Breaking News

ଆଜିର ରାଶିଫଳ : 26 ମେ 2022 ଗୁରୁବାର କେମିତି କଟିବ ଆଜିର ଦିନ !

ମେଷ ରାଶି
ଆଜି ଦିନଟା କ୍ରୀଡ଼ାରେ ଭାଗ ନେବା ପାଇଁ ଅଂତୀ ଉତ୍ତମ ରହିବ, କାରଣ ଚିର ଦିନ ପାଇଁ ଯୌବନ ଅବସ୍ଥାରେ ରହିବାର ରହସ୍ୟ ଏହା ହି | ଆପଣଙ୍କ ଅବାସ୍ତବ ଯୋଜନା କୌଣସି ଅସୁବିଧାରେ ପକେଇ ପାରେ | ପଇସାକୁ ନେଇ ପରିବାରର ସଦସ୍ୟମାନଙ୍କ ମାଦ୍ୟରେ ମତଭେଦ ହୋଇପାରେ | ଆପଣ ସେମାନଙ୍କ ସହିତ କଥାବାର୍ତ୍ତା ହୋଇ ସଭିଙ୍କୁ ସ୍ପଷ୍ଟବାଦୀ ବେବାପାଇଁ ଉପଦେଶ ଦେବା ଉଚିତ |

ବୃଷ ରାଶି
ଖୁବ ସାରା ଆତ୍ମବିଶ୍ୱାସ ଓ ସହଜ କାମ ଯୋଗୁଁ ଆପଣଙ୍କୁ ଆରାମ କରିବା ପାଇଁ ପର୍ଯ୍ୟାପ୍ତ ସମୟ ମିଳିବ | ଆଜି କୌଣସି ଜମିଜମାରେ ଅର୍ଥ ନିବେଶ କରନ୍ତୁ ନାହିଁ , ଆପଣଙ୍କ ପାଇଁ ଘାତକ ସିଦ୍ଧ ହୋଇପାରେ | ପରିବାର ଲୋକ ସହଯୋଗ ଦେବେ,କିନ୍ତୁ ସେମାନେ ବହୁତ ସାରା ଦାବି କରିବେ | ନିଜ କଥାକୁ ଠିକ ପ୍ରମାଣିତ କରିବା ପାଇଁ ଆପଣ ଆପଣଙ୍କ ସହଭାଗୀଙ୍କ ସହିତ ଯୁକ୍ତି ତର୍କ ଅଥବା ଝଗଡ଼ା କରିପାରନ୍ତି, କିନ୍ତୁ ଆପଣଙ୍କ ସହଭାଗୀଙ୍କ ବୁଝାମଣା ସହିତ ଆପଣଙ୍କୁ ଶାନ୍ତ କରିଦେବେ |

ମିଥୁନ ରାଶି
ଆଖ-ପାଖ ଲୋକଙ୍କ ସହଯୋଗ ଆପଣଙ୍କୁ ସୁଖଦ ଅନୁଭୂତି ଦେବ | ଆପଣ ଯଦି ଆଜି ଆପଣଙ୍କ ସାଙ୍ଗମାନଙ୍କ ସହିତ ବାହାରକୁ ବୁଲିବାପାଇଁ ଯାଉଛନ୍ତି ତେବେ ସାବଧାନ ହୋଇ ରହିବେ , ନଚେତ ଅଯଥା ଅପବ୍ୟୟ ସହିତ ଅର୍ଥ ହାନିର ସମ୍ଭାବନା ଅଛି | ଆଜି ସାଙ୍ଗ ମାନଙ୍କଠୁ ଅନପେକ୍ଷିତ ଉପହାର ମିଳି ପାରେ | ଆପଣଙ୍କ ଦାମିକା ଉପହାର ବି ଆପଣଙ୍କ ପ୍ରିୟର ଚେହେରାରେ ଖୁସି ଆଣିବାରେ ଅସଫଳ ହେବେ,କାରଣ ତାହା ତାଙ୍କୁ ଟିକେ ବି ପ୍ରଭାବିତ କରିବ ନାହିଁ |

