Breaking News

ଆଜିର ରାଶିଫଳ : 18 September 2022 ରବିବାର, କେମିତି କଟିବ ଆଜିର ଦିନ !

ମେଷ ରାଶି
ଆଜି ଦିନ ସାରା ମଜା-ମସ୍ତି ଓ ମନପସନ୍ଦର କାର୍ଯ୍ୟ କରି ପାରନ୍ତି ଆଜି ଦିନ ଯାକ ଆପଣ ଉର୍ଜାରେ ଭରି ରହିବେ ଓ ହୋଇ ପାରେ କି ହଠାତ ଅଦେଖା ଲାଭ ମଧ୍ୟ ମିଳି ପାରେ | ସମସ୍ତଙ୍କୁ ଭୋଜିରେ ଆମନ୍ତ୍ରଣ କରନ୍ତୁ କାରଣ ଆପଣଙ୍କ ପାଖରେ ଯଥେଷ୍ଟ ଉର୍ଜା ଅଛି,ଯାହା ଆପଣଙ୍କୁ ପାର୍ଟି କିମ୍ବା ଆୟୋଜନ କରିବା ପାଇଁ ଅନୁପ୍ରେରିତ କରିବ | କର ପ୍ରେମରେ ସଫଳତା ପାଇବା କଳ୍ପନାକୁ ସତରେ ପ୍ରାମାଣିତ କରିବା ପାଇଁ ସାହାଯ୍ୟ କରନ୍ତୁ |

ବୃଷ ରାଶି
ପିଲାଙ୍କ ସହିତ ଖେଳିବା ବହୁତ ଉତ୍ତମ ଓ ଶାନ୍ତି ଦେଲା ପରି ଅନୁଭବ ହେବ ଆଜି ଆପଣଙ୍କ ପାଖରେ ଧାନ ପର୍ଯ୍ୟାପ୍ତ ପରିମାଣରେ ରହିବ ଏବଂ ଏଥି ସହିତ ମନରେ ଶାନ୍ତି ମଧ୍ୟ ରହିବ | ପିଲା ମାନେ ଆଜି ଆପଣଙ୍କ ଘରୋଇ କାର୍ଯ୍ୟ ସାରିବାରେ ସହଯୋଗ ଦେବେ | ଆପଣଙ୍କର ପ୍ରେମୀ ଆପଣଙ୍କର ସବୁବେଳେ ଭଲ ଚିନ୍ତା କରନ୍ତି | ତେଣୁ ଯଦି ସେ ରାଗି ଯାଆନ୍ତି ତାଙ୍କୁ ଜବାବ ନଦେଇ ବୁଝିବାକୁ ଚେଷ୍ଟା କରନ୍ତୁ |

ମିଥୁନ ରାଶି
ଆପଣଙ୍କ ଘରଠୁ ଜଡ଼ିତ ନିବେଶ ଆପଣ ମାନଙ୍କ ପାଇଁ ଲାଭକାରୀ ହେବ | ନିଜ ଦିନର ଯୋଜନା ଭାବି ଚିନ୍ତିକି ନସ୍ପତି ନିଅନ୍ତୁ | ଏମିତିଆ ଲୋକଙ୍କ ସହିତ କଥା ହୁଅନ୍ତୁ,ଯେଉଁ ମାନେ ଆପଣଙ୍କୁ ସାହାଯ୍ୟ କରି ପାରନ୍ତି | ଦିନକୁ ବିଶେଷ କରିବା ପାଇଁ ସ୍ନେହ ଓ ଉଦାରତାର ଛୋଟ ଛୋଟ ଭେଟ ଲୋକଙ୍କୁ ଦିଅନ୍ତୁ | ଯାହା କାର୍ଯ୍ୟ ଆପଣ କରିଛନ୍ତି,ତାହାର ପ୍ରଶଂସା ଆଉ କାହାକୁ ନବାକୁ ଦିଅନ୍ତୁ ନାହିଁ |

କର୍କଟ ରାଶି
ସ୍ୱାସ୍ଥ୍ୟରେ ଚିକିସ୍ୟା ପାଇଁ ଉତ୍ତମ ଦିନ ଅଟେ ଆପଣଙ୍କ ଖୁସି ରହିବା ସ୍ୱଭାବ ହିଁ ଆପଣଙ୍କ ଆତ୍ମା ବିଶ୍ୱାସରେ ବୃଦ୍ଧି ଆଣିବ | ଆଜି ଆପଣ ଆପଣଙ୍କ ପରିବାର ସହିତ ବାହାରକୁ ବୁଲିବାକୁ ଯାଇପାରନ୍ତି ଯାହାଦ୍ୱାରା ଆପଣଙ୍କର ଅଧିକ ଖର୍ଚ୍ଚ ହୋଇପାରେ | ସାଙ୍ଗ ମାନଙ୍କୁ ନିଜର ସେବା କରିବା ସ୍ୱଭାବର ଲାଭ ଉଠେଇବାକୁ ଦିଅନ୍ତୁ ନାହିଁ | ଅସ୍ଥିର ସ୍ଵଭାଵ ଯୋଗୁଁ ନିଜ ପ୍ରିୟ ସହିତ ବିବାଦ ହୋଇ ପାରେ |

