Breaking News

ଆଜିର ରାଶିଫଳ : 08 ମାର୍ଚ୍ଚ 2022 ମଙ୍ଗଳବାର କେମିତି କଟିବ ଆଜିର ଦିନ |

ମେଷ ରାଶି
ଗର୍ଭବତୀ ମହିଳା ମାନଙ୍କ ପାଇଁ ଦିନ ଭଲ ନାହିଁ | ଚଲା-ବୁଲା ସମୟରେ ସାବଧାନ ରହିବା ଆବଶ୍ୟକ | ଏହି ରାଶିର ଯେଉଁ ବ୍ୟକ୍ତିମାନେ ବିଦେଶରେ ବ୍ୟାପାର କରୁଛନ୍ତି ସେମାନଙ୍କୁ ବିଶେଷ ଭାବରେ ଧନପ୍ରାପ୍ତି ହେବ | କିଛି ଲୋକଁକ- ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ| ଆଜି ଉତେଜିତ ରହିବେ କାରଣ ଆପଣଙ୍କ ପ୍ରିୟ ଆଜି ଫୋନ କରି ପାରନ୍ତି |

ବୃଷ ରାଶି
ଆପଣଙ୍କର ଅଭଦ୍ର ବ୍ୟବହାର ଆପଣଙ୍କ ଜୀବନସାଥିଙ୍କର ମୂଦ୍ ଖରାପ କରି ପାରେ | ଆପଣଙ୍କୁ ବୁଝିବା କଥା କି କାହାର ଅସମ୍ମାନ ଓ ଗଭୀରତାରେ ନ ନେବା ସମ୍ପର୍କରେ ଦୂରତା ଆଣି ପାରେ | ବ୍ୟାପାରରେ ଲାଭ ଆଜି ବହୁତ ବ୍ୟପାରୀଙ୍କ ଚେହେରାରେ ଖୁସି ଆଣିପାରେ | ସମସ୍ତଙ୍କୁ ଭୋଜିରେ ଆମନ୍ତ୍ରଣ କରନ୍ତୁ |କାରଣ ଆପଣଙ୍କ ପାଖରେ ଯଥେଷ୍ଟ ଉର୍ଜା ଅଛି,ଯାହା ଆପଣଙ୍କୁ ପାର୍ଟି କିମ୍ବା ଆୟୋଜନ କରିବା ପାଇଁ ଅନୁପ୍ରେରିତ କରିବ |

ମିଥୁନ ରାଶି
ବର୍ତମାନ ଘଟୁଥିବା ଘଟଣା କାରଣରୁ ଆପଣଙ୍କ ମନ ଅସ୍ଥିର ହୋଇ ପାରେ | ଶାରୀରିକ ଓ ମାନସିକ ଲାଭ ପାଇଁ ଧ୍ୟାନ ଓ ଯୋଗ ଲାଭକାରୀ ପ୍ରମାଣିତ ହେବ | ବହୁତ ଦିନରୁ ଅଟକିଥିବା ଧନ ଶେଷରେ ଆପଣଙ୍କୁ ମିଳିବ | ଯେଉଁ ଲୋକ ମାନଙ୍କ ସହିତ ଆପଣଙ୍କ ବହୁତ କାମ ଦେଖା ସାକ୍ଷାତ ହୁଏ ତାଙ୍କ ସହିତ କଥା ବାର୍ତା ହେବା ପାଇଁ ଆଜି ଉତ୍ତମ ଦିନ ଅଟେ |

କର୍କଟ ରାଶି
ଆପଣଙ୍କୁ ଲମ୍ବା ସମୟରୁ ଅନୁଭବ ହୋଉ ଥିବା ଥକା ଓ ମାନସିକ ଚାପି ଠୁ ଆରାମ ମିଳିବ | ଏଇ ଅସୁବିଧାଠୁ ସ୍ଥାଇ ନିଜାତ ପାଇବା ପାଇଁ ଜୀବନ ଶୈଳୀରେ ପରିବର୍ତନ ଆଣିବା ପାଇଁ ଉଚିତ ସମୟ ଅଛି | ଯେଉଁମାନେ ଅକାରଣରେ ପଇସା ଖର୍ଚ୍ଚ କରନ୍ତି ସେମାନେ ଆଜି ବୁଝିପାରିବେ ଜୀବନରେ ପଇସା କେତେ ଆବଶ୍ୟକ କାରଣ ଆଜି ଯତେବେଳେ ଅଚାନକ ଆପଣଙ୍କୁ ପଇସା ଆବଶ୍ୟକ ପଡ଼ିବ କିନ୍ତୁ ଆପଣଙ୍କ ପାଖରେ ପଇସା ନଥିବ |