କର୍କଟ ରାଶି
ଆପଣ କୌଣସି ପୁରୁଣା ରୋଗଠୁ ମୁକ୍ତି ପାଇବେ | ଅର୍ଥ ଅବସ୍ଥାରେ ବୃଦ୍ଧି କରିବା ପାଇଁ ଚିଂହା ଲୋକଙ୍କଠୁ ନୂଆ ସ୍ରୋତ ମିଳି ପାରେ | ସନ୍ଧ୍ୟା ବେଳକୁ ସାଙ୍ଗ ସାଥୀଙ୍କ ସହିତ ସମୟ କାଟିବା ଆନନ୍ଦ ଦେବ | ପ୍ରତି ଦିନ ନୂଆ ପ୍ରେମରେ ପଡ଼ିବାର ଆପଣଙ୍କର ସ୍ଵଭାବକୁ ପରିବର୍ତନ କରନ୍ତୁ | ଚାକିରୀ ବଦଳ କରିବା ଲାଭକାରୀ ପ୍ରମାଣିତ ହେବ | ଆପଣ ନିଜର ବର୍ତମାଆଙ ଚାକିରୀକୁ ଛାଡ଼ିକି କୌଣସି ନୂତନ କ୍ଷେତ୍ରରେ ଯେମିତିକି ମାର୍କେଟିଙ୍ଗ ଇତ୍ୟାଦିଏ ଯାଇ ପାରିବେ, ଯାହା ଆପଣଙ୍କ ପାଇଁ ଭଲ ରହିବ |

ସିଂହ ରାଶି
କିଛି କୌତୁହଳଜନଙ୍କ ପଢ଼ିକି ଟିକେ ମାନସିକ ବ୍ୟୟାମ କରନ୍ତୁ | ଅଧିକ ଧନକୁ ଭୂସମ୍ପତିର ନିବେଶ କରା ଯିବା ଲାଭକାରୀ ରହିବ | ଯେଉଁ ଲୋକ ମାନଙ୍କୁ ଆପଣ ପସନ୍ଦ କରନ୍ତି, ସେମାନଙ୍କୁ ଉପହାର ଦେବା-ନେବା ପାଇଁ ଅତି ଶୁଭ ଦିନ ଅଟେ | ଆଜି ଆପଣ ଆପଣଙ୍କ ସର୍ବପ୍ରିୟ ସାଙ୍ଗକୁ ମନେ ପକେଇବେ ଓ ତାଙ୍କର ଅନୁପସ୍ଥିତିକୁ ଅନୁଭବ କରିବେ | ବ୍ୟବସାୟୀ ମାନଙ୍କ ପାଇଁ ଉତ୍ତମ ଦିନ ଅଟେ |

କନ୍ୟା ରାଶି
ଗର୍ଭବତୀ ମହିଳା ମାନଂକ ପାଇଁ ସାବଧାନ ରହିବା ଅତି ଆବଶ୍ୟକ | ଆପଣ ଆଜି ଭଲ ଟଙ୍କା ରୋଜଗାର କରିବେ କିନ୍ତୁ ଖର୍ଚ୍ଚ ବଢ଼ିବା ଯୋଗୁଁ ସଂଚୟ କରି ପାରିବେ ନାହିଁ | ପ୍ରଭାବଶାଳୀ ଓ ମହତ୍ଵପୁର୍ଣ ଲୋକଙ୍କ ସାଙ୍ଗରେ ପରିଚୟ ବଢ଼େୟିବା ପାଇଁ ସାମାଜିକ ଗତିବିଧି ଏକ ଉତ୍ତମ ସୁଯୋଗ ପ୍ରଦାନ କରିବ | ପ୍ରେମ ଜୀବନରେ ଆଶାର ନୂତନ କିରଣ ଆସିବାର ସମ୍ଭାବନା ଅଛି |

