Breaking News

ସବ୍ୟସାଚୀ ଓ ଅର୍ଚିତା ଙ୍କ ରିସେପେଶନ ପାର୍ଟି ର ସମ୍ପୁର୍ଣ ଭିଡିଓ

ସବ୍ୟସାଚୀ ଓ ଅର୍ଚ୍ଚିତା ତାଙ୍କ ରିସିପେଶନ ପାର୍ଟି ଏକ ନୂଆ ଢଙ୍ଗ ରେ କରିଥିଲେ । ହଁ ବନ୍ଧୁ ଆପଣ ମାନେ ଜାଣିଥିବେ ଗତ ସପ୍ତାହ ରେ ଓଡ଼ିଆ ଫିଲ୍ମ୍ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତା ସବ୍ୟସାଚୀ ଓ ଅଭିନେତ୍ରୀ ଅର୍ଚ୍ଚିତା ବିବାହ ବନ୍ଧନ ରେ ବାନ୍ଧି ହୋଇଛନ୍ତି । ସବ୍ୟସାଚୀ ଓ ଅର୍ଚ୍ଚିତା ରାଜସ୍ଥାନ ର ଏକ ବିଲାସ ପୂର୍ଣ୍ଣ ସ୍ଥାନ ରେ ରାଜକୀୟ ଢଙ୍ଗ ରେ ବିବାହ କରିଥିଲେ ।

ସବ୍ୟ ଓ ଅର୍ଚ୍ଚିତା ଙ୍କ ପରିବାର ଉପସ୍ଥିତି ଥିଲେ ଏବଂ ହିନ୍ଦୁ ରୀତି ନୀତି ଅନୁସାରେ ବିବାହ ଘର ଟି ସମ୍ପୂର୍ଣ ହୋଇଥିଲା । ବିବାହ ର କିଛି ଦିନ ପରେ ସେ ଓଡ଼ିଶା କୁ ଫେରିଥିଲେ ଓ ତାଙ୍କ ବିବାହ ଘର ର ରିଶେପେଶନ ଭୁବନେଶ୍ୱର ରେ ଆୟୋଜନ କରିଥିଲେ । ଏହି ବିବାହ ପାଟି ରେ ଅନେକ ଅଭିନେତା ଓ ଅଭିନେତ୍ରୀ ଯୋଗ ଦେଇଥିଲେ ।ହଁ ବନ୍ଧୁ ଆପଣ ମାନେ ଜାଣିଥିବେ ପାଞ୍ଚ ଗୋଟି ଓଡ଼ିଆ ଫିଲ୍ମ୍ ରେ ଅଭିନୟ କରି ସାରିଲେଣି ସବ୍ୟସାଚୀ ଏବଂ ଅର୍ଚ୍ଚିତା ।

ତାଙ୍କର ଏହି ଅଭିନୟ ଦେଖିବା ପାଇଁ ଦର୍ଶକ ମାନେ ବହୁତ୍ ପସନ୍ଦ କରିଥାଆନ୍ତି ।ତାଙ୍କର ବିବାହ ୨୦୨୦ ମାର୍ଚ୍ଚ ରେ ହବା ର ଥିଲା କରୋନା ମହାମାରୀ କାରଣ ରୁ ସେ ଯଦି ଓଡ଼ିଶା ରେ ବିବାହ ଘର ଉତ୍ସବ ଟି ପାଳନ କରିଥାନ୍ତେ ତାହାଲେ ବହୁ ଗୁଡ଼ିଏ ଫ୍ୟାନ ଏବଂ ରିଲେଟିଭ୍ ଯୋଗ ଦେଇଥାନ୍ତେ । ଫଳ ରେ କୋରାନ କାରଣ ରୁ ଜଣ ଗହଳି ବଢି ଥାନ୍ତା ସେଥିପାଇଁ ସେ କାହାରି କୁ ନଜଣେଇ ରାଜସ୍ଥାନ ରେ ପରିବାର ଲୋକ ଙ୍କ ଉପସ୍ଥିତି ରେ ବିବାହ କରିଥିଲେ ।

ତାଙ୍କର ରିଶୀପେସନ୍ ଓଡ଼ିଆ ଫିଲ୍ମ୍ ର ଅନେକ ଅଭିନେତା ଓ ଅଭିନେତ୍ରୀ ଯୋଗ ଦବା ସହ ତାଙ୍କ ଫ୍ୟାନ ମାନେ ମଧ୍ୟ ଆସିଥିଲେ । ତାଙ୍କ ବିବାହ ରିଶିପେସନ ଏକ ନିଆରା ଢଙ୍ଗରେ କରିଥିଲେ ।ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ବାଡିରୁ ବର କୋଳି ଚୋରି କରି ଖାଇଲେ ଓଡିଆ ଅଭିନେତ୍ରୀ ତମନ୍ନା (Tamanna) ଦେଖନ୍ତୁ ଭିଡିଓ

ଦର୍ଶକ ବନ୍ଧୁ ଆମ ଓଡିଆ ଇଣ୍ଡଷ୍ଟ୍ରି ଅନେକ ଲୋକ ପ୍ରିୟ ଅଭିନେତ୍ରୀ ଅଛନ୍ତି , ତେବେ ଅଭିନେତ୍ରୀ ମାନ ଙ୍କ …

Leave a Reply

Your email address will not be published. Required fields are marked *