯେ ଶୁଭାଶିଷ ଅନିଶା ଙ୍କ ଜନ୍ମ ଦିନ ଟି କେମିତି ପାଳନ କରିଛନ୍ତି । ହଁ ବନ୍ଧୁ ଅନିଶା ଙ୍କ ଜନ୍ମ ଦିନ ଟି ଖୁବ୍ ଧୁମ୍ ଧାମରେ ପାଳନ କରିଛନ୍ତି । ବହୁ ସାରା ମଜା ମସ୍ତି କରୁଥିବାର ଦୃଶ୍ୟ ଦେଖିବାକୁ ମିଳିଛି । ଏହି ମଜା ମସ୍ତି କରୁଥିବାର ଫଟୋ ସେ ତାଙ୍କ ସୋସିଆଲ ମିଡ଼ିଆ ଆକାଉଣ୍ଟ୍ ରେ ପୋଷ୍ଟ କରିଛନ୍ତି ।।
ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