Breaking News

ଆଜିର ରାଶିଫଳ : ୧୫ ମାର୍ଚ୍ଚ ୨୦୨୨ ମଙ୍ଗଳବାର କେମିତି କଟିବ ଆଜିର ଦିନ |

ମେଷ ରାଶି
କେବଳ ଆପଣ ହିଁ ଜାଣିଛନ୍ତି କି ଆପଣଙ୍କ ପାଇଁ କଣ ଭଲ, ସେଥିପାଇଁ ବଳିଷ୍ଠ ଓ ସ୍ପଷ୍ଟବାଦୀ ବନାନ୍ତୁ ତଥା ବେଗ ବଢ଼େଇ ନିଷ୍ପତି ନିଅନ୍ତୁ ଓ ତାଙ୍କର ପରିଣାମର ସାମନା କରିବାକୁ ପ୍ରସ୍ତୁତ ରୁହନ୍ତୁ | ଆଜି ଆପଣଙ୍କୁ ସେମିତି ବନ୍ଧୁ ମାନଙ୍କ ଠାରୁ ଦୂରରେ ରହିବା ଉଚିତ ଯେଉଁମାନେ ଋଣ ନିଅନ୍ତି କିନ୍ତୁ ଫେରାନ୍ତି ନାହିଁ |

ବୃଷ ରାଶି
ପିଲାଙ୍କ ସହିତ ଖେଳିବା ବହୁତ ଉତ୍ତମ ଓ ଶାନ୍ତି ଦେଲା ପରି ଅନୁଭବ ହେବ | ଧନ ସମ୍ବନ୍ଧିତ କୌଣସି ବିବାଦ ଆଜି ତୁଟି ପାରେ ଓ ଆପଣଙ୍କୁ ଧନପ୍ରାପ୍ତି ହୋଇପାରେ | ଅଭଦ୍ର ବ୍ୟବହାର ସତ୍ୱେ ଆପଣଙ୍କୁ ଜୀବନସାଥୀର ସହଯୋଗ ମିଳିବ | କେବଳ ସ୍ପଷ୍ଟ ବୁଝାମଣା ମାଧ୍ୟମରୁ ଆପଣଙ ଆପଣଙ୍କ ଜୀବନ-ସାଥୀଙ୍କୁ ଭାବନାତ୍ମକ ଭାବରେ ସାହାଯ୍ୟ ଦେଇ ପାରିବେ |

ମିଥୁନ ରାଶି
ନିଜର ଉର୍ଜାର ପ୍ରୟୋଗ କେହି ବିପଦରେ ଫସି ଥିବା ଲୋକର ସାହାଯ୍ୟ କରିବା ପାଇଁ କରନ୍ତୁ | ମନେ ରଖନ୍ତୁ – ଏହି ଶରୀର ଦିନେ-ନା -ଦିନେ ମାଟିରେ ମିଶିଯିବ, ଯଦି ଏହା କାହାର କାମରେ ନ ଆସେ ତାହେଲେ ତାହାର ଲାଭ କଣ? ହଠାତ ଆୟ ବଢ଼ିବା ଯୋଗୁଁ ଆର୍ଥିକ ଅବସ୍ଥାରେ ସୁଧାର ଆସିବ ଓ ରୁଣ ଆରମରେ ସୁଝି ପାରିବେ |

କର୍କଟ ରାଶି
ଲମ୍ବା ସମୟ ଠୁ ଚାଲୁ ଆସୁଥିବା ରୋଗର ଚିକିଷ୍ୟା ନିଜର ହସ ସହିତ କରନ୍ତୁ, କାରଣ ଏହା ସବୁ ବିପଦର ଉତ୍ତମ ଔଷଧ ଅଟେ | ଆର୍ଥିକ ପରିସ୍ଥିତି ସୁଧୁରିବ | ଋଣ ନେଇଥିବା ବ୍ୟକ୍ତି ଋଣ ସୁଝିପାରେ | ନିଜକୁ ଘରୋଇ କାର୍ଯ୍ୟରେ ବ୍ୟସ୍ତ ରଖନ୍ତୁ | ତା ସହିତ କିଛି ସମୟ ନିଜର ଶୌକ ପାଇଁ ବି ନିହାତି କାଢନ୍ତୁ, ଯାହା କଲେ ଆପଣଙ୍କ ଗତି ସେହି ଭାବରେ ଚାଲୁଥିବ ଓ ଶରୀର କିମ୍ବା ମନ ସୁସ୍ତ ରହିବ |

