Breaking News

ଆଜିର ରାଶିଫଳ : ୦୯ ମାର୍ଚ୍ଚ ୨୦୨୨ ବୁଧୁବାର କେମିତି କଟିବ ଆଜିର ଦିନ |

ମେଷ ରାଶି – ଆପଣଙ୍କ ଆଶା ଗୋଟେ ଶୁଂଗନ୍ଧିତ ସୁନ୍ଦର ଫୁଲ ପରି ଫୁଟିବ | ଘରର ବହୁତ ଛୋଟ ଛୋଟ ଜିନିଷ ରେ ଆପଣଙ୍କର ବହୁତ ଖର୍ଚ୍ଚ ହେବ , ସେଥିପାଇଁ ଆପଣ ମାନସିକ ଗ୍ଲାନି ମଧ୍ୟରେ ରହିବେ | ପରିବାର ଲୋକଙ୍କ ସହିତ ଶାନ୍ତି ଓ ଆରାମରେ ଦିନର ମଜା ଉଠାନ୍ତୁ | ଯଦି ଲୋକ ମାନେ ଅସୁବିଧା ଧରି ଆପଣଙ୍କ ସମୁଖକୁ ଆସନ୍ତି ତାହେଲେ ତାକୁ ଗୁରୁତ୍ୱ ଦିଅନ୍ତୁ ନାହିଁ ଓ ନିଜର ମାନସିକ ଶାନ୍ତି ଭଙ୍ଗ କରନ୍ତୁ ନାହିଁ |

ବୃଷ ରାଶି – ଯେମିତି ଲୁଣ ଖାଦ୍ୟକୁ ସ୍ୱାଦିଷ୍ଠ ବନାଏ, ସେଇ ପ୍ରକାର ଟିକେ ଦୁଃଖ ବି ଜୀବନରେ ନିହାତି ଦରକାର ଓ ତେବେ ହିଁ ସୁଖର ପ୍ରକୃତ ମୂଲ୍ୟ ଜଣା ପଡ଼ିବ | ଯେଉଁମାନେ ଅକାରଣରେ ପଇସା ଖର୍ଚ୍ଚ କରନ୍ତି ସେମାନେ ଆଜି ବୁଝିପାରିବେ ଜୀବନରେ ପଇସା କେତେ ଆବଶ୍ୟକ କାରଣ ଆଜି ଯତେବେଳେ ଅଚାନକ ଆପଣଙ୍କୁ ପଇସା ଆବଶ୍ୟକ ପଡ଼ିବ କିନ୍ତୁ ଆପଣଙ୍କ ପାଖରେ ପଇସା ନଥିବ |

ମିଥୁନ ରାଶି – ଯୋଗ ଓ ତପଶ୍ୟା ଆଜି ଆପଣଂକ ମନ ସୁସ୍ଥ ରଖିବାରେ ସାହାଯ୍ୟ କରିବ| ଯେଉଁ ମାନେ ଆପଣଙ୍କୁ ଅଳ୍ପକାଳିକ ଋଣ ମାଗୁଛନ୍ତି ତାଙ୍କୁ ଆଜି ଅବଜ୍ଞା କରନ୍ତୁ | ପରିବାରର କୌଣସି ସଦସ୍ୟଙ୍କ ବ୍ୟବହାର ଆପଣଙ୍କୁ ବ୍ୟଥିତ କରିପାରେ | ଯଦି ଆପଣ ଆପଣଙ୍କର ପ୍ରେମ ସମ୍ବନ୍ଧକୁ ବଜାୟ ରଖିବାକୁ ଚାହୁଁଛନ୍ତି ତାହେଲେ ଅନ୍ୟ କାହାର କଥା ଶୁଣି ପ୍ରତିକ୍ରିୟା ପ୍ରକାଶ କରନ୍ତୁ ନାହିଁ ବା କୌଣସି ଭୁଲ ମନ୍ତବ୍ୟ ଦିଅନ୍ତୁ ନାହିଁ |

କର୍କଟ ରାଶି – ଆଜି ଦିନ ସାରା ଆରାମ କରିବାକୁ ସୁଯୋଗ ପାଇବେ|ଆଜି ତେଲ ମାଲିସ କଲେ ଶରୀର ବ୍ୟଥାରୁ ମୁକ୍ତି ପାଇଁ ପାରିବେ ପରିବାରରେ କୌଣସି ଆତ୍ମୀୟଙ୍କ ସ୍ୱାସ୍ଥ୍ୟ ଆର୍ଥିକ ଅବସ୍ଥା ଦୁର୍ବଳ କରିପାରେ ଯଦିବା ଏହି ସମୟରେ ଆପଣ ଅର୍ଥ ଅପେକ୍ଷ୍ୟା ତାଙ୍କର ସ୍ୱାସ୍ଥ୍ୟ ବିଷୟରେ ବେଶୀ ଚିନ୍ତା କରିବା ଉଚିତ | ଆପଣଙ୍କୁ ଆପଣଙ୍କ ଶେଷ ସମୟ ଛୁଆଙ୍କ ସହିତ ଖର୍ଛ କରିବା କଥା, ତାହା ପାଇଁ ଆପଣଙ୍କୁ କିଛି ବିଶେଷ ବି କରିବାକୁ ପଡି ପାରେ |

