Breaking News

ଦେଖନ୍ତୁ , ନୂଆଘର ଓ ନୂଆଗାଡି କିଣିଲେ କୁଆଁରୀ ବୋହୁ ସିରିଏଲର ବର୍ଷା

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଟିଭି ସିରିଏଲରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ନିଶ୍ଚୟ ଦେଖିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ଅଭିନୟ ପାଇଁ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ରୁହନ୍ତି । ବନ୍ଧୁଗଣ ଆଜିଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀଙ୍କ ବିଷୟରେ କହିବାକୁ ଯାଉଛୁ ସେ ଏହି କିଛି ଦିନ ହେବ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ଅଛନ୍ତି ।

 

ଯଦି ଆପଣମାନେ ଓଡ଼ିଆ ଧାରାବାହିକ ଦେଖିବାକୁ ପସନ୍ଦ କରୁଥିବେ ତେବେ ଆପଣମାନେ ତରଙ୍ଗରେ ପ୍ରସାରିତ ହେଉଥିବା କୁଆଁରୀ ବୋହୁ ଧାରାବାହିକ ବିଷୟରେ ନିଶ୍ଚୟ ଜାଣିଥିବେ |ତେବେ ଏଥିରେ ଏକ ମୁଖ୍ୟ ଭୂମିକାରେ ଅଭିନୟ କରୁଥିବା ଅଭିନେତ୍ରୀ ବର୍ଷା ବର୍ତ୍ତମାନ ତାଙ୍କ ଅଭିନୟ ବଳରେ ବହୁତ ଲୋକ ପ୍ରିୟତା ହାସଲ କରିଛନ୍ତି |ତେବେ ସେ ଏବେ ଏହି ଧାରାବାହୀକ ମାଧ୍ୟମରେ ବର୍ତ୍ତମାନ ଘରେ ଘରେ ପରିଚିତ ଅଟନ୍ତି |ବର୍ତ୍ତମାନ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଳିଗିଛି ଯେଉଁଥିରେ ସେ ନିଜର ନୂତନ ଗୃହର ପୂଜା କରୁଛନ୍ତି ଏବଂ ଏକ ନୂଆ ଗାଡି ମଧ୍ୟ କିଣିଛନ୍ତି |

ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About mahendra kumar

Check Also

ପ୍ରଥମଥର ନିଜ ବୟ ଫ୍ରେଣ୍ଡଙ୍କ ସହ ଲିପି (Lipi) କଲେ ଏମିତି ଖେଳ! ଭିଡିଓ ଦେଖନ୍ତୁ

ଦର୍ଶକ ବନ୍ଧୁ ଆପଣ ମାନେ ଲିପି ଙ୍କୁ ନିଶ୍ଚୟ ଜାଣିଥିବେ ସେ ତରଂଗ ଟିଭି ରେ ପୂର୍ବ ରୁ ପ୍ରସାରିତ …

Leave a Reply

Your email address will not be published. Required fields are marked *