Breaking News

ଆଜିର ରାଶିଫଳ 3 November 2022 ଗୁରୁବାର, କେମିତି କଟିବ ଆଜି ଆପଣଙ୍କ ଦିନ |

ମେଷ ରାଶି
ନିଜର ଶରୀରକୁ ସୁସ୍ତ ରଖିବା ପାଇଁ ଆପଣଙ୍କୁ ଆଜି ଖେଳ-କୁଦ ପରି ଗତିବିଧିରେ ସମୟ ବ୍ୟତୀତ କରିବା ଉଚିତ | ଅର୍ଥ କୋଷ ଓ ଯୋଜନାରେ ନିବେଶ କରିବା ଆପଣଙ୍କ ପାଇଁ ଉପକାରି ରହିବ | ଆପଣଙ୍କୁ ନିଜର ଏକା ପରି ଦୈନିକ କାର୍ଯ୍ୟଠୁ ଟିକେ ଛୁଟି ନେଇକି ଆଜି ସ୍ୱନାଗ ମାନଙ୍କ ସହିତ ବୁଲା ବୁଲି କରିବାର ଆବଶ୍ୟକତା ଅଛି | ଆଜି ହେଇ ପାରିକି ପ୍ରଥମ ଦେଖାରେ ହିଁ ଆପଣଙ୍କୁ କେହି ପସନ୍ଦ ଆସିଯିବେ |

ବୃଷ ରାଶି
ପିଲାଙ୍କ ସହିତ ଖେଳିବା ବହୁତ ଉତ୍ତମ ଓ ଶାନ୍ତି ଦେଲା ପରି ଅନୁଭବ ହେବ | ଯଦି ଆପଣ କୌଣସି ବ୍ୟାଙ୍କ ଋଣ ପାଇଁ ଆବେଦନ କରିଥିଲେ ଅଥବା ଅପେକ୍ଷା କରିଥିଲେ ଆଜିର ଦିନରେ ତାହା ଆପଣଙ୍କୁ ମିଳିପାରେ | ଘରର ସଜ-ବାଜ କରିବା ପାଇଁ ଖାଲି ସମୟର ଉପଯୋଗ କରନ୍ତୁ | ଏହା ପାଇଁ ଆପଣ ପରିବାର ଲୋକଙ୍କ ଠୁ ପ୍ରଶଂସା ପାଇବେ |

ମିଥୁନ ରାଶି
ବେକାରର ଚାପ ଓ ଚିନ୍ତା ଜୀବନରୁ ରସ ଚିପୁଡ଼ିକି ଆପଣଙ୍କୁ ପୁର୍ଣ ରୁପେ ଶୋଷି ନିଏ | ଉତ୍ତମ ଏହା ହିଁ କି ଆପଣ ଏହି ଅଭ୍ୟାସକୁ ଛାଡ଼ି ଦିଅନ୍ତୁ, ନହେଲେ ଏହା ଦ୍ଵାରା କେବଳ ଆପଣଙ୍କ ଅସୁବିଧାରେ ବୃଦ୍ଧି ହେବ | ଆଜି ଯଦିବା ଆପଣଙ୍କ ପାଇଁ କୌଣସି ଆର୍ଥିକ ସମସ୍ୟା ନ ଉପୁଜିପାରେ ତଥାପି ଯଦି କୌଣସି ଏମିତି ସମସ୍ୟା ଆସିବା ତାହା ଆପଣ ଆପଣଙ୍କର ପ୍ରତିଭାରେ ସେହି ହାନୀକୁ ଲାଭରେ ପରିବର୍ତ୍ତନ କରିପାରିବେ |

କର୍କଟ ରାଶି
ଯଦି ସମ୍ଭବ ହୁଏ ତାହେଲେ ଲମ୍ବା ଯାତ୍ରା କରନ୍ତୁ ନାହିଁ, କାରଣ ଲମ୍ବା ଯାତ୍ରା ପାଇଁ ଏବେ ଆପଣ ଦୁର୍ବଳ ଅଛନ୍ତି ଓ ଯାତ୍ରା କଲେ ଦୁର୍ବଳତା ଆହୁରି ବଢ଼ିବ | ଆଜି ଆପଣ ବିନା କୌଣସି ସହାୟତାରେ ଧାନ ଅର୍ଜନ କରିପାରିବେ |ଆଜି ରାତିରେ ଆପଣଙ୍କୁ ଆପଣଙ୍କର ଦେଇଥିବା ଧନ ମିଳିବାର ସମ୍ଭାବନା ଅଛି | ଆଜି ପୁରା ପରିବାର ଏକାଠି ହୋଇ ଆପଣକୁ ପ୍ରଶଂସା କରିବେ|