ସିଂହ ରାଶି – ନିଜକୁ ବେଶୀ ଆଶାବାଦୀ ହେବା ପାଇଁ ପ୍ରେରଣା ଦିଅନ୍ତୁ | ତାହା କଲେ ନା କେବଳ ଆପଣଙ୍କ ଆତ୍ମବିଶ୍ୱାସ ଓ ବ୍ୟବହାରରେ ବୃଦ୍ଧି ହେବ, ତା ଛଡ଼ା ଆପଣଙ୍କ ଡର ,ଇର୍ସା ଓ ଘୃଣା ପରି ନକରାତ୍ମକ ମନଭାଵନା ବି କମି ଯିବ | ଆଜି ଆପଣ ସାଙ୍ଗସାଥୀଙ୍କ ମେଳାରେ ବହୁତ ଅର୍ଥ ଖର୍ଚ୍ଚ କରିପାରନ୍ତି କିନ୍ତୁ ତା ସତ୍ତ୍ବେ ଆପଣଙ୍କ ପାଖରେ ଧାନର ଅଭାବ ହେବ ନାହିଁ |

କନ୍ୟା ରାଶି – କାର୍ଯ୍ୟସ୍ଥଳୀ ରେ ବରିଷ୍ଠଙ୍କ ଠାରୁ ଚାପ ଓ ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇ ପାରେ – ଯାହାକି କାର୍ଯ୍ୟରେ ଆପଣଙ୍କର ଏକାଗ୍ରତା ଭଙ୍ଗ କରି ପାରେ | ବ୍ୟାପାରରେ ଲାଭ ଆଜି ବହୁତ ବ୍ୟପାରୀଙ୍କ ଚେହେରାରେ ଖୁସି ଆଣିପାରେ | ଆପଣଙ୍କର ଜୀବନସାଥୀର ଚାପ ଦୂର କରିବା ପାଇଁ ଘରୋଇ କାମ-କାର୍ଯ୍ୟରେ ସାହାଯ୍ୟ କରନ୍ତୁ |

ତୁଳା ରାଶି – ଆପଣ ଖୁବ ଶୀଘ୍ର ଲମ୍ବା ସମୟରୁ ଚାଲି ଆସୁଥିବା ରୋଗରୁ ଉଭରି ଆସିବେ ଓ ପୁର୍ଣ ରୂପରେ ସୁସ୍ଥ ହୋଇ ପାରନ୍ତି | କିନ୍ତୁ ଏମିତି ସ୍ୱାର୍ଥୀ ଓ ରାଗି ଲୋକଠୁ ନିଜକୁ ରକ୍ଷା କରନ୍ତୁ, ଯିଏ କି ଆପଣଙ୍କୁ ଚାପ ଦେଇ ପାରେ ଓ ଆପଣଙ୍କ ଅସୁବିଧାରେ ବୃଦ୍ଧି କରି ପାରେ | ସମୟ ଓ ଧନର ମହତ୍ୱ ବୁଝିବା ଉଚିତ ନଚେତ ଆଗାମୀ ଦିନମାନଙ୍କରେ ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ |

ବିଛା ରାଶି – ବ୍ୟସ୍ତ କାର୍ଯ୍ୟକ୍ରମ ରହିବା ସତ୍ୱେ ଆପଣଙ୍କ ସ୍ୱାସ୍ଥ୍ୟ ସୁସ୍ତ ରହିବ | ଆଜି ଘରୁ ବାହାରିବା ବେଳେ ଗୁରୁଜନମାନଙ୍କର ଆଶୀର୍ବାଦ ନେଇ ବାହାରନ୍ତୁ | ଏହାଦ୍ୱାରା ଧାନ ଲାଭ ହୋଇପାରେ | ଆପଣଙ୍କୁ ନିଜର ଏକା ପରି ଦୈନିକ କାର୍ଯ୍ୟଠୁ ଟିକେ ଛୁଟି ନେଇକି ଆଜି ସ୍ୱନାଗ ମାନଙ୍କ ସହିତ ବୁଲା ବୁଲି କରିବାର ଆବଶ୍ୟକତା ଅଛି | ଆଜି ହଠାତ ନିଜର ମନର ମଣିଷକୁ ଦେଖା କରି ପାରନ୍ତି |

