Breaking News

ଏହି ହିରୋଇନ କୁ ବିବାହ କରିବାକୁ ଯାଉଛନ୍ତି କୁଆଁରୀ ବୋହୂ ସିରିଏଲ ର ହିରୋ ସାଇ

ହଁ ବନ୍ଧୁ ଆପଣ ମାନେ ଦେଖିଥିବେ ତରଙ୍ଗ ଚ୍ୟାନେଲ ରେ ପ୍ରସାରିତ ହେଉଥିବା ଓଡ଼ିଆ ସିରିଏଲ କୁଆଁରୀ ବୋହୂ। ଯେଉଁ ଶୀରିଏଲ୍ କି ଓଡ଼ିଶା ର ନମ୍ବର ୱାନ ଧାରା ବାହୀକ ନୂଆ ବୋହୂ । କୁଆଁରୀ ବୋହୂ ରେ ଅଭିନୟ କରୁଥିବା ସାଇ ଆପଣ ମାନେ ସମସ୍ତେ ଜାଣିଥିବେ । ତାଙ୍କର ଜବରଦସ୍ତ ଅଭିନୟ ଲୋକ ମାନ ଙ୍କୁ ବହୁତ୍ ପସନ୍ଦ ଆସିଛି । କୁଆଁରୀ ବୋହୂ ଧାରା ବାହୀକ ରେ ଅଭିନୟ କରି ସେ ବର୍ତ୍ତମାନ ଚର୍ଚ୍ଚା ରେ ।

ତାଙ୍କ ଅଭିନୟ ଫଳ ରେ ସେ ଲୋକ ପ୍ରିୟ ହୋଇପାରିଛନ୍ତି ଏବଂ ସାଇ ଙ୍କ ଜବରଦସ୍ତ ଅଭିନୟ ଫଳ ରେ ଆଜି କୁଆଁରୀ ବୋହୂ ନମ୍ବର ୱାନ ହୋଇ ପାରିଛି । ସାଇ ଙ୍କ ଅଭିନୟ ଯାଦୁ ରେ ଲୋକ ମାନ ଙ୍କୁ ବାନ୍ଧି ରଖିଛନ୍ତି । ସାଇ ଆଗାମୀ ଦିନରେ ବିବାହ ବନ୍ଧନ ରେ ବାନ୍ଧି ହବା କୁ ଯାଉଛନ୍ତି । ସେ କାହାକୁ ବିବାହ କରୁଛନ୍ତି ଆପଣ ଜାଣିଛନ୍ତି କି ଯଦି ଜାଣି ନାହାନ୍ତି ତାହାଲେ ଆମେ ଜଣେଇବୁ ଆମର ଏହି ପେଜ ମାଧ୍ୟମରେ। ହଁ ବନ୍ଧୁ କୁଆଁରୀ ବୋହୂ ଅଭିନେତା ସାଇ ଆଗାମୀ ଦିନରେ ବିବାହ ବନ୍ଧନ ରେ ବାନ୍ଧି ହବାକୁ ଯାଉଛନ୍ତି । ସାଇ ସାରା ଙ୍କୁ ଭଲ ପାଉଛନ୍ତି

 

ଆଉ ଆପଣ ମାନେ ନିଶ୍ଚୟ ଜାଣିଥିବେ ସାରା ଙ୍କୁ ସେ ଅନେକ ଧାରାବାହିକ ରେ ଜବରଦସ୍ତ ଅଭିନୟ କରିଥିବାର ଦେଖିଥିବେ ଓ ସେ ବର୍ତମାନ ମଞ୍ଜରୀ ଟିଭି ର ଏକ ଧାରାବାହିକ ରେ ଅଭିନୟ କରୁଛନ୍ତି । ସାଇ ଓ ସାରା ଦୁହେଁ ଦୁହିଁଙ୍କୁ ଭଲ ପାଆନ୍ତି ଯାହାକି ଦୁହେଁ ବହୁତ୍ ସାରା ଫଟୋ ନିଜର ସୋସିଆଲ ମିଡ଼ିଆ ଆକାଉଣ୍ଟ୍ ରେ ପୋଷ୍ଟ କରି ଜଣାଇଛନ୍ତି ଯେ ଦୁହେଁ ଦୁହିଁଙ୍କୁ ଭଲ ପାଆନ୍ତି ଓ ଆଗାମୀ ଦିନରେ ବିବାହ ବନ୍ଧନ ରେ ବାନ୍ଧି ହବା କୁ ଯାଉଛନ୍ତି ।

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ବର୍ଷା (Varsha) ଅନୁଭବ (Anubhav) ଙ୍କ ଠାରୁ ଅଲଗା ହେବା ପରେ ତାଙ୍କର ଅବସ୍ଥା ଏବେ ଏମିତି, ଦେଖିଲେ ଆଖି ଓଦା ହୋଇଯିବେ – ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ମାନେ ସୋସିଆଲ …

Leave a Reply

Your email address will not be published. Required fields are marked *