ସିଂହ ରାଶି
ରକ୍ତଚାପର ରୋଗୀଙ୍କୁ ବିଶେଷ କରିକି ନିଜର ଧ୍ୟାନ ରଖିବା ଆବଶ୍ୟକ ଓ ଠିକ ସମୟରେ ଓଷଧ କହିବା ଉଚିତ | ତା ସହିତ ତାଙ୍କୁ କୋଲେଷ୍ଟ୍ରୋଲକୁ ନିଅନ୍ତ୍ରଣରେ ରଖିବାକୁ ଚେଷ୍ଟା କରିବା ଉଚିତ ଏହା କରିବା ବହୁତ ଲାଭକାରୀ ପ୍ରମାଣିତ ହେବ ଆଜି ଦିନ ଶେଷ ହେବା ବେଳକୁ ଆର୍ଥିକ ବୃଦ୍ଧି ହାଇ ପାରେ| ପୂର୍ବପୁରୁଷଙ୍କ ଜମିର ଖବର ଶୁଣିକି ପରିବାର ଲୋକ ଖୁସି ହେବେ |

କନ୍ୟା ରାଶି
ଆଶାବାଦୀ ରୁହନ୍ତୁ ଓ ଉଜ୍ବଳ ପକ୍ଷକୁ ଦେଖନ୍ତୁ ଆପଣଙ୍କ ବିଶ୍ୱାସ ଓ ଆଶା ଆପଣଙ୍କ ଇଚ୍ଛା ପୁରୁଣ ହେବ ପାଇଁ ନୂତନ ଦ୍ୱାର ଖୋଲିବ | ଖର୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ ଓ କେବଳ ଦରକାରୀ ଜିନିଷ ହିଁ କିଣନ୍ତୁ ପାରିବାରିକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ି ପାରେ | ପାରିବାରିକ ଦାଇତ୍ଵକୁ ଅଦେଖା କଲେ ସମସ୍ତଂକର କ୍ରୋଧର କେନ୍ଦ୍ର ବାଣୀ ପାରିବେ |

ତୁଳା ରାଶି
ଶରୀର ସୁସ୍ଥ ରହିବ ଆପଣ ଆଜି ଭଲ ଟଙ୍କା ରୋଜଗାର କରିବେ କିନ୍ତୁ ଖର୍ଚ୍ଚ ବଢ଼ିବା ଯୋଗୁଁ ସଂଚୟ କରି ପାରିବେ ନାହିଁ | ହୋଇ ପାରେ କି ପରିବାର ଲୋକ ଆପଣଙ୍କ ଆଶାକୁ ପୂରଣ ନ କରି ପାରନ୍ତି | ଏହି କଥାର ଇଚ୍ଛା ନ ରଖନ୍ତୁ କି ସେମାନେ ଆପଣଙ୍କ ହିସାବରେ ଚାଲିବେ ବରଂଚ ନିଜର କାର୍ଯ୍ୟ କରିବାର ରାସ୍ତା ବଦଳେଇକି ଦେଖନ୍ତୁ | ଗୁପ୍ତ ସମ୍ପର୍କ ଆପଣଙ୍କ ପ୍ରତିଷ୍ଠାକୁ ହାନି କରି ପାରେ |

ବିଛା ରାଶି
ନିଜର ଶରୀରକୁ ସୁସ୍ତ ରଖିବା ପାଇଁ ଆପଣଙ୍କୁ ଆଜି ଖେଳ-କୁଦ ପରି ଗତିବିଧିରେ ସମୟ ବ୍ୟତୀତ କରିବା ଉଚିତ | ଆର୍ଥିକ ପରିସ୍ଥିତି ସୁଧୁରିବ | ଋଣ ନେଇଥିବା ବ୍ୟକ୍ତି ଋଣ ସୁଝିପାରେ | ପ୍ରଭାବଶାଳୀ ଓ ମହତ୍ଵପୁର୍ଣ ଲୋକଙ୍କ ସାଙ୍ଗରେ ପରିଚୟ ବଢ଼େୟିବା ପାଇଁ ସାମାଜିକ ଗତିବିଧି ଏକ ଉତ୍ତମ ସୁଯୋଗ ପ୍ରଦାନ କରିବ | ସାବଧାନ ରୁହନ୍ତୁ,କାରଣ ପ୍ରେମରେ ପଡ଼ିବା ଆଜିକା ଦିନରେ ଆପଣଙ୍କ ପାଇଁ ଅନ୍ୟ ବାଧା ସୃଷ୍ଟି କରି ପାରେ |