ଧନୁ ରାଶି – ଖୁସି ରହନ୍ତୁ, କାରଣ ସବୁ ଅସୁବିଧା ପାଇଁ ଏହା ବିଷ ନିରୋଧକ ଅଟେ | ଯଦିଓ ଧନ ଆପଣଙ୍କ ହାତରୁ ସହଜରେ ଖସି ଚାଲିବ, କିନ୍ତୁ ଆପଙ୍କ ଗ୍ରହ ମାନେ ଆପଣଙ୍କ ଧନରେ କ୍ଷତି ହବାକୁ ଦେବେ ନାହିଁ | ନିଜ ଦିନର ଯୋଜନା ଭାବି ଚିନ୍ତିକି ନସ୍ପତି ନିଅନ୍ତୁ | ଏମିତିଆ ଲୋକଙ୍କ ସହିତ କଥା ହୁଅନ୍ତୁ,ଯେଉଁ ମାନେ ଆପଣଙ୍କୁ ସାହାଯ୍ୟ କରି ପାରନ୍ତି |

ମକର ରାଶି – ଆଜି ନିଜର ଉର୍ଜାର ଉଚ୍ଚ ସ୍ତରକୁ, କାମରେ ଲଗାନ୍ତୁ | ଆପଣଙ୍କର କୌଣସି ବସ୍ତୁ ଆଜି ଚୋରି ହୋଇପାରେ , ସେଥିପାଇଁ ସାବଧାନ ଓ ସତର୍କ ରୁହନ୍ତୁ | ଜୀବନସାଥୀ ସହିତ ଝଗଡ଼ା ମାନସିକ ଚାପ ଆଡକୁ ନେଇ ଯିବ | ବେକାର ର ଚିନ୍ତା କରିବାର ଆବଶ୍ୟକତା ନାହିଁ | ଜୀବନର ଗୋଟେ ବଡ ଶିକ୍ଷା ଏହି କଥାକୁ ମାନି ନେବା କି ବହୁତ ସାରା ଜିନିଷକୁ ପରିବର୍ତନ କରିବା ସମ୍ଭବ ନୁହେଁ |

କୁମ୍ଭ ରାଶି – ବିଷାଦ ବିରୋଧରେ ଆପଣଙ୍କ ହସ ବିପଦଅଠୁ କାଢ଼ିବା ପାଇଁ ସାହାଯ୍ୟ କାରିବ | ଯଦିଓ ଧନ ଆପଣଙ୍କ ହାତରୁ ସହଜରେ ଖସି ଚାଲିବ, କିନ୍ତୁ ଆପଙ୍କ ଗ୍ରହ ମାନେ ଆପଣଙ୍କ ଧନରେ କ୍ଷତି ହବାକୁ ଦେବେ ନାହିଁ | ନିଅଯର କଥା ଉପରେ ନିଅନ୍ତ୍ରଣ ରକଃନ୍ତୁ,ନଚେତ ଘରର ବୃଦ୍ଧ ଲୋକ ମାନେ ଦୁଖୀ ଅନୁଭବ କରିବେ | ବେକାରିଆ କଥା ହୋଇ ନଷ୍ଟ କରିବାଠୁ ଭଲ ଆପଣ ଶାନ୍ତ ରୁହନ୍ତୁ |

ମୀନ ରାଶି – ଭିଡ ଜାଗାରେ ଯାତ୍ରା କଲା ବେଳେ ରଖଟଚାପ ରୋଗୀ ମାନଙ୍କୁ ଅତିରିକ୍ତ ସାବଧାନ ରହିବ ଉଚ୍ଛିତ | ଆଜି ଘରର କୌଣସି ବରିଷ୍ଠ ବ୍ୟକ୍ତିଙ୍କ ଠାରୁ ଅର୍ଥ ସଞ୍ଚୟ ନେଇ ଉପଦେଶ ନେଇପାରନ୍ତି ଓ ସେହି ଉପଦେଶକୁ ନିଜ ଜୀବନରେ ଉପଯୋଗ କରି ଲାଭବାନ ହୋଇପାରନ୍ତି | ଲୋକଙ୍କ ସହିତ ଠିକ ଭାବରେ ପ୍ରସ୍ତୁତ ହୁଅନ୍ତୁ, ବିଶେଷ କରିକି ଯେଉଁ ମାନେ ଆପଣଙ୍କୁ ପ୍ରେମ କରନ୍ତି ଓ ଆପଣଙ୍କ ଯତ୍ନ ନିଅନ୍ତି |

About odisha news

Check Also

ଆଜିର ରାଶିଫଳ : 23 july 2022 ଶନିବାର କେମିତି କଟିବ ଆଜିର ଦିନ !

ମେଷ ରାଶି ଆଜି ଆପଣଙ୍କୁ ମହତ୍ଵପୁର୍ଣ ନିର୍ଣ୍ଣୟ ନେବାକୁ ପଡ଼ିବ ଯାହା ଯୋଗୁଁ ଆପଣଙ୍କୁ ମାନସିକ ଚାପ ଓ ଅଧୀରତା …

Leave a Reply

Your email address will not be published.