Breaking News

ବାହାଘର ପରେ ଶାଶୁଘରେ କେମିତି ଅଛନ୍ତି ଓଡିଆ ଅଭିନେତ୍ରୀ ଶ୍ରଦ୍ଧା

ଦର୍ଶକ ବନ୍ଧୁ ଆପଣ ମନେ ଜାଣିଥିବେ ଓଡ଼ିଆ ସିରିଏଲେ ଲୋକ ପ୍ରିୟ ଅଭିନେତ୍ରୀ ହେଉଛନ୍ତି ଶ୍ରଦ୍ଧା । ଶ୍ରଦ୍ଧା ବିବାହ କରି ବର୍ତ୍ତମାନ ସମୟ ରେ ତାଙ୍କ ଶାଶୁ ଘରେ କଣ କରୁଛନ୍ତି ଜାଣିବା । ବନ୍ଧୁ ଆପଣ ମାନେ ନିଶ୍ଚୟ ଜାଣିଥିବେ ଉଳୀଉଡ ଜଗତ ର କଳାକାର ମାନ ଙ୍କୁ । ସେମାନେ ବହୁ ସଂଘର୍ଷ ଓ ପରିଶ୍ରମ କରି ସେ ଆଜି ଉଳିଉଡ଼ ଜଗତ ରେ ପ୍ରବେଶ କରିଛନ୍ତି ।

ଆପଣ ମାନେ ଜାଣିଥିବେ ଏହି କଳାକାର ମାନେ କିଛି ନା କିଛି କାରଣ ପାଇଁ ସବୁବେଳେ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହୋଇଥାନ୍ତି । ଆଜି ଆମେ ଜାଣିବା ଓଡ଼ିଆ ଇଣ୍ଡଷ୍ଟ୍ରି ର ଜଣେ ଜଣା ଶୁଣା ଅଭିନେତ୍ରୀ ଙ୍କ ବିଷୟ ରେ । ହଁ ବନ୍ଧୁ ଆପଣ ମାନେ ନିଶ୍ଚୟ ଦେଖିଥିବେ ମଞ୍ଜରୀ ଟିଭି ରେ ପ୍ରସାରିତ ହେଉଥିବା ମୋ ଦେହେ ବୋଲି ଦେ ତୋ କଳା ଧାରାବାହିକ ରେ ଲିଡ ନାୟିକା ଭାବରେ ଅଭିନୟ କରୁଥିବା ଶ୍ରଦ୍ଧା ଙ୍କ ବିଷୟ ରେ ।

ଦର୍ଶକ ବନ୍ଧୁ ଆପଣ ମାନେ ନିଶ୍ଚୟ ଦେଖିଥିବେ ତାଙ୍କର ଜବରଦସ୍ତ ଅଭିନୟ ମୋ ଦେହେ ବୋଲି ଦେ ତୋ କଳା । ତାଙ୍କର ଜବରଦସ୍ତ ଅଭିନୟ ଫଳ ରେ ମୋ ଦେହେ ବୋଲି ଦେ ତୋ କଳା ଆଜି ଓଡ଼ିଶାର ନମ୍ୱର୍ ୱାନ୍ ଶିରିଏଲ୍ ହୋଇପାରିଛି ଓ ତାଙ୍କ ଅଭିନୟ ଯାଦୁ ରେ ସେ ଲୋକ ମାନ ଙ୍କୁ ବାନ୍ଧି ରଖିଛନ୍ତି । ଶ୍ରଦ୍ଧା ଧାରାବାହିକ ରେ ଅଭିନୟ କରିବା ସହିତ ସେ ଅନେକ ଫିଲ୍ମ୍ ରେ ଭଲ ଅଭିନୟ କରି ସେ ଆଜି ଲୋକ ପ୍ରିୟ ହବା ସହିତ ଅଲିଉଡ୍ ଇଣ୍ଡଷ୍ଟ୍ରି ରେ ବହୁ ନାମ ଅର୍ଜନ କରିଛନ୍ତି ।

ସେ ମଞ୍ଜରୀ ରେ ଅଭିନୟ କରିବା ଆଗରୁ ସେ ତରଙ୍ଗ ଓ ଜି ସାର୍ଥକ ଟିଭି ରେ ଅଭିନୟ କରିଥିଲେ ।।ଏମିତି ଦେଶ ଦୁନିଆର ନୂଆ ନୂଆ ଖବର ସହ ମନୋରଞ୍ଜନ ର ଖବର ସହ ସ୍ୱାସ୍ଥ୍ୟ ଓ ଧର୍ମ ବିଷୟରେ ଅନେକ ଜଣା ଅଜଣା କଥା ପାଇଁ ଆମ ପେଜକୁ ଲାଇକ ଓ ଫଲୋ କରନ୍ତୁ । ପୋଷ୍ଟ ଭଲ ଲାଗିଥିଲେ ଆପଣ ଅନ୍ୟ ମାନଙ୍କ ସେୟାର କରନ୍ତୁ । ଆମର ପ୍ରୟାସ ରହିବ ଏମିତି ନୂଆ ନୂଆ ଖବର ଆପଣଙ୍କ ପାଇଁ ଆଣି ଦେବୁ, ଧନ୍ୟବାଦ

About admin

Check Also

ବର୍ତମାନ ସମୟରେ ବଡ଼ ଖବର ସାମ୍ନାକୁ ଆସିଛି ପୁରୀ ବେଳା ଭୂମିରେ ମଦ ପିଇ ସୋଇଛନ୍ତି ସବ୍ୟସାଚୀ, କଣ ପାଇଁ କଲେ ଏମିତି ସବ୍ୟସାଚୀ ଦେଖନ୍ତୁ ପୁରା ଖବର !

ବର୍ତମାନ ସମୟରେ ବଡ଼ ଖବର ସାମ୍ନାକୁ ଆସଛି ଓଲିଉର ଜବରଦସ୍ତ ଆକ୍ଟର ସବ୍ୟସାଚୀ ଙ୍କର ଏମିତି କଣ ହୋଇଥିଲା ଆପଣ …

Leave a Reply

Your email address will not be published.