ଧନୁ ରାଶି
ଆପଣଙ୍କ ବିନମ୍ର ସ୍ଵଭାବକୁ ପସନ୍ଦ କରା ଯିବ ବହୁତ ସାରା ଲୋକ ବିଶେଷ କରିକି ଆପଣଙ୍କ ପ୍ରଶଂସା କରି ପାରନ୍ତି | ଆଜି କୌଣସି ପୁରୁଣା ବନ୍ଧୁ ଆପଣଙ୍କୁ ଆର୍ଥିକ ସହାୟତା ମାଗିପାରେ | କିନ୍ତୁ ତାଙ୍କୁ ସାହାଯ୍ୟ କରିବା ଦ୍ୱାରା ଆପଣଙ୍କ ଆର୍ଥିକ ପରିସ୍ଥିତି ଦୁର୍ବଳ ହୋଇପାରେ | ନିଜ ଘର ଲୋକଙ୍କ ସାଙ୍ଗରେ ସମୟ କାଟନ୍ତୁ | ଆପଣଙ୍କୁ ଆପଣଙ୍କ ପ୍ରେମୀ କିମ୍ବା ପ୍ରେମିକାଙ୍କ ଠୁ ଧୋକା ମିଳି ପାରେ |

ମକର ରାଶି
ମାନସିକ ଚାପ ରହିବା ସତ୍ୱେ ଆପଣଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ | ବିଦେଶ ବା ଦୂରଦେଶରେ ଥିବା ଆପଣଙ୍କର ଜମିଜମା ଭଲ ଦରରେ ବିକ୍ରି ହୋଇପାରେ ଯେଉଁଥିରେ ଆପଣଙ୍କୁ ଭଲ ଲାଭ ହୋଇପାରେ | ପ୍ରେମ ମିଳାମିଶା ଓ ବନ୍ଧନରେ ବୃଦ୍ଧି ହେବ | ପ୍ରେମ ଜୀବନରେ କିଛି ବାଧା ଆସିପାରେ ଓ ଆପଣଙ୍କ ଦାମିକା ଉପହାର ବି ଆଜି ଯାଦୁ କରିବାରେ ବିଫଳ ହେବ |

କୁମ୍ଭ ରାଶି
ଆଜି କୌଣସି ନିକଟ ସମ୍ବନ୍ଧିୟଙ୍କ ସହାୟତାରେ ଆପଣଙ୍କୁ ଅର୍ଥଲାଭ ହୋଇପାରେ | ଘରକୁ ଅଥିତି ଆସିବା କାରଣରୁ ଦିନ ଶୁଭ ଓ ବଢ଼ିଆ କାଟିବ | ପ୍ରେମ ସମ୍ବନ୍ଧରେ ଦାସ ପରି ବ୍ୟବହାର କରନ୍ତୁ ନାହିଁ | ନୂତନ ପରିଯୋଜନା ଓ ଖର୍ଚ୍ଚକୁ ବିଳମ୍ବ କରନ୍ତୁ | ସମୟର ମୂଲ୍ୟ ବିଝିବାକୁ ଚେଷ୍ଟା କରନ୍ତୁ |

ମୀନ ରାଶି
ଉତ୍ତମ ଜିନିଷକୁ ଗ୍ରହଣ କରିବା ପାଇଁ ଆପଣଙ୍କ ମସ୍ତିସ୍କ ଖୋଲା ରହିବ | ଏହି ରାଶିର ଯେଉଁ ବ୍ୟକ୍ତିମାନେ ବିଦେଶରେ ବ୍ୟାପାର କରୁଛନ୍ତି ସେମାନଙ୍କୁ ବିଶେଷ ଭାବରେ ଧନପ୍ରାପ୍ତି ହେବ | କିଛି ଲୋକଁକ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ| ଆପଣ ଆଜିର ଦିନକୁ ନିଜ ଜୀବନରେ କେବେ ବି ଭୁଲିବେନି ଯଦି ଆପଣ ଆଜି ପ୍ରେମରେ ବୁଡି଼ବାର ସୁଯୋଗକୁ ହାଥ-ଛଡ଼ା ନ କରନ୍ତି |

About odisha news

Check Also

ଆଜିର ରାଶିଫଳ : 22 September 2022 ଗୁରୁବାର, କେମିତି କଟିବ ଆଜିର ଦିନ !

ମେଷ ରାଶି ଆଜିକୁ ଆପଣଙ୍କ ପାକହରେ ନିଜ ପାଇଁ ଯଥେଷ୍ଟ ସମୟ ରହିବ ତା ସୁଯୋଗର ଲାଭ ଉଠାନ୍ତୁ ଓ …

Leave a Reply

Your email address will not be published.