ସିଂହ ରାଶି
କୌଣସି ସାଙ୍ଗର ଜୋତିଶୀୟ ଉପଦେଶ ଆପଣଙ୍କ ସ୍ୱାସ୍ଥ୍ୟ ପାଇଁ ଅତି ଲାଭକରି ରହିବ | ଆଜି ଘରୁ ବାହାରିବା ବେଳେ ଗୁରୁଜନମାନଙ୍କର ଆଶୀର୍ବାଦ ନେଇ ବାହାରନ୍ତୁ | ଏହାଦ୍ୱାରା ଧାନ ଲାଭ ହୋଇପାରେ | ଆଜି ନା କେବଳ ଅଚିଂହା ବ୍ୟକ୍ତି,ତା ଛଡ଼ା ନିଜ ବନ୍ଧୁ ମାନଙ୍କଠୁ ବି ସାବଧାନ ରୁହନ୍ତୁ | ଆପଣଙ୍କୁ ପ୍ରେମରେ ଦୁଃଖର ସମ୍ମୁଖୀନ ହେବାକୁ ପଡି ପାରେ |

କନ୍ୟା ରାଶି
ଆଜି ଦିନ ଯାକ ଉର୍ଜାରେ ଭରି ରହିବେ ଓ ଯାହା ବି କାମ କରିବେ ତାହା କମ ସମୟରେ ସାରି ପାରିବେ ଆଜି ଆପଣଙ୍କୁ କୌଣସି ସ୍ରୋତରୁ ଅର୍ଥ ପ୍ରାପ୍ତି ହୋଇପାରେ ଯାହାଦ୍ୱାରା ଆପଣଙ୍କର ଅନେକ ଆର୍ଥିକ ସମସ୍ୟାର ସମାଧାନ ହୋଇପାରେ | ନିଜ ଦିନର ଯୋଜନା ଭାବି ଚିନ୍ତିକି ନସ୍ପତି ନିଅନ୍ତୁ | ଏମିତିଆ ଲୋକଙ୍କ ସହିତ କଥା ହୁଅନ୍ତୁ,ଯେଉଁ ମାନେ ଆପଣଙ୍କୁ ସାହାଯ୍ୟ କରି ପାରନ୍ତି |

ତୁଳା ରାଶି
ନିଜର ସକାରାତ୍ମକ ଚିନ୍ତା ଧାରା ଯୋଗୁଁ ଆଖ ପାଖ ଲୋକଙ୍କୁ ପ୍ରଭାବିତ କରିବେ ଆପଣଙ୍କ ପାଇଁ ଆଜି ଗ୍ରହ ନକ୍ଷେତ୍ରଙ୍କ ଚାଲାଣ ଭଲ ନାହିଁ ତେଣୁ ନିଜର ଧନ ସମ୍ପତ୍ତିକୁ ସଯତନେ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ | ଘରେ ମରାମତି କାର୍ଯ୍ୟ କିମ୍ବା ସାମାଜିକ ମେଳକ ଆପଣଙ୍କୁ ବ୍ୟସ୍ତ ରଖିବ | ପ୍ରେମ ଏକ ଏମିତିଆ ଭାବନା ଯାହାକି ନା କେବଳ ଅନୁଭବ କରା ଯିବା କଥା, ତା ଛଡ଼ା ପ୍ରିୟ ସହିତ ବାଣ୍ଟିବା ବି କଥା |

ବିଛା ରାଶି
ଆଜି ଆପଣ ପୁରା ଉର୍ଜାରେ ଭରି ରହିବେ ଓ ଆପଣଙ୍କୁ ତାହାର ସବୁ କାମ ସାରିବା ପାଇଁ ପ୍ରୟୋଗ କରିବା ଉଚିତ | ଯାତ୍ରା ଆପଣଙ୍କ ପାଇଁ କ୍ଳାନ୍ତିକର କିନ୍ତୁ ଆର୍ଥିକ ଦୃଷ୍ଟିକୋଣରୁ ଲାଭଦାୟକ ହେବ | ଆଜି ପୁରା ପରିବାର ଏକାଠି ହୋଇ ଆପଣକୁ ପ୍ରଶଂସା କରିବେ| ପରିବାର ସଦସ୍ୟମାନଙ୍କର ପ୍ରସଂଶାର କେନ୍ଦ୍ରବିନ୍ଦୁ ହୋଇ ଆପଣ ରହିବେ |

