Breaking News

ଆଜିର ରାଶିଫଳ : 04 ମାର୍ଚ୍ଚ 2022 ଶୁକ୍ରବାର କେମିତି କଟିବ ଆଜିର ଦିନ |

ମେଷ ରାଶି
ବର୍ତମାନ ଘଟୁଥିବା ଘଟଣା କାରଣରୁ ଆପଣଙ୍କ ମନ ଅସ୍ଥିର ହୋଇ ପାରେ | ଶାରୀରିକ ଓ ମାନସିକ ଲାଭ ପାଇଁ ଧ୍ୟାନ ଓ ଯୋଗ ଲାଭକାରୀ ପ୍ରମାଣିତ ହେବ | ଯଦିବା ଅର୍ଥ ଆପଣଙ୍କ ପାଇଁ ସବୁଠାରୁ ବେଶୀ ମହତ୍ୱପୂର୍ଣ୍ଣ ତଥାପି ଏହପାଇଁ ଆପଣଙ୍କୁ ଆପଣଙ୍କ ସମ୍ପର୍କ ଖରାପ କରିବା ଉଚିତ ନୁହେଁ | ମାତା-ପିତାଙ୍କ ସ୍ୱାସ୍ଥ୍ୟରେ ବୃଦ୍ଧି ହେବ ଓ ଆପଣଙ୍କ ଉପରେ ପ୍ରେମର ବର୍ଷା କରିବେ |

ବୃଷ ରାଶି
ଆପଣଙ୍କ ସବୁଠୁ ବଡ ସ୍ବପ୍ନ ସତରେ ବଦଳି ପାରେ | କିନ୍ତୁ ନିଜର ଉତ୍ସହାକୁ ନିଅତ୍ରଣରେ ରଖନ୍ତୁ, କାରଣ ଅତି ଖୁସି ହେଵାଭି ବିପଦ ସ୍ତୃଷ୍ଟି କରି ପାରେ | ଆପଣ ଆଜି ଭଲ ଟଙ୍କା ରୋଜଗାର କରିବେ କିନ୍ତୁ ଖର୍ଚ୍ଚ ବଢ଼ିବା ଯୋଗୁଁ ସଂଚୟ କରି ପାରିବେ ନାହିଁ | ଆପଣଙ୍କୁ ନିଜର ଏକା ପରି ଦୈନିକ କାର୍ଯ୍ୟଠୁ ଟିକେ ଛୁଟି ନେଇକି ଆଜି ସ୍ୱନାଗ ମାନଙ୍କ ସହିତ ବୁଲା ବୁଲି କରିବାର ଆବଶ୍ୟକତା ଅଛି |

ମିଥୁନ ରାଶି
ସ୍ୱାସ୍ଥ୍ୟ ଭଲ ରହିବ | କାହାର ବିନା ପରାମର୍ଶରେ ଆଜି କିଛି ନିବେଶ କରନ୍ତୁ ନାହିଁ | ଆପଣଙ୍କ ପୁର୍ଣ ଉର୍ଜା ଓ ଉତ୍ସାହ ସକରାତ୍ମକ ପରିଣାମ ଆଣିବେ ଓ ଘରୋଇ ବିବାଦ ଦୂର କରିବାରେ ସାହାଯ୍ୟ କରିବେ | ଆପଣ ଓ ଆପଣଙ୍କର ପ୍ରିୟଜନ ଅଧିକ ସମୟ ଏକାଠି କାଟିଲେ ବୁଝିବା ଶକ୍ତି ବଢିବ | ଯେଉଁମାନେ ବିଗତ କିଛି ଦିନ ହେବ ବହୁତ କାର୍ଯ୍ୟ ବ୍ୟସ୍ତ ଥିଲେ ସେମାନଙ୍କୁ ଆଜି ନିଜ ପାଇଁ ସମୟ ନିଶ୍ଚୟ ମିଳିବ |

କର୍କଟ ରାଶି
ଆପଣଙ୍କ ଉଦାର ସ୍ଵଭାଵ ଆପଣଙ୍କ ପାଇଁ ଅନେକ ଗୁଡ଼େ ଖୁସି ମୁହୂର୍ତ୍ତ ନେଇକି ଆସିବ ଆଜି ଆପଣଙ୍କୁ କୌଣସି ସ୍ରୋତରୁ ଅର୍ଥ ପ୍ରାପ୍ତି ହୋଇପାରେ ଯାହାଦ୍ୱାରା ଆପଣଙ୍କର ଅନେକ ଆର୍ଥିକ ସମସ୍ୟାର ସମାଧାନ ହୋଇପାରେ | ସାଙ୍ଗ ଓ ବନ୍ଧୁ ବାନ୍ଧବ ଆପଣଙ୍କ ସାହାଯ୍ୟ କରିବେ ଓ ଆପଣ ତାଙ୍କ ସହିତ ଅତି ଖୁସି ଅନୁଭବ କରିବେ | ଆଜି ଆପଣ ନିଜର ପ୍ରିୟାର ଅନୂପସ୍ଥିତି ଅନୁଭବ କରିବେ |