ତୁଳା ରାଶି
ଆଜିର ମନୋରଞ୍ଜନରେ ବାହାର ଗତିବିଧି ଓ କ୍ରୀଡ଼ାକୁ ବି ସମଷ୍ଟିରେ କରିବା ଉଚିତ | ଆପଣ ନିଜେ ଜାଣି ଛନ୍ତି କି ଲୋକ ମାନେ ଆପଣଙ୍କଠୁ କଣ ଆଶା କରୁଛନ୍ତି – ତେଣୁ ଅଯଥାରେ ବେଶୀ ଖରଚ କରନ୍ତୁ ନାହିଁ | ବନ୍ଧୁ ବାନ୍ଧବ ମାନଙ୍କ ଠୁ ସହଯୋଗ ମିଳିବ ଓ ମନର ବୋଝ ଠୁ ନିଜାତ ମିଳିବ | ପ୍ରେମୀ ଦୁହେଁ-ଦୁହିଁଙ୍କ ପାରିବାରିକ ଭାବନାକୁ ବୁଝିବେ | ପୁରୁଣା ଯୋଜନାକୁ କାର୍ଯ୍ୟକାରୀ କରିବା ଓ ନୂତନ ଯୋଜନାକୁ ଆରମ୍ଭ କରିବା ପାଇଁ ଉତ୍ତମ ଦିନ |

ବିଛା ରାଶି
ଗର୍ଭବତୀ ମହିଳା ମାନଙ୍କ ଚଲା-ବୁଲା କଲା ସମୟରେ ବିଶେଷ ଧ୍ୟାନ ରଖିବାର ଆବଶ୍ୟକତା ଅଛି | ଯଦି ସମ୍ଭବ ତା ଏମିତି ଲୋକଙ୍କ ଠୁ ଦୁରେଇ ରୁହନ୍ତୁ ଯେଉଁ ମାନେ ସିଗାରେଟ ଟାଣନ୍ତି,କାରଣ ଏହା କାରଣରୁ ନବଜାତ ଶିଶୁକୁ ବିପଦ ହୋଇ ପାରେ | ଆଜି ଆପଣଙ୍କୁ ଅର୍ଥ ସମ୍ପର୍କ ଅସୁବିଧା ଆସି ପାରେ – ଆପଣ ଆଜି ଅଧିକ ଖର୍ଚ୍ଚ କରିବେ କିମ୍ବା ପର୍ସ ହଜେଇ ଦେବେ- ତେଣୁ ଦାୟୀତ୍ଵହୀନ ନ ହୋଇ ଜାଗୃତ ରୁହନ୍ତୁ |

ଧନୁ ରାଶି
ନୀତି ଦିନ ବ୍ୟାୟାମ କରନ୍ତୁ ଓ ନିଜ ଶରୀର ଉପରେ ଧ୍ୟାନ ଦିଅନ୍ତୁ , ତାହା କଲେ ଖୁସି ଅନୁଭବ କରିବେ | ଯେଉଁମାନେ ବିନା ଚିନ୍ତାରେ ଅର୍ଥ ଖର୍ଚ୍ଚ କରନ୍ତି , ସେମାନଙ୍କୁ ଆଜି ଅର୍ଥର ଆବଶ୍ୟକତା ପଡ଼ିପାରେ ଏବଂ ଆଜି ଆପଣ ଆବଶ୍ୟକତା ସମୟରେ ଅର୍ଥର ମହତ୍ୱ ବୁଝିପାରିବେ | ଘର ପଟୁ ଅସୁବିଧା ବଢି ବଢି ଚାଲିବ ତେଣୁ ଭାବି ଚିନ୍ତିକି କଥା ବାର୍ତା କରନ୍ତୁ | ଆଜି ଆପଣଙ୍କ କାରଣରୁ ଚାରି ଆଡେ ପ୍ରେମ ହିଁ ପ୍ରେମ ବ୍ୟାପିବ |

