Breaking News

ଭିଡିଓ ଦେଖନ୍ତୁ – ଅପରାଜିତାଙ୍କ ନାତି ବା ବାବୁଶାନ ଙ୍କ ପୁଅ ଦେଖିବା ପାଇଁ କିପରି

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ବର୍ତ୍ତମାନ ସମୟ ରେ ସୋସିଆଲ ମିଡ଼ିଆ ବେଶ ଲୋକ ପ୍ରିୟ ହୋଇ ପାରିଛି କାରଣ , ଯେଉଁଠି ବି ଘଟଣା ଘଟୁ ନା କାହିଁକି ତାହା ସୋସିଆଲ ମିଡ଼ିଆ ରେ ବେଶ ଭାଇରାଲ ହୋଇଥାଏ । ହଁ ବନ୍ଧୁ ଯଦି ଘଟଣା ଗୁଡିକ ଅଭିନେତ୍ରୀ ମାନ ଙ୍କ ସହ ଘଟେ ତାହେଲେ ତାହା ଖୁବ ଶୀଘ୍ର ଭାଇରାଲ ହୋଇଯାଏ , ହଁ ବନ୍ଧୁ ଆପଣ ମାନେ ନିଶ୍ଚୟ ଜାଣିଥିବେ ଯେ ଏହି ଅଭିନେତ୍ରୀ ମାନେ କିଛି ନା କିଛି କାରଣ ରୁ ସୋସିଆଲ ମିଡ଼ିଆ ରେ ବେଶ ଚର୍ଚ୍ଚା ର ବିଷୟ ପାଲଟି ଥାଆନ୍ତି , ତାହେଲେ ଆଜି ଆମେ ସେହିଭଳି ଜଣେ ଅଭିନେତ୍ରୀ ଙ୍କ ବିଷୟ ରେ ଜାଣିବା ଯାହା ବର୍ତ୍ତମାନ ସମୟ ରେ ବେଶ ଭାଇରାଲ ହବା ରେ ଲାଗିଛି ।

ହଁ ବନ୍ଧୁ ସେ ଅଭିନେତ୍ରୀ ଜଣକ ହଉଛନ୍ତି ଆପଣ ମାନ ଙ୍କ ପ୍ରିୟ ଅଭିନେତ୍ରୀ ଅପରାଜିତା ମହାନ୍ତି ଯିଏ କି ନିଜ ନାତି କୁ କୋଳ ରେ ଧରି ଥିବାର ଦୃଶ୍ୟ ସୋସିଆଲ ମିଡ଼ିଆ ରେ ବେଶ ଭାଇରାଲ ହବା ରେ ଲାଗିଛି । ତାହେଲେ ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଆମ ଓଡିଆ ଇଣ୍ଡଷ୍ଟ୍ରୀ ର ଜଣା ଶୁଣା ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଓ ଅଭିନେତ୍ରୀ ଅପରାଜିତା ମହାନ୍ତି ଙ୍କ ଏକ ମାତ୍ର ,ପୁତ୍ର ହେଉଛନ୍ତି ବାବୁଶାନ ମହାନ୍ତି । ବନ୍ଧୁଗଣ ଆପଣ ମାନେ ନିଶ୍ଚୟ ଜାଣିଥିବେ ଗତ କିଛି ମାସ ତଳେ ବାବୁଶାନ ଏକ ପୁତ୍ର ସନ୍ତାନ ହୋଇଛି ଓ ଯାହାର ନାମ ସାମର୍ଥ ରଖା ଯାଇଛି ।

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ବାବୁଶାନ ତାଙ୍କ ପିଲା ଦିନ ସଙ୍ଗ ତୃପ୍ତି ଙ୍କୁ ୨୦୧୪ ମସିହା ରେ ବିବାହ କରିଥିଲେ ଓ ବିବାହ 7 ବର୍ଷ ପରେ ତାଙ୍କର ଏକ ପୁତ୍ର ସନ୍ତାନ ଜନ୍ମ ଗ୍ରହଣ କରିଥିଲା । ତାହେଲେ ଦର୍ଶକ ବନ୍ଧୁ ବର୍ତ୍ତମାନ ସମୟ ରେ ଅପରାଜିତା ତାଙ୍କ ନାତି କୁ ଧରି ଶୁଆଉଥିବାର ଦୃଶ୍ୟ ଦେଖିବାକୁ ମିଳିଛି ସୋସିଆଲ ମିଡ଼ିଆ ଓ ଏହି ଭିଡିଓ ଟି ବର୍ତ୍ତମାନ ସମୟ ରେ ବେଶ ଭାଇରାଲ ହବା ରେ ଲାଗିଛି ॥

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ଦେଖନ୍ତୁ ଓଡିଆ ସିରିଏଲ ହିରୋ ବିଶ୍ଵଭୂଷଣଙ୍କ ବାହାଘର ବରଯାତ୍ରୀରେ ନାଚିଲେ ସବୁ ହିରୋ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତା ବିଶ୍ଵ ଭୂଷଣ ଙ୍କୁ ବେସ …

Leave a Reply

Your email address will not be published. Required fields are marked *