ସିଂହ ରାଶି
ଭାବିବା ଆଗରୁ ଦୁଇ ଥର ଭାବନ୍ତୁ | ଅଜାଣତରେ ଆପଣ କାହାର ଚିନ୍ତାଧାରାକୁ ଆହତ କରି ପାରିବେ | ଆଜି କୌଣସି ନିକଟ ସମ୍ପର୍କୀୟଙ୍କ ସହିତ ଝଗଡା ହୋଇପାରେ, ଯାହାଦ୍ୱାରା ମାମଲା କୋର୍ଟ କଚେରୀ ପର୍ଯ୍ୟନ୍ତ ଯାଇପାରେ ଓ ଆପଣଙ୍କର ଅନାବଶ୍ୟକ ଭାବରେ ଗୁଡ଼େ ଖର୍ଚ୍ଚ ହୋଇପାରେ | ସାଙ୍ଗ ଓ ପରିବାର ଲୋକଙ୍କ ସହିତ ଆନନ୍ଦରେ ସମୟ କଟିବ |

କନ୍ୟା ରାଶି
ଶାରୀରିକ ଓ ମାନସିକ ଲାଭ ପାଇଁ ଧ୍ୟାନ ଓ ଯୋଗ ଅତି ଉପକାରୀ ଅଟେ | ଆପଣ କେବେ ଧନର ମହତ୍ୱ ବୁଝି ନାହାନ୍ତି, କିନ୍ତୁ ଆଜି ଆପଣ ତାହା ବୁଝିପାରିବେ ଯେତେବେଳେ ଆପଣଙ୍କୁ ବହୁତ ଧନର ଆବଶ୍ୟକତା ହେବ କିନ୍ତୁ ଆପଣଙ୍କ ପାଖରେ ଧନ ନ ଥିବ | ପିଲା ମାନେ ଆଜି ଧ୍ୟାନ ଆକର୍ଷିତ କରିବାକୁ ଚେଷ୍ଟା କରିବେ – କିନ୍ତୁ ଆପଣଙ୍କୁ ସହଯୋଗ ମଧ୍ୟ ଦେବେ |

ତୁଳା ରାଶି
କାର୍ଯ୍ୟସ୍ଥଳୀ ରେ ବରିଷ୍ଠଙ୍କ ଠାରୁ ଚାପ ଓ ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇ ପାରେ – ଯାହାକି କାର୍ଯ୍ୟରେ ଆପଣଙ୍କର ଏକାଗ୍ରତା ଭଙ୍ଗ କରି ପାରେ | ଆଜି ଆପଣ ଅର୍ଥ ସମ୍ବନ୍ଧୀୟ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ଯେଉଁଥିରୁ ବାହାରିବା ପାଇଁ ପୀତା ଅଥବା ପୀତାତୁଲ୍ୟ କୌଣସି ବ୍ୟକ୍ତିଙ୍କର ସହାୟତା ନେବେ | ନିଜ ଦିନର ଯୋଜନା ଭାବି ଚିନ୍ତିକି ନସ୍ପତି ନିଅନ୍ତୁ |

ବିଛା ରାଶି
ଆପଣ ଖୁବ ଶୀଘ୍ର ଲମ୍ବା ସମୟରୁ ଚାଲି ଆସୁଥିବା ରୋଗରୁ ଉଭରି ଆସିବେ ଓ ପୁର୍ଣ ରୂପରେ ସୁସ୍ଥ ହୋଇ ପାରନ୍ତି | କିନ୍ତୁ ଏମିତି ସ୍ୱାର୍ଥୀ ଓ ରାଗି ଲୋକଠୁ ନିଜକୁ ରକ୍ଷା କରନ୍ତୁ, ଯିଏ କି ଆପଣଙ୍କୁ ଚାପ ଦେଇ ପାରେ ଓ ଆପଣଙ୍କ ଅସୁବିଧାରେ ବୃଦ୍ଧି କରି ପାରେ | ଯଦି ଆପଣ ଭ୍ରମଣ କରିବାକୁ ବାହାରକୁ ଯାଉଛନ୍ତି ତେବେ ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ କାରଣ ଚୋରି ହେବାର ଅନେକ ସମ୍ଭାବନା ଅଛି |

