Breaking News

ଆହୁରି ଶସ୍ତା ହେଲା ସୁନା ରେଟ ଉଭୟ ୨୨ ଏବଂ ୨୪ କ୍ୟାରେଟ ଗୋଲ୍ଡ . . .

ଯେପରିକି ଆପଣ ମାନେ ଜାଣିଥିବେ ଯେ ସୁନାର ଦାମ ଆକାଶ ଛୁଆଁ ହୋଇଥିଲା । କିନ୍ତୁ ବର୍ତ୍ତମାନ ଯେହେତୁ ଏବେ ସବୁ ଧୀରେ ଧୀରେ ସ୍ଵାଭାବିକ ହେଉଛି ଓ କରୋନା ଟୀକା ମାରକେଟ କୁ ଆସି ଯାଇଛି ତେଣୁ ଡଲାର ର ମୂଲ୍ୟ ମଧ୍ୟ ଧୀରେ ଧୀରେ ସବୁ ବଢିବାକୁ ଲାଗିଛି । ତେଣୁ ସୁନାର ଦାମ ରେ କ୍ରମାଗତ ଭାବେ ଉତ୍ଥାନ ପତ୍ତନ ହେବାରେ ଲାଗିଛି । ତେଣୁ ଆଜି ଆମେ ଆପଣଙ୍କୁ ଆଜିର ସୁନା ର ଦାମ କଣ ରହିଛି ସେହି ବିଷୟରେ ଜଣାଇବାକୁ ଯାଉଛୁ ।


ଆଜି ଆମେ ଆପଣଙ୍କୁ ଜଣାଇଦେବୁ ଯେ ଆଜିକା ତାରିଖ ତଥା ୪ ଫେବୃୟାରୀ ର ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନାର ମୂଲ୍ୟ କେତେ ରହିଛି ତାହା ବିଷୟରେ ଆମେ ଆପଣଙ୍କୁ କହିବୁ । ଏହା ସହିତ କାଲି ସୁନା ର ଦାମ କେତେ ଥିଲା ତାହା ମଧ୍ୟ କହିବୁ । ବର୍ତ୍ତମାନ ଆସନ୍ତୁ ଜାଣିବା ।


୨୨ କ୍ୟାରେଟ ସୁନାର ଦାମ

ଆଜି ଭୁବନେଶ୍ଵର ବଜାରରେ ୨୨ କ୍ୟାରେଟ ସୁନାର ଦାମ ୧ ଗ୍ରାମ ପ୍ରତି ୪୦ ଟଙ୍କା ହ୍ରାସ ପାଇ ୪,୪୩୫ ଟଙ୍କାରେ ପହଞ୍ଚିଛି ଯାହା ଗତକାଲି ୪,୪୭୫ ଟଙ୍କା ଥିଲା ।ସେଇଠି ୨୨ କ୍ୟାରେଟ ସୁନା ୮ ଗ୍ରାମ ପ୍ରତି ୩୨୦ ଟଙ୍କା ହ୍ରାସ ପାଇ ୩୫,୪୮୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୩୫,୮୦୦ ଟଙ୍କା ଥିଲା ।ଆଜି ୨୨ କ୍ୟାରେଟ ସୁନା ୧୦ ଗ୍ରାମକୁ ୪୦୦ ଟଙ୍କା ହ୍ରାସ ପାଇଁ ୪୪,୩୫୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪୪,୭୫୦ ଟଙ୍କା ଥିଲା ।୧ କିଲୋ ପ୍ରତି ୨୨ କ୍ୟାରେଟ ସୁନା ୪,୦୦୦ ଟଙ୍କା ହ୍ରାସ ପାଇ ୪,୪୩,୫୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪,୪୭,୫୦୦ ଟଙ୍କା ଥିଲା ।


୨୪ କ୍ୟାରେଟ ସୁନାର ଦାମ

ଆଜି ଭୁବନେଶ୍ବର ବଜାରରେ ୨୪ କ୍ୟାରେଟ ସୁନାର ଦାମ ୧ ଗ୍ରାମ ପ୍ରତି ୪୪ ଟଙ୍କା ହ୍ରାସ ପାଇ ୪,୮୩୮ ଟଙ୍କା ରେ ପହଞ୍ଚିଛି, ଯାହା ଗତକାଲି ୪,୮୮୨ ଟଙ୍କା ଥିଲା ।ସେହିପରି ୨୪ କ୍ୟାରେଟ ସୁନା ୮ ଗ୍ରାମ ପ୍ରତି ୩୫୨ ଟଙ୍କା ହ୍ରାସ ପାଇ ୩୮,୭୦୪ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୩୯,୦୫୬ ଟଙ୍କା ଥିଲା ।ଆଜି ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୪୪୦ ଟଙ୍କା ହ୍ରାସ ପାଇ ୪୮,୩୮୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪୮,୮୨୦ ଟଙ୍କା ଥିଲା ।ଆଜି ୧ କିଲୋ ପ୍ରତି ୨୪ କ୍ୟାରେଟ ସୁନା ୪,୪୦୦ ଟଙ୍କା ହ୍ରାସ ପାଇ ୪,୮୩,୮୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪,୮୮,୨୦୦ ଟଙ୍କା ଥିଲା ।ମୁମ୍ବାଇରେ ୨୨ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୬,୬୦୦ ଟଙ୍କା ରହିଛି ଓ ୨୪ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୭,୬୦୦ ଟଙ୍କା ରହିଛି ।ସେହିପରି ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୬,୫୦୦ ଟଙ୍କା ରହିଛି ଓ ୨୪ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୫୦,୭୩୦ ଟଙ୍କା ରହିଛି ।

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ଚମତ୍କାର ବାଳକ ! ମାତ୍ର ୪ ବର୍ଷ ବୟସରେ କରୁଛନ୍ତି ଏପରି କାମ , ଦେଖିଲେ ଆପଣ ବି ବିଶ୍ବାସ କରିବେନି …

ଦୁନିଆରେ ଭିନ୍ନ ଭିନ୍ନ ଲୋକଙ୍କ ପାଖରେ ଅଲଗା ଅଲଗା ପ୍ରକାରର ପ୍ରତିଭା ଲୁଚିକି ରହିଥାଏ। ତା ଛଡା ସମସ୍ତଙ୍କ ଦ୍ଵାରା …

Leave a Reply

Your email address will not be published. Required fields are marked *