ସିଂହ ରାଶି
ଗର୍ଭବତୀ ମହିଳା ମାନଂକ ପାଇଁ ଦିନ ଭଲ ନାହିଁ | ଚଲା-ବୁଲା ସମୟରେ ସାବଧାନ ରହିବା ଆବଶ୍ୟକ | ଆପଣଙ୍କ ବଦଖର୍ଚ୍ଚ ପାଇଁ ଆଜି ଆପଣଙ୍କ ପିତା ମାତା ଆପଣଙ୍କ ଉପରେ କ୍ରୋଧ ହୋଇପାରନ୍ତି |ଯଦି ଆପଣ ଘରୁ ବାହାରେ ହଷ୍ଟେଲ ରେ ପଢ଼ିବା ପାଇଁ ରହୁଛନ୍ତି, ତେବେ ଏମିତି ଲୋକଙ୍କଠାରୁ ଦୂରରେ ରହିବା ଶିଖନ୍ତୁ ଯେଉଁମାନେ ଆପଣଙ୍କର ଅର୍ଥ ଓ ଧନ ନଷ୍ଟ କରିବେ |

କନ୍ୟା ରାଶି
ସମ୍ପୂର୍ଣତଃ ସ୍ୱାସ୍ଥ୍ୟ ଆଜି ଭଲ ରହିବ କିନ୍ତୁ ଯାତ୍ରା ଯୋଗୁଁ ଆପଣଙ୍କ ଉପରେ ମାନସିକ ଓ ଶାରୀରିକ ଚାପ ପଡ଼ି ପାରେ | ଯଦି ଆପଣ ଅର୍ଥ ଅବସ୍ଥାରେ ବୃଦ୍ଧି ପାଇଁ ସୂତ୍ର ଖୋଜୁଛନ୍ତି, ତାହେଲେ ସୁରକ୍ଷିତ ଯୋଜନାରେ ନିବେଶ କରନ୍ତୁ | କୌଣସି ଦୂରର ବଂଧୁ ଠୁ ହଠାତ ମିଳି ଥିବା ଖବର ଶୁଣି ଆପଣଙ୍କ ଦିନ ବିଶେଷ ହୋଇ ଯିବ | ଆଜି ଆପଣଙ୍କ ଜୀବନ ସାଥୀ କୋଣସି ଉପହାର ଦେଇ ଆପଣଙ୍କୁ ଆଶ୍ଚର୍ଯ୍ୟ କରି ଦେବେ |

ତୁଳା ରାଶି
ଖୁସି ରହନ୍ତୁ, କାରଣ ସବୁ ଅସୁବିଧା ପାଇଁ ଏହା ବିଷ ନିରୋଧକ ଅଟେ | ଯେଉଁ ମାନଙ୍କର ଲଘୁ ଉଦ୍ୟୋଗ ଅଛି ଆଜି ସେମାନଙ୍କୁ କୌଣସି ନିକଟ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବାର ସମ୍ଭାବନା ଅଛି | ଆପଙ୍କ କିଛି ବୃଦ୍ଧ ବନ୍ଧୁ ବାନ୍ଧବଙ୍କ ଦାବି ଜାଣି ଆପଣ ଟିକେ ନିରାଶ ହୋଇ ପାରନ୍ତି | ପ୍ରେମର ପୁରା-ପୁରୀ ମଜା ନିଅନ୍ତୁ |

ବିଛା ରାଶି
ଖେଳ ଓ ଘର ବାହାରେ ହୋଉଥିବା କାମରେ ଭାଗନେବା ଆପଣଙ୍କ ପାଇଁ ଅତି ଉପକାରୀ ପ୍ରମାଣିତ ହେବ | ଅନ୍ୟ ମାନଙ୍କୁ ପ୍ରଭାବିତ କରିବା ପାଇଁ ଅଧିକ ଖର୍ଚ୍ଚ କରିବାକୁ ଇଚ୍ଛା କରି ପାରନ୍ତି | ପରିବାର ଲୋକଙ୍କଠୁ ପରାମର୍ଶ ନେବା ଯୋଗୁଁ ଆପଣଙ୍କ ମାନସିକ ଚାପ କମ ହୋଇ ପାରେ | ଲମ୍ବା ସମୟ ଯାଏଁ ଫୋନେରେ କଥା ନ ହୋଇ ଆପଣ ନିଜ ପ୍ରିୟାକୁ ଚିଡ଼େଇବେ |