ଧନୁ ରାଶି
ଯେମିତି ଲୁଣ ଖାଦ୍ୟକୁ ସ୍ୱାଦିଷ୍ଠ ବନାଏ, ସେଇ ପ୍ରକାର ଟିକେ ଦୁଃଖ ବି ଜୀବନରେ ନିହାତି ଦରକାର ଓ ତେବେ ହିଁ ସୁଖର ପ୍ରକୃତ ମୂଲ୍ୟ ଜଣା ପଡ଼ିବ | ଉଦାସ ଅର୍ଥ ଅବସ୍ଥା ଯୋଗୁଁ କିଛି ମହତ୍ୱପୂର୍ଣ୍ଣ କାର୍ଯ୍ୟରେ ଅବରୋଧ ଆସି ପାରେ | ଘନିଷ୍ଠ ବନ୍ଧୁ ଓ ଭାଗିଦାର ଆପଣଙ୍କ ଠୁ ରୁଷ୍ଟ ହୋଇ ଆପଣଙ୍କ ଜୀବନରେ ଅସୁବିଧାରେ ବୃଦ୍ଧି ଆଣି ପାରିବେ |

ମକର ରାଶି
ଯଦି ଆପଣ ବହୁତ ବେଶୀ ଚାପ ଅନୂଭଵ କରୁଛନ୍ତି, ତାହେଲେ ପିଲାଙ୍କ ସହିତ ସମୟ ବିତାନ୍ତୁ | ତାଂକର ପ୍ରେମରେ ଭରା ଆଲିଂଗନ ଓ ନିରୀହତା ହସ ଆପଣଙ୍କ ସବୁ ଅସୁବିଧାକୁ ଶେଷ କରି ଦେବ | ଯଦପି ଆପଣଙ୍କ ଆର୍ଥିକ ସ୍ତିଥିରେ ସୁଧାର ଆସିବ, ତଥାପି ପଇସା ଅବିରତ ପାଣି ପରି ବୋହି ଯିବ ଓ ଆପଣଙ୍କ ଯୋଜନାରେ ବାଧା ସ୍ତୃଷ୍ଟି କରି ପାରିବେ |

କୁମ୍ଭ ରାଶି
ଯଦି ଆଜି ବାହାରକୁ ଯିବାର ଯୋଜନା ଅଛି ତାହେଲେ ଆଜି ବହୁତ ହସ ଖୁସିରେ ସବୁ କିଛି କଟିବ | ଆଜି ଏହି ରାଶିର କିଛି ବେରୋଜଗାର ଲୋକମାନଙ୍କପାଇଁ ଶୁଭ ଅଟେ,କାରଣ ଆଜି ସେମାନଙ୍କୁ ଚାକିରୀ ମିଳିପାରେ ଯାହାଦ୍ୱାରା ସେମାନଙ୍କର ଆର୍ଥିକ ଅବସ୍ଥା ସୁଧୁରିବ | ଆପଣଙ୍କ ପିଲା ମାନେ ନିଜ ଭବିଷ୍ୟ ବିଷୟରେ ଯୋଜନା କରିବା ଜାଗାରେ ବାହାରେ ବେଶୀ ସମୟ କାଟିବେ, ଯାହା କାରଣରୁ ଆପଣ ନିରାଶ ହୋଇ ପାରନ୍ତି |

ମୀନ ରାଶି
ନିଜର ଖାଦ୍ୟ ଉପରେ ନିୟନ୍ତ୍ରଣ ରକଃନ୍ତୁ ଓ ସୁସ୍ତ ରହିବା ପାଇଁ ନିୟମିତ ବ୍ୟୟାମ କରନ୍ତୁ | ଅର୍ଥକୁ ନେଇ କୌଣସି ନିବେଶ କରିବା ଆଗରୁ ଭାବି ଚିନ୍ତି ଆଗକୁ ବଢନ୍ତୁ | ପୁରା ସନ୍ଧ୍ୟା ସାଙ୍ଗ ମାନଙ୍କ ସାଙ୍ଗରେ ଖୁସିରେ କଟିବ ତାହା ସହ ଯାତ୍ରା କରିବାର ଯୋଜନା ବି କରି ପାରନ୍ତି | ଆଜି ହୋଇ ପାରେ କି ଆପଣ ଆପଣଙ୍କ ପ୍ରିୟଙ୍କୁ ଟଫି ଓ ଚକଲେଟ ବେଭାର ଦିଅନ୍ତୁ |

About odisha news

Check Also

ଆଜିର ରାଶିଫଳ 25 November 2022 ଶୁକ୍ରବାର, କେମିତି କଟିବ ଆଜି ଆପଣଙ୍କ ଦିନ |

ମେଷ ରାଶି ନୀତି ଦିନ ବ୍ୟାୟାମ କରନ୍ତୁ ଓ ନିଜ ଶରୀର ଉପରେ ଧ୍ୟାନ ଦିଅନ୍ତୁ , ତାହା କଲେ …

Leave a Reply

Your email address will not be published.