ଧନୁ ରାଶି
ଆପଣଙ୍କ ବ୍ୟକ୍ତିତ୍ୱ ସୁଗନ୍ଧ ପରି ମହକିବ ଓ ସମସ୍ତଙ୍କୁ ଆକର୍ଷିତ କରିବ | ଆଜି ଆପଣ ଆପଣଙ୍କ ପରିବାର ସହିତ ବାହାରକୁ ବୁଲିବାକୁ ଯାଇପାରନ୍ତି ଯାହାଦ୍ୱାରା ଆପଣଙ୍କର ଅଧିକ ଖର୍ଚ୍ଚ ହୋଇପାରେ | ଆଜି ଆପଣ ଅଧର୍ଯ୍ୟ ହୋଇ ପାରନ୍ତି | ସେଥିପାଇଁ ଧର୍ଯ୍ୟ ରଖନ୍ତୁ, ନଚେତ ଆପଣଙ୍କ ଆଖ-ପାଖ ଲୋକ ଆପଣଙ୍କ ବ୍ୟବହାର ଯୋଗୁଁ ଦୁଖୀ ହୋଇ ପାରନ୍ତି |

ମକର ରାଶି
ଆପଣଙ୍କ ଦାନ କରିବାର ବ୍ୟବହାର ଆପଣଙ୍କ ପାଇଁ ଲୁକାୟିତ ଆଶୀର୍ବାଦ ପରି ପ୍ରମାଣିତ ହେବ,କାରଣ ଏହା ଆପଣଙ୍କ ସନ୍ଦେହ, ଅନାସ୍ଥା ,ଲୋଭ ଓ ଆସକ୍ତି ପରି ଦୁଃଷ୍ପ୍ରଭାଵ ଠୁ ରକ୍ଷା କରିବ | ଧନଲାଭର ଆଜି ବହୁତ ସମ୍ଭାବନା ଅଛି | କିନ୍ତୁ ଏହା ସହିତ ଆପଣ କିଛି ଦାନ-ପୁଣ୍ୟ ବି କରିବା ଉଚିତ କାରଣ ଦାନ-ପୁଣ୍ୟ ଦ୍ୱାରା ମାନସିକ ଶାନ୍ତି ମିଳିଥାଏ |

କୁମ୍ଭ ରାଶି
ଆଜି ନିଜର ସକାରାତ୍ମକ ଚିନ୍ତା ଧାରାରେ ଆଖ ପାଖ ଲୋକଙ୍କୁ ପ୍ରଭାବିତ କରି ପାରିବେ | ଆଜି ଅର୍ଥହାନିର ସମ୍ଭାବନା ଅଛି | ତେଣୁ ଦେବା ନେବା ମାମଲାରେ ଯେତେ ସତର୍କ ରହିବେ ଆପଣଙ୍କ ପାଇଁ ସେତେ ଭଲ | ଆପଣଙ୍କ ବ୍ୟକ୍ତିଗତ ଜୀବନରେ କିଛି ବିଶେଷ ଘଟିବ, ଯାହା ଆପଣ ଓ ଆପଣଙ୍କ ପରିବାର ଲୋକଙ୍କ ପାଇଁ ଖୁସି ନେଇକି ଆସିବ |

ମୀନ ରାଶି
ଆପଣଙ୍କୁ ଲମ୍ବା ସମୟରୁ ଅନୁଭବ ହୋଉ ଥିବା ଥକା ଓ ମାନସିକ ଚାପି ଠୁ ଆରାମ ମିଳିବ | ଏଇ ଅସୁବିଧାଠୁ ସ୍ଥାଇ ନିଜାତ ପାଇବା ପାଇଁ ଜୀବନ ଶୈଳୀରେ ପରିବର୍ତନ ଆଣିବା ପାଇଁ ଉଚିତ ସମୟ ଅଛି | ଯେଉଁ ମାନଙ୍କର ଲଘୁ ଉଦ୍ୟୋଗ ଅଛି ଆଜି ସେମାନଙ୍କୁ କୌଣସି ନିକଟ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବାର ସମ୍ଭାବନା ଅଛି |

About odisha news

Check Also

ଆଜିର ରାଶିଫଳ : 23 july 2022 ଶନିବାର କେମିତି କଟିବ ଆଜିର ଦିନ !

ମେଷ ରାଶି ଆଜି ଆପଣଙ୍କୁ ମହତ୍ଵପୁର୍ଣ ନିର୍ଣ୍ଣୟ ନେବାକୁ ପଡ଼ିବ ଯାହା ଯୋଗୁଁ ଆପଣଙ୍କୁ ମାନସିକ ଚାପ ଓ ଅଧୀରତା …

Leave a Reply

Your email address will not be published.