ଧନୁ ରାଶି
ଆଜି ଆପଣଙ୍କ ଆତ୍ମବିଶ୍ଵାସରେ ରେ ବୃଦ୍ଧି ଓ ପ୍ରଗତି ନିଶ୍ଚିତ ହେବ | ସନ୍ଦେହଜନକ ଆର୍ଥିକ ନେବା-ଦେବା ରେ ଫସିବାଠୁ ସାବଧାନ ରୁହନ୍ତୁ | ଆପଣଙ୍କ ଅଧିକାଂଶ ସମୟ ସାଙ୍ଗ ଓ ପରିବାର ଲୋକଙ୍କ ସହିତ ବିତିବ | ବାହାର ଜିନିଷ ପ୍ରତି ଆପଣଙ୍କ ରୁଚି ଆଉ ନାହିଁ,କାରଣ ଆପଣ ନିଜକୁ ସର୍ବଦା ପ୍ରଥମ ଭଲ ପାନ୍ତି | ଆଜି ନିଜ ଯୋଜନାରେ ଆଗକୁ ବଢିବା ପାଇଁ ଘର ଲୋକଙ୍କୁ ବୁଝେଇ ବାରେ ଅସୁବିଧା ହୋଇ ପାରେ |

ମକର ରାଶି
ମନେ ମନେ ସ୍ବପ୍ନ ଦେଖିବା ସାହାଯ୍ୟ କରିବନି | ପରିବାରର ଆଶା ଉପରେ ଛିଡ଼ା ହେବ ପାଇଁ କିଛି କରିକି ଦେଖେଇବାକୁ ପଡ଼ିବ | ଆଜି କୌଣସି ଏମିତି ସମ୍ପର୍କୀୟଙ୍କୁ ଉଧାର ଦିଅନ୍ତୁ ନାହିଁ ଯେଉଁମାନେ ଆପଣଙ୍କର ପୁରୁଣା ଉଧାର ଫେରାଇ ନାହାନ୍ତି | କୌଣସି ବିବାଦ ସ୍ତୃଷ୍ଟି କରିବା ବିଷୟ ଉପରେ ଅଳଲୋଚନା କରନ୍ତୁ ନାହିଁ,ଯାହା କାରଣରୁ ଆପଣ ଓ ଆପଣଙ୍କ ପରିଜଣଙ୍କ ମଧ୍ୟରେ ଯୄକ୍ତି-ତର୍କ ହୋଇ ପାରେ |

କୁମ୍ଭ ରାଶି
ନିଜର ଚିନ୍ତା ଦୂର କରିବା ପାଇଁ ନିଜର ପରିବାର ଲୋକଙ୍କ ସାହାଯ୍ୟ ନିଅନ୍ତୁ | ତାନ୍କର ସାହାଯ୍ୟକୁ ଖୋଲା ମନରେ ସ୍ୱୀକାର କରନ୍ତୁ | ନିଜର ଭାବନାକୁ ଲୁଚାନ୍ତୁନି | ନିଜର ଭାବନା ଅନ୍ୟ ମାନଙ୍କ ସାମନାରେ ପ୍ରକାଶିତ କଲେ ଲାଭ ମିଳିବ | ଆଜି କୌଣସି ଏମିତି କୁଣିଆ ଆପଣଙ୍କ ଘରକୁ ଆସିପାରନ୍ତି ଯାହାଙ୍କ ଆଗମନରେ ଆସନ୍ତା ମାସରେ ହେବାକୁଥିବା ଖର୍ଚ୍ଚ ଏହି ମାସରେ ହୋଇଯିବ |

ମୀନ ରାଶି
ଝଗଡ଼ା କରିବା ଶ୍ଵାସଭାବକୁ ନିଅନ୍ତ୍ରଣରେ ରଖନ୍ତୁ, ନଚେତ ସମ୍ପର୍କରେ କେବେ ନ ସାରିବା ଭଳିଆ ବାଧା ଆସି ପାରେ | ଏହା ଠୁ ନିଜାତ ପାଇବା ପାଇଁ ନିଜର ଚିନ୍ତାଧାରାରେ ବୃଦ୍ଧି ଅଣାନ୍ତୁ ଓ ପୂର୍ବ-ଧାରଣାକୁ ଛାଡ଼ନ୍ତୁ | ଚନ୍ଦ୍ରଙ୍କ ସ୍ଥିତିପାଇଁ ଆଜି ଆପଣଙ୍କୁ ଅକାରଣ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ | ଯଦି ଆପଣଙ୍କୁ ଧାନ ସଂଚୟ କରିବାର ଅଛି, ତେବେ ଏ ବିଷୟରେ ନିଜ ମାତାପିତା ଅଥବା ସହଭାଗିନୀଙ୍କ ସହିତ କଥାବାର୍ତା କରନ୍ତୁ |

About odisha news

Check Also

ଆଜିର ରାଶିଫଳ : 23 july 2022 ଶନିବାର କେମିତି କଟିବ ଆଜିର ଦିନ !

ମେଷ ରାଶି ଆଜି ଆପଣଙ୍କୁ ମହତ୍ଵପୁର୍ଣ ନିର୍ଣ୍ଣୟ ନେବାକୁ ପଡ଼ିବ ଯାହା ଯୋଗୁଁ ଆପଣଙ୍କୁ ମାନସିକ ଚାପ ଓ ଅଧୀରତା …

Leave a Reply

Your email address will not be published.