ମକର ରାଶି
ଆପଣଙ୍କ ସବୁଠୁ ବଡ ସ୍ବପ୍ନ ସତରେ ବଦଳି ପାରେ | କିନ୍ତୁ ନିଜର ଉତ୍ସହାକୁ ନିଅତ୍ରଣରେ ରଖନ୍ତୁ, କାରଣ ଅତି ଖୁସି ହେଵାଭି ବିପଦ ସ୍ତୃଷ୍ଟି କରି ପାରେ | ଆଜି ଦିନ ଶେଷ ହେବା ବେଳକୁ ଆର୍ଥିକ ବୃଦ୍ଧି ହାଇ ପାରେ| ପାରିବାରିକ କାର୍ଯ୍ୟ ଓ ଲମ୍ବା ସମୟରୁ ପଡ଼ି ଥିବା କାର୍ଯ୍ୟକୁ ସାରିବା ପାଇଁ ଆଜି ଦିନଟା ଉତ୍ତମ ଅଟେ | ପ୍ରେମ ସମ୍ପର୍କରେ କୌଣସି ପ୍ରକାରର ଚାପ ପକେଇବାକୁ ଚେଷ୍ଠା କରନ୍ତୁ ନାହିଁ |

କୁମ୍ଭ ରାଶି
ଚଣା-ଛଣି କାଧ୍ୟ ଖେଇବାଠୁ ପରିହାର କରନ୍ତୁ | ଆର୍ଥିକ ଅବସ୍ଥାରେ ସୁଧାର ଆସିବା ଯୋଗୁ ବହୁତ ସମୟରୁ ରହି ୟାଇଥିବା ବିଲ୍ଲ ଓ ରୁଣ ସୁଝିପାରିବେ | ଆଜି ନିଜ ଘରର ସାଜ-ସଜ୍ଜାରେ ସମୟ କଟେଇ ପାରନ୍ତି | ଆପଣ ଆପଣଙ୍କ ଜୀବନ ସାଥୀଙ୍କ ସହିତ କୋଉଠିକି ବୁଲା ବୁଲି କରି ନିଜର ପ୍ରେମ ଜୀବନରେ ନୂତନ ଉର୍ଜା ଭାରି ପାରିବେ | ଆପଣଙ୍କର କୌଣସି ପୁରୁଣା କାମପାଇଁ ଆଜି ଆପଣ ପ୍ରସଂଶିତ ହେବେ | ଚାକିରୀରେ ପ୍ରୋତ୍ସାହନ ମିଳିପାରେ |

ମୀନ ରାଶି
ଆପଣଙ୍କ ବ୍ୟକ୍ତିଗତ ସମସ୍ୟା ମାନସିକ ସାନ୍ତିକୁ ଭଙ୍ଗ କରି ପାରେ | ମାନସିକ ଚାପି ଠୁ ରକ୍ଷା ପାଇବା ପାଇଁ କିଛି କୌତୁହଳଜନକ ଓ ଭଲ ପଢ଼ନ୍ତୁ | ଆଜି ଆପଣଙ୍କ ଘରେ କୌଣସି ସମାରୋହ ପାଇଁ ଆପଣଙ୍କୁ ବହୁତ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ ଯେଉଁଥିପାଇଁ ଆପଣଙ୍କର ଆର୍ଥିକ ସ୍ଥିତି ବିଗିଡି ଯାଇପାରେ | ଯଦି କଥାବାର୍ତା ଓ ଚର୍ଚ୍ଚା ଆପଣଙ୍କ ହିସାବରେ ନ ହୁଏ, ତାହେଲେ ଆପଣ ରାଗରେ କଡ଼ା କଥା କହି ପାରନ୍ତି |

About odisha news

Check Also

ଆଜିର ରାଶିଫଳ : 28 jun 2022 ମଙ୍ଗଳବାର କେମିତି କଟିବ ଆଜିର ଦିନ !

ମେଷ ରାଶି ଆଜି ଦିନଟା ଆରାମ କରିବା ପାଇଁ ଅତି ଆବଶ୍ୟକ ପ୍ରମାଣିତ ହେବ କାରଣ ଆପଣ କିଛି ଦିନରୁ …

Leave a Reply

Your email address will not be published.