ସିଂହ ରାଶି
ପ୍ରତିଦିନ ହେଉ ଥିବା ଗତିବିଧିରେ ଗର୍ଭବତୀ ମହିଳା ମାନଙ୍କୁ ସାବଧାନ ରହିବା ଆବଶ୍ୟକ | ଆପଣଙ୍କ ଘରଠୁ ଜଡ଼ିତ ନିବେଶ ଆପଣ ମାନଙ୍କ ପାଇଁ ଲାଭକାରୀ ହେବ | ଆପଣଙ୍କ ଅଧିକାଂଶ ସମୟ ସାଙ୍ଗ ଓ ପରିବାର ଲୋକଙ୍କ ସହିତ ବିତିବ | ଆଜି ଦିନ ଆପଣଙ୍କ ପାଇଁ କୌତୁହଳଜନକ ରହିବ,କାରଣ ଆପଣଙ୍କ ପ୍ରିୟ ଆପଣଙ୍କୁ ଉପହାର ଦେଇ ପାରନ୍ତି |

କନ୍ୟା ରାଶି
ଆଜି ଆପଣ ପୁରା ଉର୍ଜାରେ ଭରି ରହିବେ ଓ ଆପଣଙ୍କୁ ତାହାର ସବୁ କାମ ସାରିବା ପାଇଁ ପ୍ରୟୋଗ କରିବା ଉଚିତ | ଯେଉଁ ବ୍ୟପାରୀ ମାନଙ୍କର ଅନ୍ତଃରାଷ୍ଟ୍ରୀୟ ବ୍ୟାପାର ଅଛି ସେମାନେ ବିଶେଷତଃ ବେଶୀ ସଂଯମତାର ସହିତ ଆଜି ଖର୍ଚ୍ଚ କରିବା ଉଚିତ କାରଣ ଆଜି ଧନ ହାନିର ସମ୍ଭାବନା ବହୁତ ଅଛି | ସ୍ତିତିକୁ ନିଅନ୍ତ୍ରଣରେ ରଖିବା ପାଇଁ ନିଜର ଭାଇର ସାହାଯ୍ୟ ନିଅନ୍ତୁ |

ତୁଳା ରାଶି
ଆପଣଙ୍କ ସକରାତ୍ମକ ଚିନ୍ତା ପୁରସ୍କୃତ ହେବ, କାରଣ ଆପଣ ନିଜର ଚେଷ୍ଟାରୁ ହିଁ ସଫଳତା ପାଇବେ | ଆର୍ଥିକ ରୂପରେ ଆଜି ଅପାଙ୍କ ପାଇଁ ଶୁଭ ଦିନ ଅଟେ | ଗ୍ରହ ନକ୍ଷେତ୍ରଙ୍କ ଚଳନା ଆଜି ଆପଣଙ୍କ ପାଇଁ ଅଧିକ ଧାନ ଅର୍ଜନର ସୁଯୋଗ ଆଣିପାରେ | ଆପଣଙ୍କୁ ଆପଣଙ୍କ ଶେଷ ସମୟ ଛୁଆଙ୍କ ସହିତ ଖର୍ଛ କରିବା କଥା, ତାହା ପାଇଁ ଆପଣଙ୍କୁ କିଛି ବିଶେଷ ବି କରିବାକୁ ପଡି ପାରେ |

ବିଛା ରାଶି
ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ | ଆପଣଙ୍କୁ ଅନେକ ଗୁଡିକ କ୍ଷେତ୍ରରୁ ଧନ ଲାଭ ମିଳି ପାରେ | ଆପଣଙ୍କର ଲକ୍ଷକୁ ପାରିବାରିକ ଚିନ୍ତା ପଥଭ୍ରଷ୍ଠ ନ କରୁ | ଖରାପ ସମୟ ବହୁତ କିଛି ଶିଖାଏ | ଅପ୍ରତୟନସିତ ପ୍ରେମ ଆକର୍ଷଣ ହେବାର ସମ୍ଭାବନା ଅଛି | ଆଜି ଘରର କୌଣସି ସଦସ୍ୟ ଆପଣଙ୍କ ସହିତ ସମୟ କାଟିବାକୁ ଜିଦ ଧରିପାରନ୍ତି |

ଧନୁ ରାଶି
ଯେମିତି ହିଁ ଆପଣଙ୍କ ସ୍ଥିତି ଉପରେ ନିଅନ୍ତ୍ରଣା ରଖିବାକୁ ଚେଷ୍ଟା କରିବେ,ଆପଣଙ୍କ ଉତ୍ତେଜନା କାମ ହୋଇ ଯିବ | ଅତିଶୀଘ୍ର ହିଁ ଆପଣ ଜାଣିବେକି ଏହା ଅସୁବିଧା ସାବୁନର ସେହି ଫେଣ ପରି ଥିଲା ଯାହାକି ଛୁଇଁଲେ ହି ଫାଟି ଯିବ | କୌଣସି ଘନିଷ୍ଠ ବନ୍ଧୁଙ୍କ ସହାୟତାରେ ଆଜି ବାଣିଜ୍ୟ ବ୍ୟାପାରରେ ବହୁତ ଧାନ ଲାଭ ହେବାର ସମ୍ଭାବନା ଅଛି |

ମକର ରାଶି
ଆଜି ନିଜର ସକାରାତ୍ମକ ଚିନ୍ତା ଧାରାରେ ଆଖ ପାଖ ଲୋକଙ୍କୁ ପ୍ରଭାବିତ କରି ପାରିବେ | ଆପଣଙ୍କ ବଦଖର୍ଚ୍ଚ ପାଇଁ ଆଜି ଆପଣଙ୍କ ପିତା ମାତା ଆପଣଙ୍କ ଉପରେ କ୍ରୋଧ ହୋଇପାରନ୍ତି |ଯଦି ଆପଣ ଘରୁ ବାହାରେ ହଷ୍ଟେଲ ରେ ପଢ଼ିବା ପାଇଁ ରହୁଛନ୍ତି, ତେବେ ଏମିତି ଲୋକଙ୍କଠାରୁ ଦୂରରେ ରହିବା ଶିଖନ୍ତୁ ଯେଉଁମାନେ ଆପଣଙ୍କର ଅର୍ଥ ଓ ଧନ ନଷ୍ଟ କରିବେ |

କୁମ୍ଭ ରାଶି
ଧାର୍ମିକ ଭାବନା ଆସିପାରେ, ଯାହା ଯୋଗୁଁ ଆପଣ ଧାର୍ମିକ ଜାଗାକୁ ଯାଇ କୋଣସି ପବିତ୍ର ମନ ରଖୁଥିବା ଗୁରୁଙ୍କଠୁ ଜ୍ଞାନ ପ୍ରାପ୍ତି କରିବେ | ଆଜି ଘରୁ ବାହାରିବା ବେଳେ ଗୁରୁଜନମାନଙ୍କର ଆଶୀର୍ବାଦ ନେଇ ବାହାରନ୍ତୁ | ଏହାଦ୍ୱାରା ଧାନ ଲାଭ ହୋଇପାରେ | ନିଅଯର କଥା ଉପରେ ନିଅନ୍ତ୍ରଣ ରକଃନ୍ତୁ,ନଚେତ ଘରର ବୃଦ୍ଧ ଲୋକ ମାନେ ଦୁଖୀ ଅନୁଭବ କରିବେ |

ମୀନ ରାଶି
ଅନ୍ୟ ମାନଙ୍କ ଆଲୋଚନା କରିବାର ଆପଣଙ୍କ ଅଭ୍ୟାସ କାରଣରୁ ଆପଣଙ୍କୁ ବି ଆଲୋଚନାର ଶିକାର ହେବାକୁ ପଡ଼ି ପାରେ | ନିଜର ସେନ୍ସ ଅ ହ୍ୱିୟୁମରରେ ବୃଦ୍ଧି ଆଣନ୍ତୁ ଓ ଯୁକ୍ତି-ତର୍କ କରନ୍ତୁ ନାହିଁ | ଏମିତି କଲେ ଆପଣ ଆରାମରେ ଅନ୍ୟ ମାନଙ୍କୁ କଡ଼ା କଥା ଠୁ ନିଜାତ ପାଇଁ ଯିବେ | ଅନ୍ୟ ମାନଙ୍କୁ ପ୍ରଭାବିତ କରିବା ପାଇଁ ଅଧିକ ଖର୍ଚ୍ଚ କରନ୍ତୁ ନାହିଁ |

About odisha news

Check Also

ଆଜିର ରାଶିଫଳ : 23 july 2022 ଶନିବାର କେମିତି କଟିବ ଆଜିର ଦିନ !

ମେଷ ରାଶି ଆଜି ଆପଣଙ୍କୁ ମହତ୍ଵପୁର୍ଣ ନିର୍ଣ୍ଣୟ ନେବାକୁ ପଡ଼ିବ ଯାହା ଯୋଗୁଁ ଆପଣଙ୍କୁ ମାନସିକ ଚାପ ଓ ଅଧୀରତା …

Leave a Reply

Your email address will not be published.